ସାବୁନ୍‌ରେ ଧୋଇ ଶୁଖାଇବା ପରେ ବ୍ୟବହାର ହେଉଛି ନୋଟ୍‌

ନୂଆଦିଲ୍ଲୀ,୧୦।୪: କରୋନା କବଳରେ ଏବେ ସାରା ଦୁନିଆ। ଏହି ଭାଇରସ୍‌ ସମ୍ପର୍କରେ ପ୍ରତ୍ୟେକ ଦିନ ନୂଆ କଥା ସାମ୍ନାକୁ ଆସୁଛି। ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ନୋଟ୍‌ ମାଧ୍ୟମରେ ଭୂତାଣୁ ସଂକ୍ରମିତ ହେବା ଆଶଙ୍କା ରହିଥିବା ମଧ୍ୟ କୁହାଯାଉଛି। ତେଣୁ ଲୋକେ ଟଙ୍କା କାରବାର କରିବା ସମୟରେ ସତର୍କ ରହିବା ସହ ବାରମ୍ବାର ହାତ ଧୋଇବାକୁ ଲୋକଙ୍କୁ ସଚେତନ କରାଯାଉଛି। ହେଲେ କର୍ନାଟକର ମାଣ୍ଡ୍ୟା ଜିଲା ଅଧୀନ ଚୋକ୍କନାହଲ୍ଲୀ ଗାଁରେ ଭିନ୍ନ କଥା ଦେଖିବାକୁ ମିଳୁଛି। ସେଠାରେ ଲୋକେ କରୋନା ଭୟରେ ନୋଟ୍‌ଗୁଡ଼ିକୁ ସାବୁନ୍‌ରେ ଧୋଇ ଶୁଖାଇବା ପରେ ବ୍ୟବହାର କରୁଥିବା ଜଣାପଡ଼ିଛି। ସୋସିଆଲ୍‌ ମିଡିଆରେ ଅନେକ ଗୁଜବ ଓ ବିଭ୍ରାନ୍ତିକର ଭିଡିଓ ସମ୍ପର୍କରେ ଜାଣିବା ପରେ ସେଠାକାର ଲୋକେ ରିସ୍କ ନ ନେଇ ଅଧିକ ସଚେତନ ରହିଥିବା ଦେଖିବାକୁ ମିଳୁଛି। ୧୦୦, ୫୦୦ ଓ ୨୦୦୦ ଟଙ୍କିଆ ନୋଟ୍‌ଗୁଡ଼ିକୁ ସେମାନେ ସାବୁନ୍‌ରେ ଧୋଇ ଖରାରେ ଶୁଖାଉଥିବା ଅନେକଙ୍କୁ ଚକିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘର ଆଗରେ ବିଷ ପିଇଲେ କୃଷକ

ମୁକ୍ତସର,୧୮।୯: ନରେନ୍ଦ୍ର ମୋଦି ସରକାର ପକ୍ଷରୁ ଆଗତ କରାଯାଇଥିବା କୃଷି ବିଲ ବିରୋଧରେ ଚାଷୀଙ୍କ ରାଗ ବଢିବାରେ ଲାଗିଛି। ହରିୟାଣା ଏବଂ ପଞ୍ଜାବର କୃଷକମାନେ ରାଜରାସ୍ତାକୁ...

ରାୟଗଡ଼ାରୁ ୩ ନାବାଳିକା, ୯ କରୋନା ଯୋଦ୍ଧା ଆକ୍ରାନ୍ତ

ରାୟଗଡ଼ା ଅଫିସ,୨୧।୭: ରାୟଗଡ଼ା ଜିଲାରେ ମଙ୍ଗଳବାର ସର୍ବାଧିକ ୪୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୩୪ ଜଣ ପୁରୁଷ ଥିବାବେଳେ ୧୩...

ମା’ଙ୍କ ପାଦ ଛୁଇଁ ଆର୍ଶୀବାଦ ନେଲେ ଯୋଗୀ

ଡେରାଡୁନ,୪।୫: ଦୀର୍ଘ ୨୮ ବର୍ଷ ପରେ ନିଜ ପୈତୃକ ଘରେ ପାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ମା’ଙ୍କ ପାଦ ଛୁଇଁ ଆର୍ଶୀବାଦ ନେଇଛନ୍ତି ସେ।...

ନକଲି ରେମ୍‌ଡେସିଭିର୍‌ ପ୍ରସ୍ତୁତ କରୁଥିବା କମ୍ପାନୀ ଉପରେ ଚଢାଉ

ନୂଆଦିଲ୍ଲୀ,୩୦।୪: ନକଲି ରେମ୍‌ଡେସିଭିର୍‌ ଔଷଧ ପ୍ରସ୍ତୁତ କରୁଥିବା କମ୍ପାନୀ ଉପରେ ଦିଲ୍ଲୀ କ୍ରାଇମବ୍ରାଞ୍ଚ ପୋଲିସର ଏକ ଟିମ୍‌ ଚଢାଉ କରିଛି। ଏହି ମାମଲାରେ ୫ ଜଣଙ୍କୁ...

ନାବାଳିକାଙ୍କୁ ବିବାହ କରି ଗିରଫ ହେଲେ ୨୭ ବର୍ଷୀୟ ବ୍ୟକ୍ତି

ମୁମ୍ବାଇ,୨୨।୧୨: ମୁମ୍ବାଇରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୨୭ ବର୍ଷୀୟ ବ୍ୟକ୍ତିଙ୍କୁ ବଳାତ୍କାର ଅଭିଯୋଗରେ ଗିରଫ କରାଯାଇଛି। ଅଭିଯୁକ୍ତ ଜଣଙ୍କ ୧୫ ବର୍ଷୀୟା...

ଏନ୍‌ଆଇଏ ହାତରେ ୟୁରାନିୟମ୍‌ ମାମଲା

ମୁମ୍ବାଇ/ଇସ୍‌ଲାମାବାଦ,୧୦ା୫: ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ୧୯୪୫ ଅଗଷ୍ଟ ୬ରେ ଜାପାନର ହିରୋଶିମା ଉପରେ ଆମେରିକା ଆକାଶମାର୍ଗରୁ ଏକ ୧୦ ଫୁଟ୍‌ (୩ ମିଟର) ଲମ୍ବର ବୋମା...

ଡାଇବେଟିସ୍‌ରୁ ଦୂରେଇ ରହିବା ପାଇଁ ଶୀତଦିନେ ଖାଆନ୍ତୁ ଏହି ଶାଗ…

ମୂଳା ଶାଗରେ ଅନେକ ପୋଷକ ତତ୍ତ୍ୱ ରହିଛି। ଏହା ଶରୀର ପାଇଁ ବେଶ୍‌ ଉପକାରୀ। ଶୀତ ଦିନେ ନିୟମିତ ମୂଳା ଶାଗ ଖାଇଲେ ବ୍ଲଡ୍‌ ସୁଗାର୍‌...

କେନ୍ଦ୍ରୀୟ ଯୋଜନା ଟଙ୍କା ଠିକ୍‌ ସମୟରେ ଖର୍ଚ୍ଚ ନ କଲେ ଲାଗିବ ୭ ପ୍ରତିଶତ ଜରିମାନା

ଶିମଲା,୨୮।୨: କେନ୍ଦ୍ରୀୟ ଯୋଜନାର ଟଙ୍କା ଖର୍ଚ୍ଚ କରିବା ମାମଲାରେ କେନ୍ଦ୍ର ସରକାର ରାଜ୍ୟର ସୁଖୁ ସରକାରଙ୍କୁ ଚେତାବନୀ ଦେଇଛନ୍ତି। ଏହି ଚେତାବନୀ କେନ୍ଦ୍ରୀୟ ଅନୁଦାନପ୍ରାପ୍ତ ଯୋଜନାଗୁଡିକର...

Advertisement
Archives

Model This Week