ସାପ କାମୁଡ଼ାରେ ୬ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୩।୧୯(ବ୍ୟୁରୋ): ରାଜ୍ୟର ବିଭିନ୍ନ ଅଞ୍ଚଳରେ ସାପ କାମୁଡ଼ାରେ ମୋଟ ୬ଜଣଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନୁଗୋଳରେ ୨ ଏବଂ କେନ୍ଦୁଝର ଜିଲା ତେଲକୋଇରେ ଜଣଙ୍କର ମୃତ୍ୟୁ ଘଟିଛି।
ଗଞ୍ଜାମର ଜିଲା କଦଳା ବି.ନୂଆପଲ୍ଲୀ ଗ୍ରାମରେ ୪ ବର୍ଷର ପୁଅ ସହ ମା’ଙ୍କର ମୃତ୍ୟୁ ଘଟିଛି। ସେହିପରି କବିସୂର୍ଯ୍ୟନଗରରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।
ସେହିପରି କେନ୍ଦୁଝର ଜିଲା ତେଲକୋଇରେ ଜଣେ ମହିଳା ସର୍ପାଘାତରେ ମୃତ୍ୟୁବରଣ କରିଛନ୍ତି। ମୃତା ମହିଳା ହେଲେ ଗୁରୁମ ଗ୍ରାମର ବିଦ୍ୟାଧର ପାତ୍ରଙ୍କ ସ୍ତ୍ରୀ ଧରିତ୍ରୀ ପାତ୍ର। ସେ ଘରେ ମଶାରୀ ଟାଙ୍ଗି ଶୋଇଥିବାବେଳେ ତାଙ୍କୁ ସାପ କାମୁଡ଼ିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ନିକଟସ୍ଥ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ମାତ୍ର ଚିକତ୍ସାଧିକ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।
ଅନୁଗୋଳ ସହର ବେନ୍ତପୁର ଅଞ୍ଚଳରେ ଦୁଇ ଭଉଣୀଙ୍କର ସାପ କାମୁଡ଼ାରେ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ବେନ୍ତପୁର ଅଞ୍ଚଳର ସୁମନ୍ତ ସାହୁଙ୍କ ଝିଅ ରୋଜାଲିନ୍‌ (୧୩) ଓ ସୁଜାତା (୧୧)। ଦୁହେଁ ଘରେ ଶୋଇଥିବା ବେଳେ ରବିବାର ବିଳମ୍ବିତ ରାତିରେ ଏକ ବିଷଧର ସାପ କାମୁଡ଼ି ଦେଇଥିଲା। କଟକ ନେବା ରାସ୍ତାରେ ସେମାନଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜବତ ହେଲା ୫୫ ଲକ୍ଷ ଟଙ୍କାର ବ୍ରାଉନ ସୁଗାର

ବାଲେଶ୍ୱର ଅଫିସ ୧।୧୦: ବାଲେଶ୍ୱର ଜିଲା ଜଳେଶ୍ବର ରାଜପୁର ଗ୍ରାମରୁ ଗୁରୁବାର ରାତିରେ ଅବକାରୀ ବିଭାଗ ଚଢାଉ କରି ୨୪୦ ଗ୍ରାମ ଧଳା ଜହର(ବ୍ରାଉନ ସୁଗାର)...

ମେଧାବୀ ଛାତ୍ରୀ କର୍ମାଙ୍କୁ ମିଳିଲା ସରକାରୀ ସହାୟତା

ମାଲକାନଗିରି,୩୧ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅନ୍ତର୍ଗତ ବଣ୍ଡାଘାଟିର ମେଧାବୀ ଛାତ୍ରୀ କର୍ମା ମୁଦୁଲିଙ୍କୁ ସରକାରୀ ସହାୟତା ପ୍ରଦାନ କରାଯାଇଛି। କର୍ମା ଗତବର୍ଷ ଯୁକ୍ତଦୁଇ ବାଣିଜ୍ୟରେ...

ଜିଲାରେ ପ୍ରଥମ କରୋନା ମୃତ୍ୟୁ

ଢେଙ୍କାନାଳ ଅଫିସ, ୮।୮ ଢେଙ୍କାନାଳ ଜିଲାରେ ପ୍ରଥମ ମୁଣ୍ଡ ନେଇଛି କରୋନା। ମୃତକ ଭୁବନ ଏନ୍‌ଏସିର ୬୧ ବର୍ଷୀୟ ପୁରୁଷ। ସେ ଉଚ୍ଚ ରକ୍ତଚାପ ଏବଂ...

ଆଇପିଏସ୍‌ ସ୍ତରରେ ଅଦଳବଦଳ, ବିନୟତୋଷ ମିଶ୍ର ହୋମଗାର୍ଡ ଡିଜି

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଆଇପିଏସ୍‌ ଅଧିକାରୀ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ଏନେଇ ଗୃହ ବିଭାଗ ପକ୍ଷରୁ ଶନିବାର ଏକ ବିଜ୍ଞପ୍ତିରେ ପ୍ରକାଶ ପାଇଛି।...

ତୈଳ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ

କେନ୍ଦୁଝର,୧୫।୨(ସ୍ବ.ପ୍ର.): ସୋମବାର ତୈଳ ଦର ବୃଦ୍ଧି ପ୍ରତିବାଦ ଓ ତିନୋଟି କୃଷି ଆଇନ ପ୍ରତ୍ୟାହାର ଦାବିରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଓଡ଼ିଶା ବନ୍ଦ ଡାକରା...

ମା’ର ମୃତଦେହକୁ କାନ୍ଧଦେଲେନି ପୁଅ: ପୋଲିସ ଉପସ୍ଥିତିରେ ଅନ୍ତିମ ସଂସ୍କାର କଲେ ଗ୍ରାମବାସୀ

ଛେଣ୍ଡିପଦା,୧।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ମାଛକୁଟା ପଞ୍ଚାୟତରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଜଣେ ମା’ର ଅନ୍ତିମ ସଂସ୍କାର ପାଇଁ ନିଜ ପୁଅ...

କାଳୀ ମନ୍ଦିରରୁ ଚୋରି: ସୁନା ଆଖି, ଜିଭ ନେଇଗଲେ ଲୁଟେରା

ଗୋପାଳପୁର,୧୨ା୧- ଗଞ୍ଜାମ ଜିଲା ଗୋପାଳପୁର ଥାନା ଆମ୍ବପୁଆସ୍ଥିତ କାଳୀ ମନ୍ଦିରରେ ଶନିବାର ରାତିରେ କଳାକନା ବୁଲାଇଛନ୍ତି ଲୁଟେରା। ମା’ କାଳୀଙ୍କ ସୁନା ଓ ରୂପା ଅଳଙ୍କାର...

ସହାୟତା ଅପେକ୍ଷାରେ ‘ପ୍ରମିଳା’

ରାଇସୁଆଁ/କେନ୍ଦୁଝର, ୨୫।୯(ଡି.ଏନ.ଏ./ସ୍ବ.ପ୍ର.)-ସରକାର ଗରିବ ଅସହାୟଙ୍କ ଥଇଥାନ ପାଇଁ ଯୋଜନା ପରେ ଯୋଜନା କରିଚାଲିଛନ୍ତି। ମାତ୍ର ପ୍ରଶାସନିକସ୍ତରରେ ମନୋଭାବର ଅଭାବ ଯୋଗୁ ବହୁ ଗରିବ ଅସହାୟ ସରକାରଙ୍କ...

Advertisement
Archives

Model This Week