ସାମ୍ନାକୁ ଆସିଲା ମୁଲାୟମ୍‌ ସିଂହଙ୍କ ବାୟୋପିକ୍‌ର ଟିଜର

ମୁମ୍ବାଇ: ବଲିଉଡ୍‌ରେ ଏବେ ବାୟୋପିକ୍‌ର ଟ୍ରେଣ୍ଡ ଚାଲିଛି। ଖେଳାଳିଙ୍କଠାରୁ ଆରମ୍ଭ କରି ରାଜନୀତିଜ୍ଞଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ଜୀବନି ଉପରେ ପ୍ରଯୋଜକମାନେ ଏବେ ଫିଲ୍ମ ତିଆରି କରିବାକୁ ଇଛା ପ୍ରକାଶ କରୁଛନ୍ତି। ଇତିମଧ୍ୟରେ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟିର ନେତା ମୁଲାୟମ ସିଂହ ଯାଦବଙ୍କ ଜୀବନି ଉପରେ ମଧ୍ୟ ଏକ ବାୟୋପିକ ତିଆରି ହେବାକୁ ଯାଉଛି। ଶୁଭେନ୍ଦୁ ରାଜ ଘୋଷଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମର ନାଁ ରହିଛି ‘ ମେଁ ମୁଲାୟମ୍‌ ସିଂହ ଯାଦବ’। ସୋମବାର ଏହି ଫିଲ୍ମର ଅଫିସିଆଲ ଟିଜର ରିଲିଜ୍‌ ହୋଇଛି। ଏହି ଟିଜରର ଆରମ୍ଭ ଏକ ଆଖଡାର ଦୃଶ୍ୟରୁ ହୋଇଛି। କାରଣ ମୁଲାୟମ ସିଂହ ପ୍ରଥମେ ଜଣେ ରେସ୍‌ଲର ଭାବେ କ୍ୟାରିୟର ଆରମ୍ଭ କରିଥିଲେ। ଏଥିପାଇଁ ଟିଜରରେ ତାଙ୍କର ରେସ୍‌ଲର ଅବତାରକୁ ଦର୍ଶାଯାଇଛି। ଟିଜରକୁ ସୋସିଆଲ ମିଡିଆରେ ଶେୟାର କରାଯିବା ସହ କ୍ୟାପଶନ୍‌ରେ ଲେଖାଯାଇଛି, ଜଣେ କୃଷକଙ୍କ ପୁଅର ପ୍ରେରଣାଦାୟକ କାହାଣୀ, ଯିଏ ପରବର୍ତ୍ତୀ ସମୟରେ ଏକ ରାଜ୍ୟର ସବୁଠାରୁ ବଡ଼ ନେତା ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮

ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ…

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦…

ସାଧୁ ବେଶରେ ଅଭିନୟ ପଡ଼ିଲା ମହଙ୍ଗା, ପପୁ ଯାଦବଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୧।୮: ମୌସୁମୀ ଅଧିବେଶନ ୨୦୨୬ ସମୟରେ ସଂସଦରେ ରାମ ମନ୍ଦିର ଦାନ ଚୋରିକୁ ନେଇ ନାଟକ କରି ସାଂସଦ ପପୁ ଯାଦବ ଆଇନଗତ ଜାଲରେ ଫସିଯାଇଛନ୍ତି। କାରଣ…

‘ମୁଁ ଲଜ୍ଜିତ, ନିଜ ମୁହଁକୁ ଆଇନାରେ ଦେଖିପାରୁନି’ ପିଏମ ମୋଦିଙ୍କୁ ଅପଶବ୍ଦ କହିଥିବା ଯୁବତୀ ମାଗିଲେ କ୍ଷମା

ନୂଆଦିଲ୍ଲୀ,୧।୮: ଦିଲ୍ଲୀର ଜନ୍ତର-ମନ୍ତରରେ CJP ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଯୁବତୀଜଣକ ସୋସିଆଲ ମିଡିଆରେ ଭିଡିଓ ଜାରି କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri