Posted inରାଜ୍ୟ

ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ ପାଇଁ ରାଜ୍ୟପାଳଙ୍କୁ ସ୍ମାରକପତ୍ର

ଭୁବନେଶ୍ୱର, ୨୩।୭(ବ୍ୟୁରୋ): ରାଜ୍ୟରେ କାର୍ଯ୍ୟରତ ଖବରଦାତାମାନଙ୍କୁ ବାରମ୍ବାର ଆକ୍ରମଣ ଓ ଦୁର୍ବ୍ୟବହାର କରାଯାଉଛି। ଏ ନେଇ ଦୃଢ ସୁରକ୍ଷା ଆଇନ ପ୍ରଣୟନ ନିମନ୍ତେ ସୋମବାର କଳିଙ୍ଗ ସାମ୍ବାଦିକ ସଂଘ ପକ୍ଷରୁ ରାଜ୍ୟପାଳ ଗଣେଶୀ ଲାଲ୍‌ଙ୍କୁ ଏକ ସ୍ମାରକପତ୍ର ଦିଆଯାଇଛି। ଖବରଦାତାଙ୍କ ସୁରକ୍ଷା ଲାଗି ସ୍ବତନ୍ତ୍ର ଆଇନ ପ୍ରଣୟନ ଲାଗି ଅନୁରୋଧ କରାଯାଇଛି। ରାଜ୍ୟପାଳ ଏହା ଉପରେ ତୁରନ୍ତ ହସ୍ତକ୍ଷେପ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ସେହିପରି କାର୍ଯ୍ୟରତ ଖବରଦାତାଙ୍କୁ ମାଡ଼ ମାରିଥିବା କେନ୍ଦ୍ରାପଡ଼ା ଏସ୍‌ପିଙ୍କୁ ନିଲମ୍ବନ କରାଯିବାକୁ ରାଜ୍ୟପାଳଙ୍କ ନିକଟରେ ସଂଘ ଦାବି କରିଛି। ଏହି ଅବସରରେ କଳିଙ୍ଗ ସାମ୍ବାଦିକ ସଂଘର ରାଜ୍ୟ ସଭାପତି ଲିଙ୍ଗରାଜ ରାଉତ, ଉପସଭାପତି ନିରଞ୍ଜନ ରେଡ୍ଡୀ, ସ୍ମରଜିତ୍‌ ଆର୍ଯ୍ୟଙ୍କ ନେତୃତ୍ୱରେ ରାଜ୍ୟ ଆବାହକ ସୁକାନ୍ତ ରାଉତ, ସମ୍ପାଦକ ବିଦ୍ୟାଧର ବାରିକ, କୋଷାଧ୍ୟକ୍ଷ ଗୌରୀ ପ୍ରସାଦ ମହାନ୍ତି, ଭୁବନେଶ୍ୱର ଜିଲା ସଭାପତି ମନୋରଞ୍ଜନ ମିଶ୍ର, ସମ୍ପାଦକ ସୌଭାଗ୍ୟ ରଞ୍ଜନ ମହାନ୍ତିି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୋନମ ୱାଙ୍ଗଚୁକଙ୍କୁ ଏହି ଆଶ୍ୱାସନା ଦେଲେ ମୋଦି ସରକାର, ଅନଶନ ଭାଙ୍ଗି ୨୬ ଦିନ ପରେ ଖାଦ୍ୟ ଖାଇ ଏମିତି କହିଲେ…

ନୂଆଦିଲ୍ଲୀ,୨୪।୭: ପ୍ରସିଦ୍ଧ ଶିକ୍ଷାବିତ୍‌ ଏବଂ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ୨୬ ଦିନ ପରେ ନିଜର ଅନଶନ ପ୍ରତ୍ୟାହାର କରିଛନ୍ତି। ସେ କହିଛନ୍ତି ଯେ ଭୋକ ହରତାଳ…

ଏହି ସର୍ତ୍ତରେ ଅନଶନ ଭାