ସାମାଜିକ ଦୂରତା ରକ୍ଷାକରି ପାଳିତ ହେଲା ହନୁମାନ ଜୟନ୍ତୀ, ଓଡ଼ିଆ ନୂଆବର୍ଷ

ପାଟଣା,୧୩।୪(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ସ୍ବାମ ଛକସ୍ଥିତ ହନୁମାନ ମନ୍ଦିରରେ ସୋମବାର ମହାବିଷୁବ ସଂକ୍ରାନ୍ତି, ହନୁମାନ ଜୟନ୍ତୀ ଓ ଓଡ଼ିଆ ନୂଆବର୍ଷ ସକାଶେ ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହୋଇଛି। ମହାମାରୀ କରୋନା ସଂକ୍ରମଣ ସକାଶେ ଲକ୍‌ଡାଉନ ଜାରି ରହିଥିବାରୁ ସାମାଜିକ ଦୂରତା ରକ୍ଷାକରି କେବଳ ଦେବ ନୀତି ସମ୍ପନ୍ନ ହୋଇଛି। ପୁରୋହିତ ଭାବେ ଅଲେଖ ଚନ୍ଦ୍ର ତ୍ରିପାଠୀ, ଜିତେନ୍ଦ୍ର କୁମାର ମିଶ୍ର, ବୀରମୋହନ ଦ୍ବିବେଦୀ ଓ କର୍ତ୍ତା ଭାବେ ଅଜୟ କୁମାର ପରିଡା ଦେନୀତି ସମ୍ପନ୍ନ କରିଥିଲେ। ଲକ୍‌ଡାଉନକୁ ଦୃଷ୍ଟିରେ ରଖି ସାମୁହିକ ପଣା ଓ ପ୍ରସାଦ ବଣ୍ଟନକୁ ବାତିଲ କରାଯାଇଥିଲା। ଲକ୍‌ଡାଉନ କଟକଣା ସକାଶେ ପଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ମହା ବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନୂଆବର୍ଷ ପାଳନ ସମ୍ପୂର୍ଣ୍ଣ ନିରାଡାମ୍ବର ଓ ଫିକା ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରଥ ପାଇଁ କାଠ ନାହିଁ

ବାରିପଦା ଅଫିସ,୧୬।୪ ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ମୟୂରଭଞ୍ଜ ଜିଲା ବାରିପଦାର ଶ୍ରୀଶ୍ରୀ ହରିବଳଦେବଜୀଉ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ କାଠ ମିଳୁନି। ଏନେଇ ରଥ...

‘ମହାଭାରତ : ବିଜ୍ଞାନ ଓ ମନୋବିଜ୍ଞାନ’ ଉନ୍ମୋଚିତ

ବାଲେଶ୍ୱର ଅଫିସ, ୫।୬: ଡା. ଚୌଧୁରୀ ସତ୍ୟବ୍ରତ ନନ୍ଦଙ୍କ ‘ମହାଭାରତ: ବିଜ୍ଞାନ ଓ ମନୋବିଜ୍ଞାନ’ଗ୍ରନ୍ଥ ବାଲେଶ୍ୱର ଗୋପାଳଗାଁ ସ୍ଥିତ ତାଙ୍କ ବାସଭବନରେ ଲୋକାର୍ପିତ ହୋଇଯାଇଛି। ସାମାଜିକ...

ଲୋକେ ପିଉଛନ୍ତି ଦୂଷିତ ପାଣି

ଆର.ଉଦୟଗିରି/ପାରଳାଖେମୁଣ୍ଡି, ୧୪ା୨(ଡି.ଏନ.ଏ.) ମୋହନା ବ୍ଲକ ଅନ୍ତର୍ଗତ ଗୁଲୁବା ପଞ୍ଚାୟତର ଦୁରିଙ୍ଗିଗୁଡା ଗ୍ରାମରେ ପାନୀୟ ଜଳ ଯୋଗାଣ ଯୋଜନା ଫେଲ୍‌ ମାରିଛି। ରାଜ୍ୟ ସରକାର ରାଜ୍ୟବାସୀଙ୍କ ହିତ...

ପାଣିରେ ଭର୍ତ୍ତି ବିଦ୍ୟାଳୟ ଅଗଣା

ବଇଣ୍ଡା, ୭ା୫(ଡି.ଏନ.ଏ.) କାଳବୈଶାଖୀଜନିତ ବର୍ଷା ପାଣିରେ ଭର୍ତ୍ତି ହୋଇଛି ବିଦ୍ୟାଳୟ ଅଗଣା। ଏହାକୁ ନେଇ ସୃଷ୍ଟି ହୋଇଛି ପୂତ୍ତିଗନ୍ଧମୟ। କୋମଳମତି ପିଲାଙ୍କୁ ସଂକ୍ରମଣଜନିତ ରୋଗ ଆଶଙ୍କା...

ଗଣବଳାତ୍କାର ମାମଲା: ଜଣେ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ

ଫୁଲବାଣୀ ଅଫିସ, ୧୯ା୯-କନ୍ଧମାଳ ଜିଲା ଖଜୁରିପଡା ଥାନା ଅଞ୍ଚଳରେ ୨୦୧୫ରେ ହୋଇଥିବା ଏକ ଗଣବଳାତ୍କାର ମାମଲାର ରାୟ ବୁଧବାର ପ୍ରକାଶ ପାଇଛି ା ଫୁଲବାଣୀ ଅତିରିକ୍ତ...

ପୁଣି ଲାଗିଲା ମାଓବାଦୀ ପୋଷ୍ଟର

ଫିରିଙ୍ଗିଆ,୧୯ା୭-କିଛି ଦିନ ବ୍ୟବଧାନ ପରେ ପୁଣି ଫିରିଙ୍ଗିଆ ବ୍ଲକର ବିଭିନ୍ନ ସ୍ଥାନରେ ମାଓବାଦୀ ଶୁକ୍ରବାର ପୋଷ୍ଟର ଲଗାଇଛନ୍ତି। ଫିରିଙ୍ଗିଆ ଅଞ୍ଚଳର ସାଡିଙ୍ଗିଆ, ସୁମେରୁବନ୍ଧ, ଲେଣ୍ଡ୍ରିଗୁଡା, ମାଲା...

ପିପିଲି ମେଡିକାଲରେ ଅବ୍ୟବସ୍ଥା ନେଇ ଧାରଣା

ପିପିଲି,୨୦।୧୦(ସ୍ବ.ପ୍ର.): ପିପିଲି ସରକାରୀ ମେଡିକାଲରେ ବିଭିନ୍ନ ସମସ୍ୟାକୁ ନେଇ ଲାଗିରହିଛି ଅବ୍ୟବସ୍ଥା। ଡାକ୍ତର ନିଯୁକ୍ତିଠାରୁ ଆରମ୍ଭ କରି ନିରାମୟ ସେବା, ସ୍ବାସ୍ଥ୍ୟ କର୍ମଚାରୀ ନିଯୁକ୍ତ, ମେଡିକାଲ ଯନ୍ତ୍ରାଂଶ...

ଡାଏଲିସିସ୍‌ ନ ପାଇ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

କଟକ ଅଫିସ,୯। ୮: ଏସ୍‌ସିବି ଆଇସୋଲେଶନ ୱାର୍ଡରେ ଚିକିତ୍ସା ଅବହେଳାରୁ ଜଣେ କରୋନା ଆକ୍ରାନ୍ତଙ୍କ ମତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ତାଙ୍କର ଡାଏଲିସିସ୍‌ କରାଗଲା ନାହିଁ...

Advertisement
Archives

Model This Week