ସାମାଜିକ ବାସନ୍ଦ ଅଭିଯୋଗ, ଜିଲାପାଳଙ୍କ ନିକଟରେ ଫେରାଦ ହେଲେ ପରିବାର

ବରଗଡ଼ ଅଫିସ,୧୬।୩: ବରଗଡ଼ ଜିଲା କାଶିପାଲି ଗ୍ରାମର ୪ ପରିବାରଙ୍କୁ ସାମାଜିକ ବାସନ୍ଦ କରାଯାଇଥିବା ଅଭିଯୋଗ ହୋଇଛି। ଏକ ଦୋକାନ ନିର୍ମାଣକୁ କେନ୍ଦ୍ର କରି ଆକ୍ରୋଶମୂଳକ ଭାବେ ସେମାନଙ୍କ ବିରୋଧରେ ଏଭଳି କରାଯାଇଛି ବୋଲି ଉକ୍ତ ୪ ପରିବାରର ଲୋକେ ଅଭିଯୋଗ ଆଣିଛନ୍ତି। ଏ ନେଇ ପୀଡ଼ିତ ପରିବାର ସୋମବାର ବରଗଡ଼ ଜିଲାପାଳଙ୍କଠାରେ ଫେରାଦ ହୋଇଛନ୍ତି। ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କ ଅନୁପସ୍ଥିତିରେ ଜିଲାପାଳଙ୍କ କାର୍ଯ୍ୟାଳୟ ଡାକ ସେକ୍ସନରେ ସେମାନେ ଅଭିଯୋଗପତ୍ର ପ୍ରଦାନ କରିଛନ୍ତି। ଉକ୍ତ ଗ୍ରାମର ଭୈରୁଧର ବଳଛୋର, ସନ୍ତୋଷ ବଳଛୋର, ସ୍ବର୍ଗତ ବିଷ୍ଣୁ ବଳଛୋର ଏବଂ ଈଶ୍ୱର ବଳଛୋରଙ୍କ ପରିବାର ପିଲାଛୁଆ ଧରି ଜିଲାପାଳ ଅଫିସ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ପାଇଁ ବଧୂ ହତ୍ୟା: ଜେଲଗଲେ ଶାଶୁ, ଶ୍ୱଶୁର, ନଣନ୍ଦ

ବ୍ରହ୍ମପୁର ଅଫିସ,୧୧।୭: ବ୍ରହ୍ମପୁର ସଦର ଥାନା ପୋଲିସ ରବିବାର ଏକ ଯୌତୁକ ଜନିତ ହତ୍ୟା ମାମଲାରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ...

ରବିଧାନର ଟାର୍ଗେଟ ହ୍ରାସ ନେଇ ତାତିଲେ ଚାଷୀ: ଜିଲା ଯୋଗାଣ ଅଧିକାରୀଙ୍କୁ ଫେରାଦ

ବଲାଙ୍ଗୀର ଅଫିସ, ୨ା୬: ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ଲୁହୁରାମୁଣ୍ଡା ପଞ୍ଚାୟତର ଲୁହୁରାମୁଣ୍ଡା ଓ ସାନଫାସଡର ଚାଷୀମାନେ ରବିଧାନର ଟାର୍ଗେଟ ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ ପ୍ରକାଶ...

ପାଟଣାଗଡ଼ରେ କେଭି ପଛରେ

ପାଟଣାଗଡ଼,୨୩।୫: ପାଟଣାଗଡ଼ ବିଧାନସଭା ଆସନରେ ଭାଜପା ପ୍ରାର୍ଥୀ କନକ ବର୍ଦ୍ଧନ ସିଂଦେଓ ପଛରେ ଚାଲିଛନ୍ତି। ବିଜେଡି ପ୍ରାର୍ଥୀଙ୍କଠାରୁ କେଭି ୨୦୬୬ ଭୋଟରେ ପଛୁଆ ଅଛନ୍ତି।

ପେଟ୍ରୋଲ ପମ୍ପ୍‌ରୁ ୨୦ ଲକ୍ଷ ଲୁଟ୍‌

କେନ୍ଦୁଝର,୨୧ା୩(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ପଦ୍ମପୁର ଅନ୍ତର୍ଗତ ଏକ ପେଟ୍ରୋଲ ପମ୍ପ ମ୍ୟାନେଜରଙ୍କୁ ବନ୍ଧୁକ ଦେଖାଇ ସୋମବାର ୨୦ ଲକ୍ଷ ଲୁଟି ନେଇଛନ୍ତି ଦୁର୍ବୃତ୍ତ। ତେଲ...

ବାମଗୋଡ, ପେଟ ଓ କାନ୍ଧରେ ବାଜିଥିଲା ୪ ଗୁଳି

ବାଲେଶ୍ୱର ଅଫିସ/ସିମୁଳିଆ,୨୪।୭: ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଗ୍ୟାଙ୍ଗଷ୍ଟର ସେକ୍‌ ହାଇଦର ନିହତ ହୋଇଛନ୍ତି। ଶନିବାର ଅପରାହ୍ନ ପ୍ରାୟ ୩ଟା ୨୦। ଚୌଦ୍ୱାର ଜେଲ୍‌ରୁ ସେକ୍‌ ହାଇଦରଙ୍କୁ...

ମହିଳାଙ୍କୁ ଆୟର ପନ୍ଥା ଯୋଗାଇବା ନାଁରେ ଠକେଇ

କେନ୍ଦୁଝର, ୨ା୭(ଡି.ଏନ୍‌.ଏ.)- କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ବନାଯୋଡି ଗ୍ରାମରେ ଏକ ସ୍ବେଚ୍ଛାସେବୀ ସଂସ୍ଥା ଗତବର୍ଷ କାର୍ଯ୍ୟାଳୟ ଖୋଲି ମହିଳାମାନଙ୍କୁ ଛେଳି ଚାଷ ଓ କ୍ଷୁଦ୍ର...

କୃଷିଭିତ୍ତିକ ଗଣପର୍ବ

ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ପୁରପଲ୍ଲି ସବୁଠି ସବୁ ବର୍ଗର ଲୋକେ ଆନନ୍ଦ ଉଲ୍ଲାସରେ ଏହା ପାଳନ କରିଥାନ୍ତି। ଏହି ପର୍ବ ଆଧୁନିକ ସମାଜକୁ...

ଓଡ଼ିଶାରେ ଆନ୍ଧ୍ରପ୍ରଦେଶର ନିର୍ବାଚନ ପ୍ରଚାର

ପାତ୍ରପୁର,୧୨ା୨: ଆନ୍ଧ୍ରପ୍ରଦେଶରେ ଆସନ୍ତା ୧୩ ତାରିଖରେ ପଞ୍ଚାୟତ ନିର୍ବାଚନ ହେବାକୁ ଥିବା ବେଳେ ଗୁରୁବାର ଥିଲା ପ୍ରଚାରର ଶେଷ ଦିନ। ଗଞ୍ଜାମ ଜିଲା ପାତ୍ରପୁର ବ୍ଲକର...

Advertisement
Archives

Model This Week