ସାମ୍ନାକୁ ଆସିଲା ସଲମାନଙ୍କ ଭାଣିଜୀ ଅୟାତଙ୍କ ପ୍ରଥମ ଫଟୋ

ମୁମ୍ବାଇ: ଭାଇ ଉଉଣୀଙ୍କ ଭଲପାଇବାର କାହାଣୀ ଅନେକ ଥର ଶୁଣିଥିବେ ଓ ଦେଖିଥିବେ ମଧ୍ୟ। କିନ୍ତୁ ବଲିଉଡ୍‌ର ଭାଇଜାନ କୁହାଯାଉଥିବା ସଲମାନ ଖାଁ ଓ ଭଉଣୀ ଅର୍ପିତାଙ୍କ ଭଲପାଇବା ସମସ୍ତଙ୍କ ପାଇଁ ଏବେ ଏକ ଉଦାହରଣ ସୃଷ୍ଟି କରିଛି। ଭାଇ ସଲମାନଙ୍କୁ ୫୪ତମ ଜନ୍ମଦିନ ଅବସରରେ ଅର୍ପିତା ତାଙ୍କୁ ଏକ ମୂଲ୍ୟବାନ ଉପହାର ଦେଇଛନ୍ତି। ଅର୍ଥାତ୍‌ ସଲମାନ ପୁଣି ଥରେ ମାମୁଁ ହୋଇଛନ୍ତି। ସୂଚନାଯୋଗ୍ୟ, ଡିସେମ୍ବର ୨୭ରେ ଅର୍ପିତା ଏକ ଶିଶୁକନ୍ୟାଙ୍କୁ ଜନ୍ମ ଦେଇଛନ୍ତି। ସୋମବାର ସଲମାନଙ୍କ ଭାଣିଜୀ ଅୟାତଙ୍କ ପ୍ରଥମ ଫଟୋ ସାମ୍ନାକୁ ଆସିଛି। ପ୍ରଥମ ଥର ଆୟୁଷ ଝିଅର ଫଟୋ ଶେୟାର କରିଥିବା ବେଳେ ଏହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଅର୍ପିତା ଓ ଆୟୁଷ ଶର୍ମା ଦ୍ୱିତୀୟ ଥର ମା’ ଓ ବାପା ହୋଇଛନ୍ତି। ଏହା ପୂର୍ବରୁ ଦୁଇଜଣଙ୍କର ଆହିଲ ନାମକ ପୁତ୍ର ସନ୍ତାନ ରହିଛନ୍ତି। ଆହିଲ ଜନ୍ମ ହେବା ପରଠାରୁ ପ୍ରତିବର୍ଷ ସଲମାନଙ୍କ ଜନ୍ମଦିନରେ ସେ ତାଙ୍କ ସହ କେକ୍‌ କାଟିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣିଥରେ ଅଭିନୟ ଦୁନିଆକୁ ଫେରିବେ ସୋନାଲି: ଗୋଲ୍‌ଡି

ମୁମ୍ବାଇ: ବଲିଉଡ୍‌ ନାୟିକା ସୋନାଲି ବେନ୍ଦ୍ରେ ୨୦୧୮ରେ କ୍ୟାନସରରେ ପୀଡିତ ହେବା ପରଠାରୁ ଆଉ ବଡ ପରଦାରେ ନଜର ଆସି ନାହାଁନ୍ତି। ତେବେ ସେ କ୍ୟାନସରର...

କରେନା ପଜିଟିଭ୍‌ ସ୍ତ୍ରୀଙ୍କ ଏଭଳି ଅବସ୍ଥା ଦେଖି ସାରା ରାତି କାନ୍ଦିଲେ ଏହି ଅଭିନେତା

ବମ୍ବେ: ଅଭିନେତା ହିମାଂଶୁ ସୋନୀଙ୍କ ସ୍ତ୍ରୀ ଶୀତଲ ସିଂ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏବେ ସେ ସୁସ୍ଥ ଥିବା ଜଣାପଡ଼ିଛି। ହେଲେ ସଂକ୍ରମିତ ହେବା...

