ସାମାଜିକ ଦୂରତା, କୋଭିଡ -୧୯ ନିୟମ ଉଲ୍ଲଂଘନ: ଖୋର୍ଦ୍ଧାରେ ୩ ଦୋକାନ ସିଲ୍‌

ଖୋର୍ଦ୍ଧା ଅଫିସ,୧୫।୬ : ସାମାଜିକ ଦୂରତା ଓ କୋଭିଡ-୧୯ ନିୟମ ଉଲ୍ଲଂଘନ ନେଇ ଖୋର୍ଦ୍ଧା ପୌର ପ୍ରଶାସନ ପକ୍ଷରୁ ସୋମବାର ୩ଟି ଦୋକାନ ସିଲ୍‌ କରାଯାଇଛି । ଏଥି ମଧ୍ୟରେ ଗୋଟିଏ ଗ୍ରୋସରୀ, ପୂଜା ଓ ଲୁଗା ଦୋକାନ ରହିଛି । ବାରମ୍ବାର କହିବା ସତ୍ତ୍ବେ ଏହି ଦୋକାନରେ ଭିଡ଼ ଜମିବା ଯୋଗୁ ଏଭଳି ପଦକ୍ଷେପ ନିଆଯାଇଛି ବୋଲି ପୌର ନିର୍ବାହୀ ଶ୍ବେତପଦ୍ମା ଶତପଥୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?