ସାବିତ୍ରୀ ରଥ ହେବେ ହାଇକୋର୍ଟ ବିଚାରପତି

କଟକ ଅଫିସ,୨୩।୧: ଓଡ଼ିଶା ହାଇକୋର୍ଟର ବିଚାରପତି ହେବେ ସାବିତ୍ରୀ ରଥ। ସୁପ୍ରିମକୋର୍ଟ କଲେଜିୟମ ମିଟିଂରେ ତାଙ୍କ ନିଯୁକ୍ତିକୁ ମଞ୍ଜୁରୀ ମିଳିଛି। ଏବେ ସେ ଓଡ଼ିଶା ହାଇକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ କରୁଛନ୍ତି। ତେବେ ସାବିତ୍ରୀଙ୍କ ନିଯୁକ୍ତି ନେଇ ସୁପ୍ରିମକୋର୍ଟ ଓ୍ବେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳିକାର ୱେବ୍‌ସାଇଟ୍‌ ଲୋକାର୍ପିତ

ଭୁବନେଶ୍ୱର, ୫।୬(ବ୍ୟୁରୋ): କରୋନା ପରିସ୍ଥିତି ପାଇଁ ବର୍ଷେ ହେବ ଓଡ଼ିଶାର ବିଭିନ୍ନ ହସ୍ତତନ୍ତ, ବୟନଶିଳ୍ପ ଏବଂ ହସ୍ତଶିଳ୍ପକୁ ଆଧାର କରି ଜୀବିକା ନିର୍ବାହ କରୁଥିବା ବ୍ୟବସାୟୀମାନେ...

ରାଜଧାନୀରୁ ୨୭୭ କରୋନା ପଜିଟିଭ ଚିହ୍ନଟ: ସେଥିରୁ ୯୬ ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୧୫।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ଶନିବାର ପୁଣି ୨୭୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୨୭୭ ମଧ୍ୟରୁ ୧୮୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୯୬ ଜଣ...

ଚିକିତ୍ସା ଅବହେଳାରୁ ପ୍ରସୂତୀଙ୍କ ମୃତ୍ୟୁ ଅଭିଯୋଗ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ବାରିପଦା ଅଫିସ,୧୪।୬: ଚିକିତ୍ସା ଅବହେଳାରୁ ବାରିପଦା ମେଡିକାଲ କଲେଜରେ ଜଣେ ପ୍ରସୂତୀଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଶୁକ୍ରବାର ଅଭିଯୋଗ କରିଛନ୍ତି। ଏ ନେଇ ମହିଳାଙ୍କ...

୨ ବର୍ଷ ହେଲା ବନ୍ଦ ପାସେଞ୍ଜର ଟ୍ରେନ୍‌

ଯାଜପୁର ଅଫିସ,୧୬।୩: ରାଜ୍ୟରେ ପାସେଞ୍ଜର ଟ୍ରେନ ଚଳାଚଳ ଗତ ୨ ବର୍ଷ ପରେ ବି ସ୍ବାଭାବିକ ହୋଇପାରିନାହିଁ। ଫଳରେ ଯାତ୍ରୀମାନଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି।...

ଚିନ୍ତା ବଢାଇଲାଣି କରୋନା, ହୁ ହୁ ହୋଇ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୧।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୭୦୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୦୭ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ...

ଜିଲାସ୍ତରୀୟ ଗାନ୍ଧୀ ଜୟନ୍ତୀ : ରାମଧୂନ ଗାଇଲେ ହଜାର ହଜାର ଛାତ୍ରୀଛାତ୍ର

ବରଗଡ଼ ଅଫିସ,୨।୧୦: ବରଗଡ଼ ସହରରେ ବୁଧବାର ଜିଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ ହୋଇଛି। ଏହି ଅବସରରେ ସକାଳେ ଗାନ୍ଧୀଛକସ୍ଥିତ ମହାତ୍ମା ଗାନ୍ଧୀଙ୍କ ସମେତ ସ୍ବଭାବ କବି...

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ, ୩ ଅଟକ

କୁକୁଡ଼ାଖଣ୍ଡି,୧ା୯(ଡି.ଏନ.ଏ.)- ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଆଙ୍କୁଶପୁର ସଦରଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୋଲିସ ଶନିବାର ୩ ଜଣଙ୍କୁ ଅଟକ ରଖି...

ଅଳିଆପକାକୁ ନେଇ ବିବାଦ: ଡ୍ରାଇଭରଙ୍କୁ ବାନ୍ଧିଲେ, ଗାଡ଼ି ଅଟକ ରଖିଲେ

ଅନୁଗୋଳ ଅଫିସ, ୧୨।୯- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ କଲୋନୀ ପଛପଟେ ପୌରପାଳିକା ଟ୍ରାକ୍ଟର ଅଳିଆ ପକାଇବାକୁ ନେଇ ବୁଧବାର ସୃଷ୍ଟି ହୋଇଥିଲା ବିବାଦ। କଲୋନୀବାସୀ...

Advertisement
Archives

Model This Week