କ୍ୟାପ୍‌ ପିନ୍ଧିବା ଅନ୍ତରାଳେ..

ଅର୍ଜୁନ କପୁର ଗତ କିଛିମାସ ହେବ ଏକ କ୍ୟାପ୍‌ ପିନ୍ଧୁଥିଲେ। କେହି ଯଦି କେବେ ସେହି କ୍ୟାପ୍‌କୁ କାଢ଼ିବାକୁ କହୁଥିଲେ ସେ ଆଦୌ କାଢ଼ୁ ନ...

ଭାଇରାଲ ହେଉଛି ଜାହ୍ନବୀଙ୍କ ବେଲି ଡ୍ୟାନ୍ସ

ମୁମ୍ବାଇ: ବଲିଉଡ୍ ଡିଭା ତଥା ହିନ୍ଦୀ ଫିଲ୍ମର ପ୍ରଥମ ନାୟିକା ସୁପରଷ୍ଟାର କୁହାଯାଉଥିବା ଶ୍ରୀଦେବୀ ଆମ ଗହଣରେ ନାହାନ୍ତି ସତ । ହେଲେ ତଙ୍କ ଅଭିନୟ...

ଶ୍ରୀଦେବୀଙ୍କୁ ପ୍ରପୋଜ କରିଥିଲେ ବିବାହିତ ପୁରୁଷ, ଉତ୍ତର ମିଳିଥିଲା ଏମିତି

ଅଶୀ ଦଶକରୁ ପ୍ରାୟ ଏକ ଦଶନ୍ଧି ଧରି ଦର୍ଶକଙ୍କ ହୃଦୟରେ ବିଭିନ୍ନ ଚରିତ୍ରରେ ନିଖୁଣ ଅଭିନୟ କରି ଦର୍ଶକଙ୍କ ମହଲରେ ହଇଚଇ ସୃଷ୍ଟି କରିଥିବା ଏହି...

ନିଜକୁ ଐଶ୍ୱର୍ଯ୍ୟାଙ୍କ ପୁଅ ବୋଲି ଦାବିକଲେ ଯୁବକ

କିଛିଦିନ ତଳେ ଜଣେ ମହିଳା ନିଜକୁ ଅନୁରାଧା ପଡ଼ଓ୍ବାଲଙ୍କ ଝିଅ କହି ଚର୍ଚ୍ଚାକୁ ଆସିଥିବାବେଳେ ଏବେ ଜଣେ ୩୨ ବର୍ଷୀୟ ଯୁବକ ନିଜକୁ ଐଶ୍ୱର୍ଯ୍ୟା ରାୟବଚ୍ଚନଙ୍କ...

ପୂର୍ବ ପ୍ରେମିକାଙ୍କ ସହ ଫାର୍ମହାଉସ୍‌ରେ ନୂତନ ବର୍ଷକୁ ସ୍ବାଗତ କଲେ ସଲ୍‌ମାନ

ବମ୍ବେ: ଏକଦା ସଙ୍ଗୀତା ବିଜଲାନୀଙ୍କ ସହ ପ୍ରେମ ସମ୍ପର୍କରେ ବାନ୍ଧି ହୋଇଥିଲେ ଦବଙ୍ଗ ଖାନ୍‌। ହେଲେ ଏହା ବେଶି ଦିନ ତିଷ୍ଠି ନ ଥିଲା। ଏଣୁ...

ଅଜୟ ଦେବଗନଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ବଲିଉଡ ଇଣ୍ଡଷ୍ଟ୍ରିର ‘ସିଂଘମ’ କୁହାଯାଉଥିବା ଅଭିନେତା ଅଜୟ ଦେବଗନ ଅନେକ ସୁପରହିଟ୍‌ ଫିଲ୍ମ ଦେଇଛନ୍ତି। ପ୍ରଶଂସକମାନେ ତାଙ୍କ ଫିଲ୍ମ ଦେଖିବାକୁ ଉତ୍ସାହର ସହିତ ଅପେକ୍ଷା କରନ୍ତି।...

Advertisement
Archives

Model This Week