ସାମାନ୍ୟ ବଢ଼ିଲା କରୋନା ସଂକ୍ରମଣ : ଆଜି ୧୫ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜ୍ୟରେ ରବିବାର ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୦ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା୧୨ ଲକ୍ଷ ୮୮ ହଜାର ୩୭୨ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ଜିଲାରୁ ୨ ଜଣ ଥିବା ବେଳେ ଖୋର୍ଦ୍ଧାରୁ ୯, ସମ୍ବଲପୁରରୁ ୧, ସୁନ୍ଦରଗଡ଼ରୁ ୧, ଓ ଷ୍ଟେଟ୍‌ ପୁଲ୍‌ରୁ ୨ ଜଣ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଏଲ୍‌, ଗାଡ଼ି କାଗଜପତ୍ର ସମସ୍ୟା ଦୂର ପାଇଁ ପଦକ୍ଷେପ : ୧୫ଦିନରେ ଡିଏଲ୍‌ ଆବେଦନ ପାଇଁ ୩୮ ହଜାର ସ୍ଲଟ୍‌ ବୁକ

ଭୁବନେଶ୍ୱର,୧୬ା୯(ବ୍ୟୁରୋ) : ପରିବହନ ସଚିବଙ୍କ ନିର୍ଦ୍ଦେଶକ୍ରମେ ରବିବାର ଛୁଟିଦିନରେ ରାଜ୍ୟର ସମସ୍ତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ) କାର୍ଯ୍ୟ କରିଥିଲା। ଅଧିକ ଭିଡ଼ ହେଉଥିବା ଭୁବନେଶ୍ୱରର...

ଆସନ୍ତା ୪ରୁ ଚିଲିକାରେ ପକ୍ଷୀ ଗଣନା

ଭୁବନେଶ୍ୱର, ୧୮।୧୨(ବ୍ୟୁରୋ): ଆସନ୍ତା ଜାନୁଆରୀ ୪ ତାରିଖରୁ ଚିଲିକାରେ ଶୀତକାଳୀନ ପକ୍ଷୀ ଗଣନା କରାଯିବ । ଏଥିଲାଗି ବନବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ପକ୍ଷୀ...

ବାଇକ୍‌ ଆରୋହୀ ଦମ୍ପତିଙ୍କ ଉପରେ ଚଢ଼ିଗଲା କାର୍‌

ପୁରୁଷୋତ୍ତମପୁର,୨୦।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୂଖ୍ୟ ରାସ୍ତାର ଭାଟକୁମରଡା କଲେଜ ସମ୍ମୁଖରେ ରବିବାର ଏକ କାର ମୋଟର ସାଇକେଲ ଆରୋହୀଙ୍କ ଉପରେ...

କରୋନାକୁ ଜିତିଲେ ୯୩ ବର୍ଷର ବୃଦ୍ଧା !

ଇସ୍ତାନବୁଲ,୧୨।୪: ଇରାନ ପରେ ଏବେ ତୁର୍କୀକୁ କରୋନା ସଂକ୍ରମଣର ହଟ୍‌ସ୍ପଟ ବୋଲି କୁହାଯାଉଛି। ପ୍ରତି ସପ୍ତାହରେ ଏଠାରୁ କରୋନାକୁ ନେଇ ଦୁଃଖଦ ଖବର ଆସୁଥିବା ବେଳେ...

କାଳବୈଶାଖୀ ପ୍ରଭାବରେ ଭାଙ୍ଗିଲା ଗଛ, ଛିଣ୍ଡିଲା ବିଦ୍ୟୁତ୍‌ ତାର

ବରଗଡ଼ ଅଫିସ୍‌,୧୨।୩ ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ଶନିବାର ଭୋର୍‌ରୁ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। ଭୋର୍‌ ୫ଟାରୁ ଝଡ଼ବର୍ଷା ହୋଇ ପ୍ରାୟ ୪୫ ମିନିଟ୍‌...

୬ ପ୍ରକଳ୍ପ ଲାଗି ୨୬ ଲକ୍ଷ ଟଙ୍କା ପ୍ରସ୍ତାବ

ଖୋର୍ଦ୍ଧା ଅଫିସ,୧୮।୧୨: ମୁଖ୍ୟମନ୍ତ୍ରୀ କର୍ମତପତ୍ର ଅଭିଯାନ ଯୋଜନା(ମୁକ୍ତା)ରେ ବାଲୁଗଁା ବିଜ୍ଞାପିତ ଅଞ୍ଚଳ ପରିଷଦରେ ୬ଟି ପ୍ରକଳ୍ପ ନିର୍ମାଣ ପାଇଁ ୨୬ଲକ୍ଷ ଟଙ୍କା ପ୍ରସ୍ତାବ ଦିଆଯାଇଛି। ଏଥିରେ...

୪ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି!

ଭୁବନେଶ୍ୱର,୧।୭(ବ୍ୟୁରୋ): ଉତ୍ତର ଓଡ଼ିଶା ଓ ତା’ର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଆସନ୍ତା ୪ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର...

ସୁସ୍ଥ ହୋଇ କାର୍ଯ୍ୟରେ ଯୋଗଦେଲେ ୮ କରୋନା ଯୋଦ୍ଧା

ଛତ୍ରପୁର,୧୫ା୭(ଡି.ଏନ୍‌.ଏ.) : କରୋନାରୁ ସୁସ୍ଥ ହୋଇ ଗଞ୍ଜାମ ଜିଲାରେ ୮ କରୋନା ଯୋଦ୍ଧା ପୁଣି ନିଜ କାର୍ଯ୍ୟରେ ମଙ୍ଗଳବାର ଯୋଗ ଦେଇଛନ୍ତି। ଏମାନଙ୍କ ମଧ୍ୟରେ ବିଡିଓ,...

Advertisement
Archives

Model This Week