Posted inଖେଳ

ସାଫାକ୍‌ ୬ ବର୍ଷ ବାସନ୍ଦ

କାବୁଲ, ୧୧ା୫ (ପି.ଟି.)-ଆଫଗାନିସ୍ତାନ କ୍ରିକେଟ ବୋର୍ଡ (ଏସିବିି) ଉଇକେଟକିପର ବ୍ୟାଟ୍ସମ୍ୟାନ ସାଫିକୁଲ୍ଲା ସାଫାକ୍‌ଙ୍କୁ ୬ ବର୍ଷ ବାସନ୍ଦ କରିଛି। ଏହି ଖେଳାଳି ଉଭୟ ଆଫଗାନିସ୍ତାନ ପ୍ରିମିୟର ଲିଗ୍‌(ଏପିଏଲ୍‌) ଟି୨୦ ଏବଂ ବାଂଲାଦେଶ ପ୍ରିମିୟର ଲିଗ୍‌ (ବିପିଏଲ୍‌)ରେ ସେ ଦୁର୍ନୀତି କାର୍ଯ୍ୟକଳାପରେ ସମ୍ପୃକ୍ତ ଥିଲେ। ସେ ଫିକ୍ସିଂ କାର୍ଯ୍ୟରେ ଲିପ୍ତ ଥିଲେ। ଅନ୍ୟମାନଙ୍କୁ ଏଥିରେ ସମ୍ପୃକ୍ତ କରିବା ଲାଗି ଉଦ୍ୟମ କରିଥିଲେ। ଲାଞ୍ଚ ନେଇ ଜାଣିଶୁଣି ଖରାପ ଖେଳିବା ଆଦି ଅଭିଯୋଗ ତାଙ୍କ ବିରୋଧରେ ଥିଲା। ୩୦ ବର୍ଷୀୟ ସାଫାକ୍‌ ନିଜ ଦେଶ ତରଫରୁ ୨୪ ଅନ୍ତର୍ଜାତୀୟ ଦିନିକିଆ ଏବଂ ୪୬ ଅନ୍ତର୍ଜାତୀୟ ଟି୨୦ ଖେଳିଛନ୍ତି। ଶେଷ ଥର ସେ ୨୦୧୯ ସେପ୍ଟେମ୍ବରରେ ବାଂଲାଦେଶ ବିପକ୍ଷରେ ଏକ ଟି୨୦ ମ୍ୟାଚ୍‌ରେ ଖେଳିଥିଲେ। ସାଫାକ୍‌ ନିଜ ଭଲ ସ୍ବୀକାର କରିବା ସହ ଦଣ୍ଡକୁ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତି ଉପରେ ପ୍ରଶ୍ନ ଉଠାଇଲେ ଭୋଗଲେ

ନୂଆଦିଲ୍ଲୀ,୩୧।୭: ଆଗାମୀ ଦୁଲୀପ ଟ୍ରଫି 2026-27 ଘରୋଇ ସିଜିନ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତ କରି ପୂର୍ବ ଜୋନ ଚୟନକର୍ତ୍ତାମାନେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି।…

‘ଆମ ପାଖରେ ଧୋନି ନାହାଁନ୍ତି,’ ଇଂଲଣ୍ଡ ପ୍ରଶିକ୍ଷକ ହେବା ପରେ ଷ୍ଟିଫେନ ଫ୍ଲେମିଂଙ୍କୁ ‘ଚେତାବନୀ’ ମିଳିଛି

ନୂଆଦିଲ୍ଲୀ,୩୧।୭: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ସହିତ ଦୀର୍ଘ ସମୟ ଧରି କାର୍ଯ୍ୟ କରିଥିବା ଷ୍ଟିଫେନ ଫ୍ଲେମିଂଙ୍କୁ ଏବେ ଇଂଲଣ୍ଡ ଟେଷ୍ଟ ଦଳର ପ୍ରଶିକ୍ଷକ ନିଯୁକ୍ତ କରାଯାଇଛି।…

ଶ୍ରୀଲଙ୍କା ଗସ୍ତରେ ଏହି ୩ ଷ୍ଟାର ଖେଳାଳିଙ୍କ ପାଇଁ କର ବା ମର ପରିସ୍ଥିତି, ବିଫଳ ହେଲେ ଟିମ ଇଣ୍ଡିଆରୁ ବିଦାୟ!

ନୂଆଦିଲ୍ଲୀ, ୩୧।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଅଗଷ୍ଟ ୧୫ରୁ ଦୁଇଟି ଟେଷ୍ଟ ମ୍ୟାଚର ସିରିଜ ଆରମ୍ଭ ହେଉଛି। ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଦୃଷ୍ଟିରୁ ଏହି ସିରିଜ…

ରାହାଣେଙ୍କ ଅବସର ପରେ କୋହଲିଙ୍କ ଭାବବିହ୍ବଳ ବାର୍ତ୍ତା, ପଢ଼ନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ, ୩୧।୭: କ୍ରିକେଟର ଅନୁଭବୀ ବ୍ୟାଟ୍ସମ୍ୟାନ ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ତାଙ୍କୁ କ୍ରମାଗତ ଭାବେ ଦିଗ୍ଗଜ ଖେଳାଳିମାନଙ୍କର ଶୁଭେଚ୍ଛା ମିଳୁଛି। ଏହି…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

କୋହଲିଙ୍କ ଗୋଟିଏ ‘ଲାଇକ’ ବଦଳାଇ ଦେଲା ଏହି ଯୁବତୀଙ୍କ ଜୀବନ: ଏବେ…

ନୂଆଦିଲ୍ଲୀ,୩୦।୭:ସୋସିଆଲ ମିଡିଆ ଜଗତରେ ଗୋଟିଏ ‘ଲାଇକ’ କାହାର ଜୀବନ ବଦଳାଇପାରେ। ଏହାର ଏକ ପ୍ରମୁଖ ଉଦାହରଣ ହେଉଛନ୍ତି ଲିଜ। ଜଣେ ଦକ୍ଷିଣ ଆଫ୍ରିକାରେ ଜନ୍ମିତ ଜର୍ମାନ ମଡେଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri