ସାମାଜିକ ଦୂରତା ରଖି ପରିବା କିଣିଲେ

ସମ୍ବଲପୁର,୨୬।୩(ବ୍ୟୁରୋ)-କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ନେଇ ସମ୍ବଲପୁର ମହାନଗର ନିଗମ ଓ ପୋଲିସ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଗୁରୁବାର ସକାଳେ ପନିପରିବା ବଜାରରେ ସାମାଜିକ ଦୂରତା ଅବଲମ୍ବନ କରିବାକୁ ଲୋକଙ୍କୁ ପୋଲିସ ସଚେତନ କରିଛି। ସାମାଜିକ ଦୂରତା ବଜାୟ ରଖିବା ପାଇଁ ଦୋକାନ ଓ ପସରା ସମ୍ମୁଖରେ ଗୋଲ ଚିହ୍ନ ଦେଇ ଗ୍ରାହକଙ୍କୁ ଛିଡା ହେବାକୁ କୁହାଯାଇଥିଲା। ଗ୍ରାହକମାନେ ମଧ୍ୟ ଦୂରରେ ଛିଡା ହୋଇ କିରାନା ସାମଗ୍ରୀ ଓ ପନିପରିବା କିଣୁଥିବା ଦେଖିବାକୁ ମିଳୁଥିଲା। ଅନ୍ୟପକ୍ଷେ ଗୋଲବଜାର, ବୈଦ୍ୟନାଥ ଛକ, କମଳିବଜାର, ଅଇଁଠାପାଲି, ଧନୁପାଲି, ଗୋବିନ୍ଦତୋଲା, ଫାୟାରଷ୍ଟେଶନ ଆଦି ବିଭିନ୍ନ ସ୍ଥାନରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଦୀପକ ହେଲେ ଦିଗପହଣ୍ଡି ନଗର କଂଗ୍ରେସ ସଭାପତି, ଛୁଟିଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ନଂ ୱାର୍ଡର କାଉନସିଲର ଦୀପକ କୁମାର ମିଶ୍ରଙ୍କୁ ନଗର କଂଗ୍ରେସ କମିଟିର ସଭାପତି ରୂପେ ନିଯୁକ୍ତ କରାଯାଇଛି।…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ଓଡ଼ିଶାର ଏହି ଜିଲାରେ ମିଳିଲା ଦେଢ଼ ଟନ୍ ସୁନା; ବିଧାନସଭାରେ ସୂଚନା ଦେଲେ ଖଣି ମନ୍ତ୍ରୀ

ଭୁବନେଶ୍ୱର,୧୯।୨: ଓଡ଼ିଶା ପାଇଁ ଖୁସି ଖବର। ବିଶ୍ୱରେ ସୁନା ଦର ଆକାଶଛୁଆଁ ହେଉଥିବା ବେଳେ ମୟୂରଭଞ୍ଜ ଜିଲାରେ ବିପୁଳ ପରିମାଣର ସୁନା ଗଚ୍ଛିତ ଥିବା ନେଇ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri