ସାପ କାମୁଡାରେ ଜୀବନ ଗଲା

ଯୋଡ଼ା, ୩୦।୭(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ କୀତାବେଡାଠାରେ ସାପ କାମୁଡାରେ ଲୋଚନ ପଲେଇ(୫୮)ଙ୍କର ଡାକ୍ତରଖାନାରେ ମୃତ୍ୟୁ ଘଟିଛି। ରବିବାର ପୂର୍ବାହ୍ନରେ ଲୋଚନ ଚାଷ କାର୍ଯ୍ୟ ପାଇଁ ତାଙ୍କ ବିଲକୁ ଯାଇଥିଲେ। ସେଠାରେ କାମ କରୁଥିବା ବେଳେ ଏକ ବିଷାକ୍ତ ସାପ ତାଙ୍କୁ କାମୁଡି ଦେଇଥିଲା। ଖବର ପାଇ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଯୋଡାସ୍ଥିତ ଏକ ଘରୋଇ ନର୍ସିଂ ହୋମରେ ଭର୍ତ୍ତି କରିଥିଲେ । ରବିବାର ରାତିରେ ସେ ଅଧିକ ଗୁରୁତର ହେବାରୁ ସେଠାରୁ ତାଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସୋମବାର ପୂର୍ବାହ୍ନ ୧୦ଟାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କମ୍ପ୍ୟୁଟର ଲାବ୍‌ ଉଦ୍‌ଘାଟନ କଲେ କେନ୍ଦ୍ରମନ୍ତ୍ରୀ

ସଜନାଗଡ଼, ୧୮।୧୨(ଡି.ଏନ.ଏ.):ନୀଳଗିରି ବ୍ଲକ ଭଉଁରିଆବାଡ଼ ପଞ୍ଚାୟତର ପଦ୍ମଲୋଚନ ମୁଣ୍ଡହାଣ ଉଚ୍ଚ ବିଦ୍ୟାଳୟ ଜଡ଼ିବାଲି ପରିସରରେ ମଙ୍ଗଳବାର ବାର୍ଷିିକ କ୍ରୀଡ଼ା ଉତ୍ସବ ଏବଂ କମ୍ପ୍ୟୁଟର ଲାବର ଉଦ୍‌ଘାଟନ...

ପିଲାଚୋର ସନ୍ଦେହରେ ଯୁବକଙ୍କୁ ନିସ୍ତୁକ ପିଟିଲେ ଗ୍ରାମବାସୀ

ରାୟଗଡ଼ା ଅଫିସ,୨୮।୧: ରାୟଗଡ଼ା ଜିଲା ବିଷମକଟକରେ ପିଲାଚୋର ସନ୍ଦେହରେ ଜଣେ ଯୁବକଙ୍କୁ ନିସ୍ତୁକ ମାଡ଼ ମାରି ଅଟକ ରଖିଥିଲେ ଗ୍ରାମବାସୀ। ତେବେ ଅଟକ ଥିବା ଯୁବକଙ୍କୁ...

ସୁବ୍ରତଙ୍କୁ ଭାରତୀୟ ଯୁବ ପୁରସ୍କାର

ବାରିପଦା ଅଫିସ,୧୩।୧୦- ମୟୂରଭଞ୍ଜ ଜିଲାର ଯୁବ ପ୍ରତିଭା ସୁବ୍ରତ ଦାସ ଓଡ଼ିଶାର ଏକମାତ୍ର ଯୁବକ ଭାବେ ଚଳିତବର୍ଷ ଭାରତୀୟ ଯୁବ ପୁରସ୍କାର ସମ୍ମାନ ଲାଭ କରିଛନ୍ତି।...

କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟର ବିକଳ ଚିତ୍ର: ସ୍ବାସ୍ଥ୍ୟସେବା ସମୁଦ୍ରକୁ ଶଙ୍ଖେ

କାମାକ୍ଷାନଗର, ୨୫।୧୦(ଡି.ଏନ୍‌.ଏ.)-ବିଗିଡ଼ିଯାଇଛି କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟର ସ୍ବାସ୍ଥ୍ୟସେବା। ମେଡିକାଲ ଭିତରକୁ ପଶିବା କ୍ଷଣି ଶୁଣିବାକୁ ମିଳୁଛି କେବଳ ‘ନାହିଁ’। ବାରଣ୍ଡାରେ ପଡ଼ି ରୋଗୀ ଛଟପଟ ହେଉଥିବାବେଳେ...

ବନ୍ୟାଜଳ ଘେରରେ କଣାସ ଅଞ୍ଚଳବାସୀ

କଣାସ,୧୭ା୮(ସ୍ବ.ପ୍ର.): ରାଜ୍ୟରେ ଲଘୁଚାପଜନିତ ବର୍ଷା ଯୋଗୁ ଅଧିକାଂଶ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଉପରୁ ମୁଣ୍ଡରେ ବନ୍ୟାଜଳ ସମେତ ଲଗାଣ ବର୍ଷା ଯୋଗୁ ପୁରୀ...

୨ ବଖରା ଜଳିଗଲା

ବାହାନଗା, ୨୦ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ପଣପଣା ପଞ୍ଚାୟତର ୮ନମ୍ବର ୱାର୍ଡରେ ଅଗ୍ନିକାଣ୍ଡ ଘଟି ନନ୍ଦକିଶୋର ପ୍ରଧାନଙ୍କର ୨ବଖରା ସମେତ ତାଙ୍କର ଏକ ଦୋକାନ ଘର...

ଘରୋଇ ସ୍କୁଲ ରାସ୍ତା ନିର୍ମାଣକୁ ବିରୋଧ: ସେନା କର୍ମଚାରୀଙ୍କୁ ମିଳିଥିଲା ଜମି

ପଟ୍ଟାମୁଣ୍ଡାଇ,୧୮।୧୨(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବିଭିନ୍ନ ଗୋଚର, ଅନାବାଦୀ, ପତିତ ଆଦି ସରକାରୀ ଜମିକୁ ଚଞ୍ଚକତା କରି ପ୍ରଭାବଶାଳୀ ବ୍ୟକ୍ତିମାନେ ଜବରଦଖଲ କରି ଚାଲିଛନ୍ତି। ଏମିତି ଘଟିଛି...

ମହାଗୁଡ଼ାରେ ୧୦ ବଖରା ଜଳିଗଲା

ଭଞ୍ଜନଗର,୧୧ା୨(ଡି.ଏନ.ଏ): ଭଞ୍ଜନଗର ତହସିଲ ଅନ୍ତର୍ଗତ ସାନକୋଦଣ୍ଡା ପଞ୍ଚାୟତ ମହାଗୁଡ଼ାରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ୬ ପରିବାରର ୬ବଖରା ଏବଂ ୪ ଗୁହାଳ ଜଳିଯାଇଛି ।...

Advertisement
Archives

Model This Week