ସାମ୍ବାଦିକ ରାମହରି ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର,୨୬।୫(ବ୍ୟୁରୋ)- ବରିଷ୍ଠ ତଥା ଜଣାଶୁଣା ସାମ୍ବାଦିକ ରାମହରି ମିଶ୍ରଙ୍କ ଶନିବାର ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ କ୍ଲିନିକରେ ସେ ଇହଧାମ ତ୍ୟାଗ କରିଛନ୍ତି। ତାଙ୍କୁ ୮୫ବର୍ଷ ବୟସ ହୋଇଥିଲା। ବାର୍ଦ୍ଧକ୍ୟଜନିତ ରୋଗରେ ସେ ପୀଡ଼ିତ ଥିଲେ। ଏକ ଗଣମାଧ୍ୟମ ଏଜେନ୍ସି ସହ କାମ କରୁଥିବା ମିଶ୍ର ପୂର୍ବରୁ ଆନନ୍ଦ ବଜାର ପତ୍ରିକା, ନ୍ୟାଶନାଲ ହେରାଲ୍ଡ ଭଳି ପ୍ରମୁଖ ଖବରକାଗଜ ଓ ଓଡ଼ିଆ ଖବରକାଗଜ କଳିଙ୍ଗ ସହ ଜଡ଼ିତ ଥିଲେ। ଦେଶର ଜରୁରିକାଳୀନ ସ୍ଥିତି ସମୟରେ ସେ ଗଣମାଧ୍ୟମର ସ୍ବାଧୀନତା ପାଇଁ କାମ କରୁଥିଲେ। ଗତବର୍ଷ ତାଙ୍କ ସ୍ତ୍ରୀଙ୍କ ଦେହାନ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ନୂଆ ଲୁକ୍‌ରେ ବିଦ୍ୟାଶ୍ରୀ: ବିବାହକୁ ନେଇ କହିଲେ…

ଭୁବନେଶ୍ୱର,୨।୧: ବିହାହକୁ ନେଇ ମୁହଁ ଖୋଲିଲେ ବିଦ୍ୟାଶ୍ରୀ। ମାନବ ପ୍ରେମୀ ଆଦିତ୍ୟ ଦାଶଙ୍କ ସ୍ତ୍ରୀ ବିଦ୍ୟାଶ୍ରୀ। ଯାହାଙ୍କ ଉପରେ ଦିନେ ଲାଗିଥିଲା ଆଦିତ୍ୟଙ୍କ ମୃତ୍ୟୁର ଆରୋପ।...

ହାଇ ରିଟର୍ଣ୍ଣ ଲୋଭ ଦେଖାଇ କୋଟି କୋଟି ଟଙ୍କା ଠକେଇ: ଅଭିଯୁକ୍ତଙ୍କୁ ବାନ୍ଧିଲା EOW

ଭୁବନେଶ୍ୱର,୨।୧: ଗ୍ରାହକଙ୍କୁ ହାଇ ରିଟର୍ଣ୍ଣର ଲୋଭ ଦେଖାଇ ଟଙ୍କା ଠକେଇ କରିଥିବା ଅଭିଯୋଗରେ EOW ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ...

ଖଣ୍ଡଗିରି ମାଘ ମେଳା ନେଇ ମେୟରଙ୍କ ସୂଚନା, ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ…

ଭୁବନେଶ୍ବର, ୨/୧:  ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ । ଖଣ୍ଡଗିରି ମାଘ...

ଗ୍ରୀନ ଷ୍ଟିକର ନେଇ ପରିବହନ ବିଭାଗର ବଡ଼ ଘୋଷଣା, ସବୁ RTOରେ ଖୋଲିବ….

ଭୁବନେଶ୍ବର, ୨/୧:  ଆସନ୍ତା ୧୦ ତାରିଖରୁ ମିଳିବ ଗ୍ରୀନ ଷ୍ଟିକର । ପଲ୍ୟୁସନ କରିଥିବା ଗାଡିରେ ଲଗାଇପାରିବେ ଲୋକେ । ଏନେଇ ପରିବହନ ବିଭାଗ ପକ୍ଷରୁ...

ଆସନ୍ତାକାଲି ଦେଖିବାକୁ ମିଳିବ ସୁପରମୁନ୍‌, ତା’ ପରେ ଆଉ କେବେ ଜାଣନ୍ତୁ…

ଭୁବନେଶ୍ୱର,୨ା୧: ଆସନ୍ତାକାଲି ଅର୍ଥାତ୍‌ ଶନିବାର ଆକାଶରେ ଦେଖିବାକୁ ମିଳିବ ମହାଜାଗତିକ ଦୃଶ୍ୟ। ବର୍ଷର ପ୍ରଥମ ‘ସୁପରମୁନ’ ଦେଖିବାକୁ ମିଳିବ। ପୌଷ ପୂର୍ଣ୍ଣିମା ତିଥିରେ ପ୍ରଥମ ‘ସୁପରମୁନ’...

ଲୋକସେବା ଭବନରେ ରିଲ୍ସ ନେଇ ଆସିବ ଗାଇଡ୍‌ଲାଇନ୍‌, ମନ୍ତ୍ରୀ କହିଲେ ସତ ଜଣାପଡ଼ିଲେ…

ଭୁବନେଶ୍ୱର,୨ା୧: ଲୋକସେବା ଭବନରେ ରିଲ୍ସ କରିବାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଲୋକସେବା ଭବନରେ ରିଲ୍ସ ପାଇଁ...

ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା: ଏଥର ଓଏଏସ୍, ଓଏଫ୍‌ସ୍ଏସ୍, ଓଆରଏସ ପଦବି ନାହିଁ

ଭୁବନେଶ୍ବର,୨।୧: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା-୨୦୨୫ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ଓଏଏସ୍ (OAS), ଓଏଫ୍‌ଏସ୍ (OFS) ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri