ସାମାଜିକ ଦୂରତ୍ୱ ରକ୍ଷା କରୁନାହାନ୍ତି ଲୋକେ: ବ୍ୟାଙ୍କ ସମ୍ମୁଖରେ ଭିଡ଼

ବରଗଡ଼ ଅଫିସ,୧୫ା୪: ମହାମାରୀ କରୋନା ଭୂତାଣୁ ପ୍ରତିହତ ପାଇଁ ସରକାର ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେଇଛନ୍ତି। ଏଥିପାଇଁ ଲକ୍‌ଡାଉନ୍‌ କଟକଣା ଲାଗୁ କରାଯାଇଛି। ମାତ୍ର ବାରମ୍ବାର ସଚେତନ କରିବା ସତ୍ତ୍ବେ ଲୋକେ ସେଥିପ୍ରତି ସଚେତନ ନ ଥିବା ଦେଖିବାକୁ ମିଳିଛି। ଅନ୍ୟପକ୍ଷରେ ପୋଲିସ, ପ୍ରଶାସନ ମଧ୍ୟ ଅସହାୟ ହୋଇ ପଡୁଥିବା ପରିଲକ୍ଷିତ ହେଉଛି। ସହର ମଧ୍ୟରେ ଭିଡ଼ କମାଇବା ପାଇଁ ବିଭିନ୍ନ ଛକ ସ୍ଥାନରେ ପୋଲିସ ମୁତୟନ କରାଯାଇଛି। ମାତ୍ର ବଜାର ବ୍ୟାଙ୍କଗୁଡିକରେ ଅସମ୍ଭାଳ ଭିଡ଼ ହେଉଥିବା ସତ୍ତ୍ବେ ପୋଲିସ, ପ୍ରଶାସନ ତାକୁ ନିୟନ୍ତ୍ରଣ କରି ନ ପାରିବା ଘଟଣାରୁ ଲକ୍‌ଡାଉନ୍‌ ତଥା ସାମାଜିକ ଦୂରତ୍ୱ କଟକଣା ଉପରେ ପୋଲିସ, ପ୍ରଶାସନର ଦକ୍ଷତା ଏବଂ ଆନ୍ତରିକତା ପଦାରେ ପଡ଼ିଛି। ବୁଧବାର ଜିଲା ହେଡ୍‌କ୍ବାର୍ଟର ବରଗଡ଼ ସହର ମଧ୍ୟରେ ଏଭଳି ସ୍ଥିତି ଦେଖିବାକୁ ମିଳିଛି। ପ୍ରଧାନମନ୍ତ୍ରୀ ଜନଧନ ଯୋଜନାରେ ଆକାଉଣ୍ଟ ଖୋଲିଥିବା ମହିଳାଙ୍କ ଆକାଉଣ୍ଟରେ କରୋନା ବିପର୍ଯ୍ୟୟ ପାଇଁ ୫୦୦ ଟଙ୍କା ଲେଖାଏ ସହାୟତା ରାଶି ଜମା ହୋଇଛି। ତାହା ଉଠାଇବା ପାଇଁ ବରଗଡ଼ ତଥା ଆଖପାଖ ଅଞ୍ଚଳର ମହିଳାମାନେ ସ୍ଥାନୀୟ ଆନ୍ଧ୍ରବ୍ୟାଙ୍କ ସମେତ ବିଭିନ୍ନ ବ୍ୟାଙ୍କ ଆଗରେ ଧାଡ଼ି ବାନ୍ଧି ରହିଛନ୍ତି। ସେଠାରେ ଛାଇ ବ୍ୟବସ୍ଥା ହୋଇ ନ ଥିବାବେଳେ ମହିଳାମାନେ ପାଖାପାଖି ଧାଡ଼ିରେ ଛିଡ଼ା ହୋଇଥିବା ଦେଖିବାକୁ ମିଳିଛି। ତେବେ କେବଳ ଏହି ବ୍ୟାଙ୍କ ନୁହେଁ, ଜିଲାର ଅଧିକାଂଶ ବ୍ୟାଙ୍କ, ପରିବା ବଜାରରେ ସାମାଜିକ ଦୂରତ୍ୱକୁ ଉଲ୍ଲଂଘନ କରାଯାଉଛି। ଏଥିରୁ ଜିଲାରେ ଲକ୍‌ଡାଉନ୍‌


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri