ସାମାଜିକ ଦୂରତା ନିୟମ ମାନୁନାହାନ୍ତି ଲୋକେ: ମାଛ ମାର୍କେଟରେ ଅସମ୍ଭବ ଭିଡ଼

ବନ୍ତ,୧୯ା୪(ଡି.ଏନ୍‌.ଏ.): କରୋନା ମହାମାରୀ ରୋକିବା ପାଇଁ ସରକାର ସାମାଜିକ ଦୂରତା ଉପରେ ଗୁରୁତ୍ୱ ଦେଉଥିବା ବେଳେ ଲୋକମାନେ ଏହି ନିୟମକୁ ମାନିବାକୁ ପ୍ରସ୍ତୁତ ନୁହନ୍ତି। ଅତ୍ୟାଶ୍ୟକୀୟ ସାମଗ୍ରୀ କିଣିବା ସମୟରେ ପ୍ରବଳ ଗହଳି ଲାଗି ରହୁଥିବା ଦେଖିବାକୁ ମିଳୁଛି। ଭଦ୍ରକ ଜିଲା ବନ୍ତ ସାପ୍ତାହିକ ହାଟର ମାଛ ମାର୍କେଟରେ ଲୋକମାନେ ଯଥା ପୂର୍ବଂ ତଥା ପର ଭଳି ଚିରାଚରିତ ଢଙ୍ଗରେ ମାଛ କିଣୁଥିବା ଦେଖାଯାଇଛି। ପ୍ରଶାସନ ପକ୍ଷରୁ ବିଭିନ୍ନ ଉପାୟରେ ସଚେତନ କରାଯିବା ସହ ଲୋକମାନଙ୍କୁ ବାରମ୍ବାର ତାଗିଦ୍‌ କରାଯାଉଛି। ତଥାପି ଲୋକେ ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ସାମାଜିକ ଦୂରତାକୁ ଭୁଲି ଯାଉଛନ୍ତି। ଫଳରେ ସରକାରଙ୍କର ସବୁ କଟକଣା ସତେ ଯେପରି ବେକାର ମନେ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖରା ଛୁଟିକୁ ନେଇ ମନ୍ତ୍ରୀଙ୍କ ବଡ଼ ସୂଚନା, ଏଥର ଆଗୁଆ…

ଭୁବେଶ୍ୱେର,୨୩।୪: ଖରା ଛୁଟି ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ୨୭ ତାରିଖ ସୁଦ୍ଧା ସ୍କୁଲ ଛୁଟି ଘୋଷଣା ହୋଇପାରେ…

‘ଟଙ୍କା ପଡ଼ିଯାଇଛି’ କହି ପୋଷ୍ଟମାଷ୍ଟରଙ୍କୁ ଫସାଇଲେ, ଆଖି ପିଛୁଳାକେ ୮୦ ହଜାର ଟଙ୍କା ଝାମ୍ପି ନେଲେ ୪ ଲୁଟେରା

ଦିଗପହଣ୍ଡି,୨୩|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ – ଆସିକା ମୁଖ୍ୟରାସ୍ତା କଡ଼ରେ ଥିବା ଏକ ହୋଟେଲ ସମ୍ମୁଖରୁ ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ…

କର୍ମଚାରୀଙ୍କ ରୋଷର ଶିକାର ହେଲେ ଅଧୀକ୍ଷଣ ଯନ୍ତ୍ରୀ: ସୁନ୍ଦରଗଡ଼ କ୍ଷୁଦ୍ର ଜଳସେଚନ ବିଭାଗରେ ହୋହଲ୍ଲା, ବଦଳି ଦାବିରେ ଅଟଳ କର୍ମଚାରୀ

ସୁନ୍ଦରଗଡ,୨୩।୪(ଜୟ ନାରାୟଣ ମେଣ୍ଡୁଳି): କର୍ମଚାରୀମାନଙ୍କୁ ଦୁର୍ବ୍ୟବହାର କରିବା ଅଧିକାରୀଙ୍କୁ ପଡିଛି ମହଙ୍ଗା । ଆଜି ଏଭଳି ଏକ ଘଟଣା ଦେଖିବାକୁ ମିଳିଥିଲା ସୁନ୍ଦରଗଡ ସହର ମଧ୍ୟ ଭାଗରେ…

ସର୍ଭେ ବେଳେ କାମୁଡ଼ିଦେଲା କୁକୁର: ଶିକ୍ଷକ ଆହତ, ଡାକ୍ତରଖାନାରେ ପହଞ୍ଚି ତଦାରଖ କଲେ ତହସିଲଦାର

ପଟ୍ଟାଙ୍ଗି,୨୩।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ ଜନଗଣନା ବା ସର୍ଭେ କାର୍ଯ୍ୟ ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ଅମ୍ପାବାଲି ପଞ୍ଚାୟତର କମାରପାଡୁ ଗ୍ରାମରେ…

‘ଇରାନ ଖାଲି କରନ୍ତୁ ଭାରତୀୟ’: ଟ୍ରମ୍ପଙ୍କ ଧମକ ମଧ୍ୟରେ ବିଗୁଡୁଛି ମଧ୍ୟପ୍ରାଚ୍ୟ ପରିସ୍ଥିତି , ଆଡଭାଇଜରୀ ଜାରି କଲା ଭାରତୀୟ ଦୂତାବାସ

ନୂଆଦିଲ୍ଲୀ,୨୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ତେହରାନରେ ଥିବା ଭାରତୀୟ ଦୂତାବାସ ଗୁରୁବାର (୨୩ ଏପ୍ରିଲ, ୨୦୨୬) ଏକ ନୂତନ…

ବ୍ୟାଙ୍କ କାମ ସାରି ଘରକୁ ଫେରୁଥିଲେ, ଧକ୍କା ଦେଇ ଚାଲିଗଲା ଅଜଣା ଗାଡ଼ି; ଚାଲିଗଲା ପୂର୍ବତନ ଓ୍ବାର୍ଡ ସଦସ୍ୟାଙ୍କ ଜୀବନ…

ଦିଗପହଣ୍ଡି, ୨୩।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ସାନଖେମୁଣ୍ଡି…

ଚାଲିଥିଲା ସଟ୍ଟାଖେଳ: ମାଡି ବସିଲା ସଦର ଥାନା ପୋଲିସ୍, ୫ଅଭିଯୁକ୍ତ…

ବରଗଡ଼, ୨୩।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ସଦର ଥାନା ପୋଲିସ୍ ସଟ୍ଟା କାରବାରରେ ବୁଧବାର ୫ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ବରଗଡ଼ ସଦର ଥାନା…

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ, ୨ଗୁରୁତର

ଝରିଗାଁ,୨୩।୪(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ଥାନା ଅନ୍ତର୍ଗତ ନୂଆଁଗୁଡ଼ା ଗ୍ରାମ ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri