Posted inଜାତୀୟ

ସାବରମତୀରେ ଗାନ୍ଧୀଙ୍କ ଚରଖା ଦେଖିଲେ ଟ୍ରମ୍ପ୍‌-ମେଲାନିଆ

ଅହମଦାବାଦ୍‌,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ଅହମଦାବାଦ୍‌ ବିମାନ ବନ୍ଦରରୁ ସିଧା ସଳଖ ପ୍ରାୟ ୭ କିମି ଦୂରରେ ଥିବା ସାବରମତୀ ଆଶ୍ରମରେ ପହଞ୍ଚିଛନ୍ତି। ସେଠାରେ ଟ୍ରମ୍ପ୍‌ ସ୍ତ୍ରୀ ମିଲେନିଆ ଟ୍ରମ୍ପ୍‌ଙ୍କ ସହିତ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଦ୍ୱାରା ବ୍ୟବହୃତ ହେଉଥିବା ଚରଖା ଦେଖିବା ସହିତ ଏହାର କାର୍ଯ୍ୟ ଶୈଳୀ ପଚାରି ବୁଝିଛନ୍ତି। ପାଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅମେଠିରେ ରାହୁଲ ପଛରେ; ବାରାଣସୀରେ ମୋଦି ଆଗୁଆ

ନୂଆଦିଲ୍ଲୀ, ୨୩।୫: ଅମେଠି ଲୋକ ସଭା ଆସନରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପଛରେ ଥିବାବେଳେ ବାରାଣସୀ ଲୋକ ସଭା ଆସନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଶୁଟରଙ୍କୁ ଜାମିଆ ଛାତ୍ର କହିଥିଲେ, ଆସ କଥା ହେବା

ନୂଆଦିଲ୍ଲୀ, ୧ା୨ : ଦିଲ୍ଲୀର ଜାମିଆ ମିଲିଆ ଇସ୍‌ଲାମିଆ ୟୁନିଭର୍ସିଟି ନିକଟରେ ଗୁରୁବାର ଗୁଳିକାଣ୍ଡ ଘଟାଇଥିବା ନାବାଳକ ରାମଭକ୍ତ ଗୋପାଳଙ୍କୁ ଆକ୍ରମଣର ଶିକାର ହେବା ପୂର୍ବରୁ...

ନଡ୍ଡା ଭାଜପା କାର୍ଯ୍ୟକାରୀ ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୭ା୬: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା(୫୮)ଙ୍କୁ ଭାଜପାର ଜାତୀୟ କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ନିର୍ବାଚିତ କରାଯାଇଛି। ସୋମବାର ଦଳର ସଂସଦୀୟ ବୋର୍ଡ ବୈଠକ ବସି ନଡ୍ଡାଙ୍କୁ...

ଆଜି କୁଳଭୂଷଣଙ୍କୁ ମିଳିବ ଦୂତାବାସ ସହାୟତା

ନୂଆଦିଲ୍ଲୀ/ଇସ୍‌ଲାମାବାଦ୍‌, ୨।୮(ଆଇଏଏନ୍‌ଏସ୍‌):ପାକିସ୍ତାନୀ ଜେଲ୍‌ରେ ବନ୍ଦୀ ଥିବା ଭାରତୀୟ ନାଗରିକ କୁଳଭୂଷଣ ଯାଦବଙ୍କୁ ଦୂତାବାସ ସହାୟତା ଯୋଗାଇଦେବାକୁ ପାକିସ୍ତାନ ରାଜି ହୋଇଛି। ତାଙ୍କୁ ଏହି ସହାୟତା ଦେବାକୁ ଅନ୍ତର୍ଜାତୀୟ...

କରୋନା ଆକ୍ରାନ୍ତ ସତ୍ତ୍ୱେ ହାଥରସ୍‌ ଯାଇଥିଲେ ଏହି ଦଳର ବିଧାୟକ

ହାଥରସ୍‌, ୭।୧୦: ବହୁଚର୍ଚ୍ଚିତ ହାଥରସ୍‌ କେସ୍‌ରେ ପୀଡ଼ିତାଙ୍କ ପରିବାରକୁ ଭେଟିବାକୁ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଏକ ପ୍ରତିନିଧି ମଣ୍ଡଳ ଯାଇଥିଲା। ଯେଉଁଥିରେ ବିଧାୟକ କୁଲଦୀପ...

ମାନବିକତାର ବଳିଷ୍ଠ ଉଦାହରଣ: ୪୫ ଏଚ୍‌ଆଇଭି ପିଲାଙ୍କୁ ପୋଷ୍ୟ ଭାବେ ଗ୍ରହଣ କଲେ ସୋଲୋମନ

ଚେନ୍ନାଇ,୧୦।୬: ତାମିଲନାଡୁର ଚେନ୍ନାଇରେ ରହୁଥିବା ସୋଲୋମନ ରାଜ ନାମକ ଜଣେ ବ୍ୟକ୍ତି ଏବେ ମାନବିକତାର ଏକ ବଳିଷ୍ଠ ଉଦାହରଣ ପାଲଟି ଯାଇଛନ୍ତି। ୪୫ ଜଣ ଏଚ୍‌ଆଇଭି...

ଭାଜପାକୁ ଭୁଲରେ ଭୋଟ ଦେଇ ନିଜ ଅଙ୍ଗୁଳି କାଟିଲେ

ବୁଲନ୍ଦସହର,୨୦ା୪ : ଉତ୍ତରପ୍ରଦେଶର ବୁଲନ୍ଦସହରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପବନ କୁମାର(୨୫) ନାମକ ଜଣେ ଦଳିତ ମତଦାତା ବିଏସ୍‌ପି ପ୍ରାର୍ଥୀ ଯୋଗେଶ ବର୍ମାଙ୍କୁ...

ଦେଶରେ ପ୍ରତିବର୍ଷ ୧୫ ଦିନ କରାଯାଉ ଲକ୍‌ଡାଉନ !

ନୂଆଦିଲ୍ଲୀ,୮।୫: କେବଳ ଭାରତ ନୁହେଁ ସାରା ବିଶ୍ୱରେ କରୋନା ସଂକ୍ରମଣରେ ପାଖାପଖି ଅଢେଇ ଲକ୍ଷ ଲୋକଙ୍କ ଜୀବନ ଗଲାଣି। ଏହା ସାରା ବିଶ୍ୱରେ ତାଣ୍ଡବ ରଚିଛି।...

BGU
Play 250+ Trending Games
Archives

Model This Week

Why Dharitri