ସାମାଜିକ ଦୂରତା ରକ୍ଷା କରି ବିଜୁ ଶ୍ରାଦ୍ଧବାର୍ଷିକୀ ପାଳିତ

ହାଟଡିହୀ, ୧୭।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଶାନ୍ତିଲତା ଭବନଠାରେ ବିଜୁ ବାବୁଙ୍କ ଶ୍ରାଦ୍ଧବାର୍ଷିକୀ ସାମାଜିକ ଦୂରତା ରକ୍ଷା କରି ପାଳିତ ହୋଇଯାଇଛି। ବରିଷ୍ଠ ବିଜେଡି ନେତା ବୁଦ୍ଧଦେବ ଜେନାଙ୍କ ଅଧ୍ୟକ୍ଷତାରେ ହାଟଡିହୀ ପଞ୍ଚାୟତ ବିଜେଡି ସଭାପତି କାମପାଳ ନାୟକ, କର୍ମୀ ଭୀମସେନ ପେରେଇ, ମଦନ ଦାସ ପ୍ରମୁଖ ଉପସ୍ଥିତ ରହି ବିଜୁବାବୁଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଦୁଇ ମିନିଟ୍‌ ନୀରବ ପ୍ରାର୍ଥନା କରାଯାଇଥିଲା। ସେହିପରି ଶାଳନିଆଠାରେ ବିୁଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରୁ ମଦ ଦୋକାନ ଉଠାଇବା ଦାବି, ଧାରଣା ଚେତାବନୀ

ବାଲେଶ୍ୱର ଅଫିସ, ୨୪।୯-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଥିବା ସରକାରୀ ସ୍ବୀକୃତିପ୍ରାପ୍ତ ମଦ ଦୋକାନକୁ ଉଠାଇବା ପାଇଁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ବାରମ୍ବାର ଦାବି...

ଭୋଜି ସାରି ଫେରୁଥିବାବେଳେ ପୋଲ ତଳକୁ ଖସି ପଡିଲା ବାଇକ: ୨ ମୃତ

ପରଜଙ୍ଗ,୫ା୯(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଭାଲୁମୁଣ୍ଡା-ଆଳୁଅଝରଣ ପୂର୍ତ୍ତ ବିଭାଗ ରାସ୍ତାର ପୋଲ ତଳକୁ ଏକ ବାଇକ୍‌ ଖସି ଶନିବାର ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ...

ରାଜ୍ୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ : ଫୁଲବାଣୀ ଭବାନୀ କ୍ଲବ ଚାମ୍ପିୟନ

ଖଜୁରିପଡା,୧୦ା୧- ଖଜୁରିପଡା ବ୍ଲକ ଆର.ନୂଆଗାଁ ପଞ୍ଚାୟତ ଗରାକୁମ୍ପାରେ (ଇନସା) କ୍ଲବ ଆନୁକୂଲ୍ୟରେ ଆୟୋଜିତ ରାଜ୍ୟସ୍ତରୀୟ ଫୁଟବଲ ପ୍ରତିଯୋଗିତା ବୁଧବାର ଉଦ୍‌ଯାପିତ ହୋଇଯାଇଛି। ପ୍ରଥମ ସେମି ଫାଇନାଲ...

ସୁନାମୁଦି ବନ୍ଧକ ରଖି ମାଟ୍ରିକ ପଢ଼ାଇଥିଲେ ମା’

ମା’ ସୁନାମୁଦି ବନ୍ଧକ ରଖି ଯେଉଁ ଟଙ୍କା ଆଣିଥିଲେ, ସେଥିରେ ମାଟ୍ରିକ ପରୀକ୍ଷା ପାଇଁ ପ୍ରସ୍ତୁତ ହୋଇଥିଲେ ଝିଅ ସ୍ବର୍ଣ୍ଣପ୍ରଭା। ସୁନାର ଧାତୁଟି ସିନା ଅନ୍ୟ...

ଆଳୁ ବିକିଲା ଯୋଗାଣ ବିଭାଗ

ପାଲଲହଡା, ୨୬।୩ (ଡି.ଏନ.ଏ.): ପାଲଲହଡା ଉପଖଣ୍ଡରେ ଆଳୁ, ପିଆଜର ଦର କିଲୋ ପିଛା ହଠାତ୍‌ ୧୫ ଟଙ୍କା ବଢ଼ାଇ ଦିଆଯାଇଥିବା ଅଭିଯୋଗ ମିଳିବା ପରେ ଗୁରୁବାର...

ଗାଧୋଇବାକୁ ଯାଇ ମହାନଦୀରେ ଭାସିଗଲେ ୬ ଯୁବତୀ : ୫ ଉଦ୍ଧାର, ଜଣେ ନିଖୋଜ

ସମ୍ବଲପୁର,୬।୧୦(ବ୍ୟୁରୋ): ସମ୍ବଲପୁର ଦେଇ ବହିଯାଇଥିବା ମହାନଦୀକୁ ଗାାଧୋଇବାକୁ ଯାଇ ରବିବାର ୬ ଯୁବତୀ ନଦୀରେ ଭାସିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ...

ବାଲେଶ୍ୱର ଆରକ୍ଷୀ ଅଧୀକ୍ଷକଙ୍କୁ ସ୍ବାଗତ

ବାଲେଶ୍ୱର ଅଫିସ, ୮।୬-ବାଲେଶ୍ୱର ଜିଲା ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଜିଲା ସଭାପତି ସୀମନ ଦାସମହାପାତ୍ରଙ୍କ ନେତୃତ୍ୱରେ ନୂତନ ଭାବେ ଦାୟିତ୍ୱ ଗ୍ରହଣ କରିଥିବା...

ଜୟପୁରରେ ଭୋଟ ଗଣତି ଆରମ୍ଭ

ଜୟପୁର,୨୩ା୫(ଡି.ଏନ୍‌.ଏ.): ୨୦୧୯ ସାଧାରଣ ନିର୍ବାଚନର ଫଳାଫଳ ପାଇଁ ଗୁରୁବାର ସମଗ୍ର ରାଜ୍ୟରେ ଭୋଟ ଗଣତି ହେଉଛି। ଏନେଇ ସମସ୍ତ ଷ୍ଟ୍ରଙ୍ଗ୍‌ରୁମ ପାଖରେ ସାଧାରଣ ଲୋକଙ୍କଠାରୁ ଆରମ୍ଭ...

Play 250+ Trending Games
Archives

Model This Week

Why Dharitri