ସାପ କାମୁଡାରେ ମା’, ଝିଅ ମୃତ

ପାପଡାହାଣ୍ଡି, ୨୧।୬(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଚେରଚେଟା ଗ୍ରାମ କନାରୀ ଛୁଆଁରେ ସାପ କାମୁଡାରେ ଶୁକ୍ରବାର ମା’, ଝିଅଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ମା’ ବୁଦେଇ ଜାନୀ ଓ ଝିଅ ଅସ୍ତୁ (୧୨)। ମା’ଝିଅ ଗୁରୁବାର ରାତିରେ ଶୋଇଥିବା ବେଳେ ବିଳମ୍ବିତ ରାତିରେ ବୁଦେଇଙ୍କ ହାତକୁ ସାପ କାମୁଡି ଦେଇଥିଲା। କ’ଣ କାମୁଡ଼ିଲା ଭାବି ସେ ହାତକୁ ଛାଟି ଦେବାରୁ ସାପଟି ଝିଅ ଉପରେ ପଡି ତାଙ୍କୁ ଚୋଟ ମାରିଥିଲା। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୩ ଲକ୍ଷ ଟଙ୍କାର ଗୁଟ୍‌ଖା ଜବତ: ୨ ଗିରଫ

ଗୁଣପୁର,୨୭ା୫(ଡି.ଏନ୍‌.ଏ.)-ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ଗୁଟ୍‌ଖା ଏବଂ ପଲିଥିନ କାରବାର ଥମିବା ନାଁ ଧରୁନି ା ଲକ୍ଷଲକ୍ଷ ଟଙ୍କାର ଗୁଟ୍‌ଖା କାରବାର ହେଉଥିବା ଜଣାପଡ଼ିଛି। ମଙ୍ଗଳବାର...

ପଟ୍ଟାଙ୍ଗିରେ ବିଜେଡିର ପ୍ରୀତମ ପାଢ଼ୀ ଆଗୁଆ

କୋରାପୁଟ,୨୩ା୫(ସ୍ବ.ପ୍ର.): ପଟ୍ଟାଙ୍ଗି ବିଧାନସଭା ଆସନରେ ୩ଟି ଗଣତି ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡିର ପ୍ରୀତମ ପାଢ଼ୀ ପ୍ରଥମ ରାଉଣ୍ଡରେ ୨୦୯୭, ଦ୍ୱିତୀୟ ରାଉଣ୍ଡରେ ୪୫୬୩...

ଆନ୍ଧ୍ର-ଓଡ଼ିଶା ସୀମାନ୍ତ ମାଣିକପାଟଣା ଗ୍ରାମ: ୯ମାସ ହେଲା ଅନ୍ଧାରରେ ଗ୍ରାମବାସୀ

ରାୟଗଡ଼(ଗଜପତି),୧୬।୧(ଡି.ଏନ୍‌.ଏ.) ତିତ୍‌ଲି ବାତ୍ୟାକୁ ବର୍ଷେ ପୁରିଥିଲେ ମଧ୍ୟ ଗଜପତି ଜିଲାର ଅନେକ ଅଞ୍ଚଳକୁ ଏ ପର୍ଯ୍ୟନ୍ତ ନିରବଚ୍ଛିନ୍ନ ବିଦ୍ୟୁତ ସଂଯୋଗ ହୋଇପାରିନାହିଁ। ଫଳରେ ଗ୍ରାମବାସୀ ଅନ୍ଧାରରେ...

ରେଳଧାରଣା ପାର ହେବା ବେଳେ ପିଟିଲା ମାଲବାହୀ ଟ୍ରେନ୍‌: ଯୁବକ ମୃତ

ମୁନିଗୁଡ଼ା, ୯।୭(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ରେଳଷ୍ଟେଶନରେ ମଙ୍ଗଳବାର ଟ୍ରେନ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମୁନିଗୁଡ଼ା ସୁଣ୍ଡିସାହିର ଠାକୁର ବେହେରା।...

କାହାକୁ ମିଳିବ ଉପଖଣ୍ଡ ମାନ୍ୟତା

ରାୟଗଡ଼ା,(ସ୍ବ.ପ୍ର.)/ ରାୟଗଡା ଅଫିସ/ ବିଷମ କଟକ(ଡି.ଏନ୍‌.ଏ.)୧୮ା୩: ରାୟଗଡ଼ା ଜିଲା ବିଷମକଟକ ବ୍ଲକକୁ ଏନ୍‌ଏସି ଓ ଉପଖଣ୍ଡ ମାନ୍ୟତା ଦାବି ଜୋର ଧରିଥିବା ବେଳେ ମୁନିଗୁଡ଼ା ବ୍ଲକବାସିନ୍ଦା...

ନୂଆଗାଁକୁ ମିଳୁନି ବିକାଶର ନୂଆ ଚିତ୍ର: ମୌଳିକ ସମସ୍ୟା ଭିତରେ ଛନ୍ଦି ହୋଇପଡ଼ିଛନ୍ତି ଗାଁର ୩୨ ପରିବାର

ପାରଳାଖେମୁଣ୍ଡି,୧୬ା୫(ସ୍ବ.ପ୍ର.) ଗ୍ରାମର ନାମ ନୂଆଗାଁ। କିନ୍ତୁ ଏଠି ପ୍ରଶାସନିକ ଅବ୍ୟବସ୍ଥାର ପୁରୁଣା ଚିତ୍ର। ବିକାଶ ଏମାନଙ୍କ ପାଇଁ ଅପହଞ୍ଚ ହୋଇ ରହିଛି। ରାସ୍ତା, ଶିକ୍ଷା, ସ୍ବାସ୍ଥ୍ୟ,...

ଜିଲା ପରିଷଦ ଅଧ୍ୟକ୍ଷ ନିର୍ବାଚନକୁ ନେଇ ଛକାପଞ୍ଝା

ଗୁଣପୁର,୧୫।୨(ଡି.ଏନ.ଏ) ରାୟଗଡା ଜିଲା ପରିଷଦ ଅଧ୍ୟକ୍ଷ ନିର୍ବାଚନ ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ ା ଏଥିଲାଗି ବିଭିନ୍ନ ଦଳ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି।...

୧୯ ବଦଳରେ ଅଛନ୍ତି ୩ ଡାକ୍ତର

ଗୁଣପୁର,୧୩ା୩(ଡି.ଏନ.ଏ):ରାୟଗଡା ଜିଲା ଗୁଣପୁର ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ ସମସ୍ୟା ଦେଖାଦେଇଛି। ଏଠାରେ ୧୯ ଜଣ ଡାକ୍ତର ରହିବା ବଦଳରେ ଅଛନ୍ତି ମାତ୍ର ୩ ଜଣ।...

Advertisement
Archives

Model This Week