ସାପ କାମୁଡ଼ାରେ ମହିଳା ମୃତ

ଗଞ୍ଜାମ,୬ା୯(ଡି.ଏନ.ଏ.): ଗଞ୍ଜାମ ଏନ୍‌ଏସି ୱାର୍ଡ ନଂ. ୬ ଓଡ଼ିଆ ଢାମଣା ସାହିର ଜଣେ ମହିଳାଙ୍କ ଶୁକ୍ରବାର ସାପ କାମୁଡ଼ାରେ ମୃତ୍ୟୁ ଘଟିଛି। ସେ ହେଲେ ସୁବାସିନୀ ବାଡ଼ତ୍ୟା (୫୩)। ପାହାନ୍ତିଆରେ ସୁବାସିନୀ ଗଛରୁ ଫୁଲ ତୋଳୁଥିବା ସମୟରେ ଏକ ବିଷାକ୍ତ ସାପ କାମୁଡ଼ି ଦେଇଥିଲା। ସଙ୍ଗେ ସଙ୍ଗେ ପରିବାର ଲୋକେ ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତଦେହ ବ୍ୟବଚ୍ଛେଦ ପାଇଁ ଛତ୍ରପୁର ମେଡିକାଲ ନିଆଯାଇଥିବା ପରିବାର ସୂତ୍ରରୁ ପ୍ରକାଶ। ପ୍ରକାଶ ଯେ, ସେ ଅତ୍ୟନ୍ତ ଗରିବ। ବଜାରରେ ପରିବା ବିକ୍ରି କରି ପେଟ ପୋଷୁଥିଲେ। ତେଣୁ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ଉକ୍ତ ୱାର୍ଡର ପୂର୍ବତନ କାଉନସିଲର ଦଣ୍ଡପାଣି ପରିଡ଼ା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲ୍ୟୁ-ଫ୍ଲାଗ୍‌: ବିକଶିତ ହେବ ଆଉ ୫ ବେଳାଭୂମି

ଭୁବନେଶ୍ୱର,୫।୭(ବ୍ୟୁରୋ): ଓଡ଼ିଶା ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ପର୍ଯ୍ୟଟନର ବିକାଶ ପାଇଁ ରାଜ୍ୟ ସରକାର ପ୍ରଚେଷ୍ଟା ଜାରି ରଖିଛନ୍ତି। ସରକାର ପୁରୀ ପରେ ଏବେ ଆଉ ୫...

ଜେନାପୁର ଡାକ୍ତରଖାନାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ଜିଲାପାଳଙ୍କ ଅଫିସ ଆଗରେ ଆମରଣ ଅନଶନ

ଯାଜପୁର ଟାଉନ,୨୬।୯(ଡି.ଏନ୍‌.ଏ.): ଜେନାପୁର ଡାକ୍ତରଖାନା ସ୍ବାସ୍ଥ୍ୟାବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏନେଇ ସ୍ଥାନୀୟ ଅଞ୍ଚଳବାସୀ ବହୁବାର ଜିଲା ପ୍ରଶାସନ ଓ ସ୍ବାସ୍ଥ୍ୟ ପ୍ରଶାସନ ପାଖରେ ଦାବି ରଖିଥିଲେ...

ପରଲୋକରେ ପାଟଣାର ପୂର୍ବତନ ବିଧାୟକ ରାମରାୟ ମୁଣ୍ଡା

ପାଟଣା,୧୮ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରାମରାୟ ମୁଣ୍ଡାଙ୍କର ଶନିବାର ପାଟଣା ବ୍ଲକ ଚାକୁଣ୍ଡାପାଳସ୍ଥିତ ବାସଭବନରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୩...

ପରିଚୟ ପାଇଁ ସଂଗ୍ରାମ: ମିଳୁନି କନ୍ଧ ମାନ୍ୟତା

ନୟାଗଡ ଅଫିସ, ୪ା୨(ଲୋକନାଥ ମିଶ୍ର): ପରିଚୟ ପାଇଁ ସଂଘର୍ଷ ଜାରି ରହିଥିଲେ ମଧ୍ୟ ଓଡିଆ କନ୍ଧଜାତି ପାଉନାହାନ୍ତି ମାନ୍ୟତା। ପରିଚୟ ପାଇଁ ସେମାନେ ବିଭିନ୍ନ ସମୟରେ...

ଜୁଲାଇ ୮ରୁ ମାଟ୍ରିକ ସପ୍ଲିମେଣ୍ଟାରି ପରୀକ୍ଷା

କଟକ ଅଫିସ,୧୩ା୬ : ଜୁଲାଇ ୮ ତାରିଖରୁ ଆରମ୍ଭ ହେବ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ସପ୍ଲିମେଣ୍ଟାରି ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ...

୧୪୪୦ ସ୍ବାବ୍‌ ନମୁନାରୁ ୧୦୨୮ ରିପୋର୍ଟ ଆସିଛି

ଝାରସୁଗୁଡ଼ା ଅଫିସ,୧୨ା୫: ଝାରସୁଗୁଡ଼ା ଜିଲାର ଜଣେ ଯୁବତୀ ଓ ଜଣେ ମହିଳା କରୋନାରେ ଆକ୍ରାନ୍ତ ହୋଇଥିଲେ। ସୋମବାର ଉଭୟ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କୁ ୧୪ଦିନ...

ଚାଲି ଚାଲି ଫେରୁଥିବା ଦୁଇ ଶ୍ରମିକ ପରିବାର ଉଦ୍ଧାର

ବୌଦ୍ଧ,୨୯ା୫(ସ୍ବ.ପ୍ର.)-ଶୁକ୍ରବାର ବୌଦ୍ଧ ଜିଲାରେ ପୁଣି ୧୩୦ ଜଣ ପ୍ରବାସୀ ଶ୍ରମିକ ପହଞ୍ଚିଥିବା ଜଣାଯାଇଛି। ଫଳରେ ଜିଲାକୁ ଫେରିଥିବା ପ୍ରବାସୀ ଶ୍ରମିକଙ୍କ ସଂଖ୍ୟା ୨୭୬୧ରେ ପହଞ୍ଚତ୍ଛି ।...

ଟାଟା ପ୍ରକଳ୍ପ ଆଗରେ ଧାରଣା: ନିଯୁକ୍ତି ଦିଅ ନଚେତ ଜମି ଛାଡ଼

ଛତ୍ରପୁର,୧୧।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଟାଟା ପ୍ରକଳ୍ପ ପାଇଁ ବିସ୍ଥାପିତ ତଥା ତାଲିମପ୍ରାପ୍ତ ବେକାର ଯୁବତୀ ଯୁବକଙ୍କୁ ନିଯୁକ୍ତି ଦାବି ହୋଇଛି। ଏ ନେଇ କମ୍ପାନୀ ଫାଟକ...

Advertisement


Archives

Model This Week