ସାମ୍ନାକୁ ଆସୁଛି ଦୈନିକ ୧୮ ନିୟୁତ ମାଲ୍‌ଓ୍ବେର

ନୂଆଦିଲ୍ଲୀ,୩୦ ।୪: ଗତ କିଛି ସପ୍ତାହ ମଧ୍ୟରେ ଦୈନିକ ୧୮ ନିୟୁତ ମାଲ୍‌ଓ୍ବେର ସାମ୍ନାକୁ ଆସୁଥିବା ଜଣାପଡ଼ିିଛି। କୋଭିଡ୍‌-୧୯ ଆଳରେ ସାଇବର ଅପରାଧୀମାନେ ଲୋକଙ୍କୁ ଠକିବାକୁ ଏଭଳି ଷଡ଼ଯନ୍ତ୍ର କରୁଥିବା ପ୍ରମୁଖ ଟେକ୍ନୋଲୋଜି କମ୍ପାନୀ ଗୁଗଲ ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି। କୋଭିଡ୍‌-୧୯ ସମ୍ପର୍କିତ ସିକ୍ୟୁରିଟି ସମ୍ପର୍କରେ ଲୋକଙ୍କୁ ଅବଗତ କରାଇବା ଲାଗି ଗୁଗଲ ପକ୍ଷରୁ ଏକ ନୂଆ ଓ୍ବେବ୍‌ସାଇଟ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବର୍ତ୍ତମାନ ଉକ୍ତ ଓ୍ବେବ୍‌ସାଇଟ ଇଂଲିଶ ଏବଂ ହିନ୍ଦୀରେ ଉପଲବ୍ଧ ରହିଛି। ଏହାକୁ ଅନ୍ୟ ଆଞ୍ଚଳିକ ଭାଷାରେ ଶୀଘ୍ର ଉପଲବ୍ଧ କରାଯିବ ବୋଲି ଗୁଗଲ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?