ସାବିତ୍ରୀ ପାଇଁ ଫଳ ଦର ବୃଦ୍ଧି

ରତ୍ନଗିରି,୧ା୬(ଡି.ଏନ.ଏ.)- ଦିନକ ପରେ ସାବିତ୍ରୀ ବ୍ରତ। ସ୍ବାମୀଙ୍କ ଦୀର୍ଘାୟୁ କାମନା କରି ବିବାହିତ ମହିଳା ଏହି ବ୍ରତ ରଖିଥାନ୍ତି। ସାବିତ୍ରୀ ପାଇଁ ବଜାରରେ ଶାଢୀ ଦୋକାନଠାରୁ ଆରମ୍ଭ କରି ଚୁଡି ଦୋକାନ ପର୍ଯ୍ୟନ୍ତ ମହିଳାଙ୍କ ଭିଡ ପରିଲକ୍ଷିତ ହେଉଛି। ସେହିଭଳି ଫଳ ଦୋକନୀମାନେ ମଧ୍ୟ ବରୀ ଅଞ୍ଚଳର ଶଙ୍ଖାରିଗଡା, ବାଲିଆପାଳ, ବରୀ ମାଉଣ୍ଡ,କାଇପଡା, ରଜାତୋଟା, ଅଜାଣ, ରତ୍ନଗିରି, ବାଲିଆ ପ୍ରଭୃତି ଛକଗୁଡ଼ିକରେ ବିଭିନ୍ନ ରକମର ଫଳ ସଜାଇ ଗ୍ରାହକଙ୍କୁ ଆଜୃଷ୍ଟ କରୁଥିବା ଦେଖିବାକୁ ମିଳିଛି। ଏତବସହ ଫଳ ଦର ମଧ୍ୟ ବୃଦ୍ଧିପାଇଛି। ନବ ବିବାହିତା ବଧୂଙ୍କ ଘରୁ ଫଳ, ମିଠା, ଶାଢୀ, ଶଙ୍ଖା, ସିନ୍ଦୂର, ବ୍ରତ ଆସିବାର ପରମ୍ପରା ଥିବାରୁ ଏହି ଜିନିଷ ଗୁଡିକର ଚାହିଦା ଯଥେଷ୍ଟ ବଢିଛି। ଶାଢୀ ଦୋକାନୀମାନେ ଆକର୍ଷଣୀୟ ଅଫର ମାଧ୍ୟମରେ ଗ୍ରାହକଙ୍କୁ ଆକୃଷ୍ଟ କରି ନିଜର ବ୍ୟବସାୟକୁ ଅଭିନଭ ଉପାୟରେ ଆପଣାଇବାର ଉଦ୍ୟମ କରୁଥିବା ଦେଖାଦେଇଛି। ସାବିତ୍ରୀ ପାଇଁ ସେଓ କେଜି ୨୦୦ ଟଙ୍କା ହୋଇଥିବାବେଳେ ନଡିଆ ୨୫, ଆମ୍ବ କେଜି ୬୦, ତରଭୁଜ କେଜି ୩୦, କଦଳୀ ଡର୍ଜନ ୭୦, ପଣସ ଗୋଟା ୧୦୦, ଲିଚୁ କୋଳି କେଜି ୧୫୦ ଟଙ୍କାରେ ବିକ୍ରି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର, ୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

ପାକିସ୍ତାନରେ ଧୁମ୍‌ ମଚାଇଲା‘ଧୁରନ୍ଧର 2’ ନେଟଫ୍ଲିକ୍ସ ସର୍ଭର କ୍ରାସ, #1 ରେ ଟ୍ରେଣ୍ଡ କରୁଛି…

ଇସଲାମାବାଦ,୧୬।୫: ରଣବୀର ସିଂହଙ୍କ ଆକ୍ସନ ଥ୍ରୀଲର୍‌, ଧୁରନ୍ଧର: ଦି ରିଭେଞ୍ଜ, ପାକିସ୍ତାନରେ ଏକ ବିରାଟ ଆଲୋଡନ ସୃଷ୍ଟି କରିଛି। ଏହି ଫିଲ୍ମଟି ୧୫ ମଇ, ୨୦୨୬ରେ OTT…

ସାବିତ୍ରୀ ବ୍ରତ ପାଇଁ ଦେବାଳୟରେ ପ୍ରବଳ ଭିଡ଼

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ଦେବାଳୟଗୁଡିକରେ ଶନିବାର ସାବିତ୍ରୀ ବ୍ରତ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ମହିଳାମାନେ ନୂଆ ଶାଢ଼ି,…

ପିକ୍‌ଅପ୍‌ରେ ଯାଉଥିଲେ ୨୭ ଶ୍ରମିକ, ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଲା, ତା’ ପରେ…

ବାସୁଦେବପୁର,୧୭ା୫(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅରଣ୍ଡୁଆ ପଞ୍ଚାୟତର ବେକମୁଡ଼ି ଛକ ନିକଟରେ ଶନିବାର ଏକ ପିକ୍‌ଅପ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…

ସ୍ତ୍ରୀଙ୍କ ପାଇଁ ଆମିଷ ଛାଡ଼ିଦେଲେ କୋହଲି: କହୁ କହୁ କହିଦେଲେ…

ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ବଲିଉଡ ଏବଂ କ୍ରିକେଟ ଉଭୟରେ ସବୁଠାରୁ ଚର୍ଚ୍ଚିତ ଦମ୍ପତିଙ୍କ ମଧ୍ୟରୁ ଜଣେ। ଏହି ଦମ୍ପତି ସେମାନଙ୍କର କଠିନ ପରିଶ୍ରମ ଦ୍ୱାରା…

ଡୋନାଲ୍ଡ ଟ୍ରମ୍ପଙ୍କ ହତ୍ୟା ପାଇଁ ୫୦ ନିୟୁତ ପୁରସ୍କାର, ଘୋଷଣା କଲା ଏହି ଦେଶ ସାରା ବିଶ୍ୱ ଚକିତ

ଓ୍ବାଶିଂଟନ,୧୬।୫: ଇରାନୀ ଗଣମାଧ୍ୟମରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ପର୍କରେ ଏକ ରିପୋର୍ଟ ପ୍ରକାଶ ପାଇଛି, ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ସଦ୍ୟତମ ରିପୋର୍ଟରେ ଦାବି…

ସାବିତ୍ରୀ ପାଇଁ ମନ୍ଦିରରେ ଅସମ୍ଭାଳ ଭିଡ଼, ସ୍ବାମୀଙ୍କ ଦୀର୍ଘାୟୁ କାମନା କରି…

ଗଞ୍ଜାମ,୧୭ା୫(ଅନାଥ ତରାଇ): ଗଞ୍ଜାମ ସହରସ୍ଥିତ ପ୍ରସିଦ୍ଧ ଶୈବପୀଠ ବାବା ଖଣ୍ଡେଶ୍ୱର ମନ୍ଦିରରେ ପବିତ୍ର ସାବିତ୍ରୀ ଅମାବାସ୍ୟା ଉପଲକ୍ଷେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଜମିଛି। ଶନିବାର ସକାଳୁ ସକାଳୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri