ସାମାନ୍ୟ ବର୍ଷାରେ ଗାଁ ରାସ୍ତା ବେହାଲ: ବର୍ଷାଋତୁ ଆସିବା ପୂର୍ବରୁ ମରାମତି ଲାଗି ଦାବି

ହିିଞ୍ଜିଳିକାଟୁ,୧।୬(ଡି.ଏନ୍‌.ଏ): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ରାଳବ ଗ୍ରାମର ସୁନାରୀ ସାହିରେ ସୋମବାର ମଧ୍ୟାହ୍ନରେ ହୋଇଥିବା ସମାନ୍ୟ ବର୍ଷାରେ ଗାଁ ରାସ୍ତା ବେହାଲ ହୋଇ ଯାଇଛି। ଏହାର ପ୍ରଭାବରେ ଡ୍ରେନପାଣି ନିଷ୍କାସନ ହୋଇ ନ ପାରି ଦୀର୍ଘ ସମୟ ରାସ୍ତା ଉପରେ ବର୍ଷା ଜଳ ଜମି ରହିଥିଲା। ସରକାରଙ୍କ ଲକ୍ଷାଧିକ ଟଙ୍କା ପଞ୍ଚାୟତ ରାସ୍ତା ନିର୍ମାଣ ପାଇଁ ଖର୍ଚ୍ଚ ହେଉଥିବା ବେଳେ ଦୀର୍ଘ ବର୍ଷ ଧରି ଏହି ସାହିକୁ ଯାଇଥିବା ରାସ୍ତା ଓ ଡ୍ରେନର ପୂର୍ଣ୍ଣର ନିର୍ମାଣ ଓ ମରାମତି କରାଯାଉ ନ ଥିବାରୁ ଏପରି ଅବସ୍ଥା ଘଟୁଛି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ବର୍ଷାଋତୁ ଆସିବା ପୂର୍ବରୁ ଏହାର ମରାମତି ଲାଗି ସେମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋକତୁଙ୍ଗା ଡମସାହିରେ ବ୍ୟାପୁଛି ଝାଡ଼ାବାନ୍ତି: ୨୨ ଗୁରୁତର; ଚିକିତ୍ସାଳୟରେ ଭର୍ତ୍ତି

ବନ୍ତଳା,୬ା୧୧(ଡି.ଏନ.ଏ.)-ଅନୁଗୋଳ ବ୍ଲକ ବନ୍ତଳା ଗୋଷ୍ଠୀ ସାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ପୋକତୁଙ୍ଗା ଡମସାହିରେ ୨ ଦିନ ହେଲା ଝାଡ଼ାବାନ୍ତି ବ୍ୟାପୁଛି। ଇତିମଧ୍ୟରେ ୨୨ ଆକ୍ରାନ୍ତଙ୍କୁ ସ୍ଥାନୀୟ ଗୋଷ୍ଠୀ...

୧୦ବର୍ଷ ପରେ ଘରକୁ ଫେରି ଆତ୍ମହତ୍ୟା

ହିଞ୍ଜଳିକାଟୁ,୩ା୭(ଡି.ଏନ୍‌.ଏ.)- ୧୦ ବର୍ଷ ତଳେ ଘରୁ କେଉଁଆଡେ ଚାଲିଯାଇଥିଲେ। ୨ଦିନ ତଳେ ହଠାତ୍‌ ଘରକୁ ଫେରି ଜାଣିଲେ ୨ମାସ ତଳେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଛି। ଏଥିରେ...

ଆମ୍ବପୁଆରେ ମଦ ଦୋକାନକୁ ବିରୋଧ

ବ୍ରହ୍ମପୁର ଅଫିସ୍‌,୨ା୧୧-ଆମ୍ବପୁଆରେ ଏକ ମଦ ଦୋକାନ ଖୋଲିବାକୁ ଅବକାରୀ ବିଭାଗ ତରଫରୁ ଅନୁମତି ଦିଆଯାଇଛି। ଏହାକୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ସହ ୩୯ ଏବଂ ୪୦ ନମ୍ବର...

ବ୍ରାଉନ୍‌ସୁଗାର ଜବତ, ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ,୭।୧୧: ବରଗଡ଼ ଟାଉନ ଥାନା ପୋଲିସ ବୁଧବାର ରାତିରେ ବ୍ରାଉନସୁଗାର କାରବାରରେ ସମ୍ପୃକ୍ତ ଥିବା ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ସ୍ଥାନୀୟ...

ଜିପ୍‌ସମ୍‌ ପରିବହନକୁ ନେଇ ବିବାଦ

ମାର୍ଶାଘାଇ,୨୫ା୬(ଡି.ଏନ୍‌.ଏ.): ପାରାଦ୍ୱୀପ ଇଫ୍‌କୋ ସାର କାରଖାନାରୁ ବାହାରୁ ଥିବା ଜିପ୍‌ସମ୍‌ର ପରିବହନକୁ ନେଇ ବିବାଦ ଦେଖା ଯାଇଛି ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା ଟ୍ରକ ମାଲିକ ସଂଘର...

ସେବା ପାଇଁ ସରଞ୍ଜାମ ଅଭାବ

ଖମାର,୯ା୯(ଡି.ଏନ.ଏ.) କରୋନା ସମୟରେ ସ୍ବାସ୍ଥ୍ୟସେବାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ମେଡିକାଲର ଭିତ୍ତିଭୂମି ସୁଦୃଢ଼ କରାଯାଉଛି। ଆବଶ୍ୟକସ୍ଥଳେ ଡାକ୍ତର ନିଯୁକ୍ତି ହେଉଛି। କିନ୍ତୁ ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ...

‘ଆମ ହସ୍‌ପିଟାଲ’ ଯୋଜନାରେ ଜିକେଭଟ୍ଟର ଡାକ୍ତରଖାନା

ଜଳେଶ୍ୱର,୭ା୧(ଡି.ଏନ.ଏ.): ବାଲେଶ୍ୱର ଜିଲାରେ ଆମ ହସ୍‌ପିଟାଲ ଯୋଜନାରେ ପ୍ରଥମ ପର୍ଯ୍ୟାୟରେ ୫ଟି ଡାକ୍ତରଖାନାକୁ ସାମିଲ କରାଯାଇଛି। ଶୁକ୍ରବାର ଜିଲାପାଳ ଜିକେ ଭଟ୍ଟର ହସ୍‌ପିଟାଲ ପରିଦର୍ଶନରେ ଆସି...

କୁମ୍ଭୀର ମୁହଁରେ ଗଲା ନାବାଳକଙ୍କ ଜୀବନ

ଚିତ୍ରକୋଣ୍ଡା,୨୮।୬(ଡି.ଏନ୍‌.ଏ.)- କୁମ୍ଭୀର ମୁହଁରେ ଗଲା ନାବାଳକଙ୍କ ଜୀବନ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ଚିତ୍ରକୋଣ୍ଡା ଗ୍ରାମ...

Advertisement
Archives

Model This Week