Posted inଜାତୀୟ

ସାମ୍ନାକୁ ଆସିଲେ ବାଘକୁ ମାରିଦିଅ: ମୋଦି କହିଲେ ମୋର ସଂସ୍କାର ଏମିତି ନୁହେଁ

ନୂଆଦିଲ୍ଲୀ,୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପବ୍ଲିସିଟି କ୍ଷେତ୍ରରେ ଟିକେ ଆଗରେ ବୋଲି କୁହାଯାଏ। ତେବେ ନିକଟରେ ସେ ଡିସ୍‌କଭରି ଚ୍ୟାନେଲରେ ପ୍ରସାରିତ ମ୍ୟାନ ଭର୍ସେସ୍‌ ଓ୍ବାଇଲ୍ଡର ଏକ ସ୍ପେଶାଲ ଏପିସୋଡରେ ମୋଦିଙ୍କୁ ଦେଖିବାକୁ ମିଳିବ। ଆସନ୍ତା ୧୨ ତାରିଖରେ ଏହା ପ୍ରସାରଣ ହେବାକୁ ଥିବା ବେଳେ ଏବେ ଏକ ଘରୋଇ ନ୍ୟୁଜ ଚ୍ୟାନେଲରେ ଏହାର ପ୍ରମୋ ଦେଖିବାକୁ ମିଳିଛି। ଏହି କାର୍ଯ୍ୟକ୍ରମର ଉପସ୍ଥାପକ ବିଅର ଗ୍ରିଲ୍ସଙ୍କୁ ମୋଦିଙ୍କ ସହ ଜଙ୍ଗଲରେ ବୁଲୁଥିବା ଦେଖିବାକୁ ମିଳିଛି। ଏହା ଉତ୍ତର ଭାରତରେ ଥିବା ହିମାଳୟ ପାହାଡ ଓ ଜଙ୍ଗଲ ଅଞ୍ଚଳରେ ଶୁଟିଂ କରାଯାଇଛି। ଜଙ୍ଗଲରେ ବାଘ, ସିଂହ, ହାତୀ, କୁମ୍ଭିର, ସାପ ବହୁ ପରିମାଣରେ ଦେଖାଯାଇଥାଆନ୍ତି। ତେବେ ମୋଦିଙ୍କର ଏହି ଆଡଭେନଚର ଜର୍ନିକୁ ଦେଖିବାକୁ ବିଶ୍ୱର ପ୍ରାୟ ସବୁଦେଶର ଲୋକେ ଅପେକ୍ଷା ରଖିଛନ୍ତି। ହେଲେ ଏବେ ଯେଉଁ ପ୍ରମୋଟି ସାମ୍ନାକୁ ଆସିଛି ସେଥିରେ ବିଅର ମୋଦିଙ୍କୁ କହିଛନ୍ତି ଆପଣତ ଯୁବା ବୟସରୁ ପ୍ରକୃତି ସହ ଜଡିତ। ହେଲେ ଏହି ଜଙ୍ଗଲରେ ଯଦି କେହି ହିଂସ୍ର ଜୀବ ସାମ୍ନାକୁ ଆସି ଯାଆନ୍ତି ତେବେ ତାଙ୍କୁ ତୁରନ୍ତ ମାରିଦେବେ। କିନ୍ତୁ ମୋଦି ଏହାର ଉତ୍ତରରେ କହିଛନ୍ତି, ‘ମୋର ସଂସ୍କାର ଏହା କହିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…

ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...

ମଣ୍ଡିରେ ପଡ଼ିଛି ଧାନ: ଚାଲିଛି ନେତାଙ୍କ ଟଣା ଓଟରା

ଭୁବନେଶ୍ୱର,୨୨।୧୨: ମଣ୍ଡିରେ ଚାଷୀଙ୍କ ଧାନ କିଣା ସମସ୍ୟା ନେଇ ପ୍ରତିକ୍ରିୟା ରଖିଲା ବିଜେଡି। ସମବାୟ ମନ୍ତ୍ରୀଙ୍କୁ ବିଜେଡି ବରିଷ୍ଠ ଉପ ସଭାପତି ସଞ୍ଜୟ ଦାସବର୍ମା ଟାର୍ଗେଟ...

ଆଜି ଜାତୀୟ ଗଣିତ ଦିବସ: ଅଧିକ ଗବେଷଣା ପ୍ରତି ଆଗ୍ରହ ଆବଶ୍ୟକ

ଗଣିତର ବିକାଶ ବିନା କୌଣସି ସଭ୍ୟତାର ବିକାଶ ସମ୍ଭବ ନୁହେଁ। ଆଜକୁ ୪୦୦୦ ବର୍ଷ ପୂର୍ବେ ଭାରତର ଉତ୍ତର-ପଶ୍ଚିମାଞ୍ଚଳରେ ଗଢ଼ିଉଠିଥିବା ସିନ୍ଧୁ ସଭ୍ୟତାର ଭଗ୍ନାବଶେଷରୁ ସେମାନଙ୍କର...

ପୁଅ IPLରେ ଚୟନ ହେବା ପରେ ଖୁସି ହେଲେ ପପୁ, ଦହି-ପୋଡି କରି ଗାଁ ଲୋକଙ୍କୁ…

ନୂଆଦିଲ୍ଲୀ,୨୨।୧୨: ପୂର୍ଣ୍ଣିଆର ସ୍ୱାଧୀନ ସାଂସଦ ପପ୍ପୁ ଯାଦବ ତାଙ୍କ ପୁଅ ସାର୍ଥକ ରଞ୍ଜନଙ୍କ IPL ଦଳରେ ଚୟନ ହେବା ପରେ ଖୁସି ହୋଇ ଭୋଜି ଦେଇଥିଲେ...

ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୨୨।୧୨: ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ଆସିଲା ବଡ଼ ଖବର। କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗରେ ଭାଜପା ଜିଲା...

ଦାରିଙ୍ଗବାଡିରେ ନୂଆ ଇନ୍ସପେକ୍ଟର: ଅଞ୍ଚଳରେ ପୂର୍ବରୁ ରହିଛି ଅଭିଜ୍ଞତା

ଦାରିଙ୍ଗବାଡି,୨୨।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ଯୋଗଦାନ କରିଛନ୍ତି। ସେ ଏବେ ଅତିରିକ୍ତ ଥାନା ଅଧିକାରୀ...

ମୁଁ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଥିଲି…ଅବସର କଥା କହି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୧୨: ଭାରତୀୟ କ୍ରିକେଟର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରୁ ଜଣେ ରୋହିତ ଶର୍ମା ତାଙ୍କ କ୍ୟାରିୟର ବିଷୟରେ ଏକ ଖୁଲାସା କରିଛନ୍ତି। ଏହା ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ...

ପୁଣି ଶ୍ରୀମନ୍ଦିର ଫଟୋ ଭାଇରାଲ୍‌: ଜଗନ୍ନାଥପ୍ରେମୀ ଅସନ୍ତୋଷ

ପୁରୀ,୨୨ା୧୨(ଅଜିତ୍‌ କୁମାର ମହାନ୍ତି): ପୁଣିଥରେ ଶ୍ରୀମନ୍ଦିର ଫଟୋ ଭାଇରାଲ୍‌ ହୋଇଛି। ଡ୍ରୋନ୍‌ ସହାୟତାରେ ଶ୍ରୀମନ୍ଦିରର ଫଟୋ ଭାଇରାଲ୍‌ ହୋଇଛି। ଫେସ୍‌ବୁକରେ ଏକ୍ସପ୍ଲୋର ଇଣ୍ଡିଆ ନାମକ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri