ସାବାସ ଆମୀର

ଆମୀର ଖାନ୍‌ଙ୍କ ନାୟକ ଭାବରେ ବଲିଉଡ୍‌ କ୍ୟାରିୟର ଆରମ୍ଭ ହୋଇଥିଲା ‘କୟାମତ୍‌ ସେ କୟମତ୍‌ ତକ୍‌’ରୁ। ନାୟକ ଭାବେ କେବଳ ସେ ନୁହନ୍ତି ନାୟିକା ଭାବରେ ଜୁହି ଚାଓ୍ବଲାଙ୍କୁ ମଧ୍ୟ ଏଥିରେ ବ୍ରେକ୍‌ ମିଳିଥିଲା। ଫିଲ୍ମଟି ମଧ୍ୟ ସୁପରହିଟ୍‌ ହୋଇଥିଲା। ଇତି ମଧ୍ୟରେ ଆମୀର ନିଜକୁ ଜଣେ ଅଭିନେତା ଭାବରେ କେତେ ଲୋକପ୍ରିୟ କରାଇପାରିଛନ୍ତି ତାହା କହିବା ବାହୁଲ୍ୟ। ବଲିଉଡ୍‌ରେ ସେ ସୃଷ୍ଟି କରିଥିବା ରେକର୍ଡ ମଧ୍ୟରୁ ଦୁଇଟିକୁ ନେଇ ସେ ଅଧିକ ଚର୍ଚ୍ଚିତ ରହିଥିଲେ। ତାଙ୍କ ଅଭିନୀତ ‘ଗଜନୀ’ ୧୦୦କୋଟି କ୍ଲବରେ ସାମିଲ ହୋଇଥିଲା। ଏପରି ସଫଳତା ହାସଲ କରିବାରେ ଏହା ଥିଲା ପ୍ରଥମ ହିନ୍ଦୀ ସିନେମା। ଅନ୍ୟପକ୍ଷରେ ୨୦୦ କୋଟି କ୍ଲବରେ ସାମିଲ ହୋଇଥିବା ପ୍ରଥମ ହିନ୍ଦୀ ସିନେମା ‘ଥ୍ରୀ ଇଡିୟଟସ’ରେ ମଧ୍ୟ ଆମୀର ଅଭିନୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୟାକ୍‌ଲିନ୍‌ଙ୍କ ସହ ଆଲବମ୍‌ରେ ନଜର ଆସିବେ ଆସିମ୍‌

ବମ୍ବେ: ଛୋଟ ପରଦାର ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ବସ୍‌ର ରନର୍ସ ଅପ୍‌ ହୋଇଥିଲେ ଜାମ୍ମୁ-କଶ୍ମୀର ମଡେଲ ଆସିମ ରିଆଜ। ପ୍ରତିଯୋଗୀ ଭାବେ ଦର୍ଶକଙ୍କୁ ଖୁବ୍‌ ମନୋରଞ୍ଜନ...

‘ସ୍କାଏ ଇଜ୍‌ ପିଙ୍କ୍‌’ ଫିଲ୍ମର ପ୍ରମୋଶନ କରିପାରନ୍ତି ଜାଏରା!

‘ଦଙ୍ଗଲ’ ଓ ‘ସିକ୍ରେଟ ସୁପରଷ୍ଟାର୍‌’ ଭଳି ଫିଲ୍ମରେ ନିଜ ଅଭିନୟର ଦକ୍ଷତା ଦେଖାଇ ସାରିଥିବା ଅଭିନେତ୍ରୀ ଜାଏରା ୱାସିମ ବଲିଉଡଠାରୁ ସବୁଦିନ ପାଇଁ ଦୂରେଇ ଯାଇଛନ୍ତି।...

କରୋନା ନେଲା ଏହି ଅଭିନେତାଙ୍କ ଜୀବନ

କରୋନାର ଦ୍ୱିତୀୟ ଲହର ଦେଶକୁ ବହୁତ ପ୍ରଭାବିତ କରିଛି। ଅନେକ ସେଲିବ୍ରିଟି ମଧ୍ୟ ଏହାର ଶିକାର ହେଉଛନ୍ତି। ଜଣାଶୁଣା ଅଭିନେତା ତଥା ଉପସ୍ଥାପକ ଟି ନରସିଂହ...

ଏହି ପ୍ରସିଦ୍ଧ ଗୀତିକାରଙ୍କ ପରଲୋକ

କିମ୍ବଦନ୍ତୀ ଗୀତିକାର ଅଭିଳାଷଙ୍କର ପରଲୋକ ଘଟିଛି। ଗତ କିଛିଦିନ ହେବ ସେ କ୍ୟାନସର ସହ ଲଢୁଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ସେ...

ଆଙ୍କର ଆକ୍‌ଟ୍ରେସ୍‌ କ୍ରିଷ୍ଣା

କୃଷ୍ଣପ୍ରିୟା ନାଏକ ଓରଫ୍‌ କ୍ରିଷ୍ଣାଙ୍କର ଯାତ୍ରା ଜୀବନ ଆରମ୍ଭ ହୋଇଥିଲା ବେଶ୍‌ ଆକସ୍ମିକ ଭାବରେ। ତାଙ୍କର ଜନ୍ମ ଜଗତ୍‌ସିଂହପୁର ଜିଲାର ତାରପୁର ଠାରେ। ତାରପୁର ହେଉଛି...

ରିୟାଙ୍କ ସହ ଡ୍ରଗ୍ସ ମାଫିଆଙ୍କ ଲିଙ୍କ: ଚାଟ୍‌ ଭାଇରାଲ ପରେ ଓକିଲ କହିଲେ ଏମିତି

ବମ୍ବେ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପ୍ରେମିକା ରିୟା ଚର୍କବର୍ତ୍ତୀଙ୍କ ଡ୍ରଗ୍ସ ମାଫିଆଙ୍କ ସହ ସମ୍ପର୍କ ଥିବା ନେଇ ଚର୍ଚ୍ଚା ହେବାରେ ଲାଗିଛି। ସୋସିଆଲ...

ଖୁସିରେ ଆତ୍ମହରା ହେଲେ ମାଧୁରୀ

କୋଟି କୋଟି ଲୋକଙ୍କ ହୃଦୟରେ ରାଜ୍‌ କରୁଥିବା ଅଭିନେତ୍ରୀ ମାଧୁରୀ ଦୀକ୍ଷିତ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ମାଧୁରୀ ପ୍ରାୟତଃ ତାଙ୍କ ପରିବାରର ଫଟୋ ଏବଂ...

ଆଲିଆ-ରଣବୀର କପୁରଙ୍କ ଫେକ୍‌ ବିବାହ କାର୍ଡ ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ମୁମ୍ବାଇ,୨୨।୧୦: ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କ ଫେକ୍‌ ବିବାହ କାର୍ଡ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏହି କାର୍ଡରେ ବିବାହ ୨୦୨୦...

Seven Jackpot
Advertisement


Archives

Model This Week

Why Dharitri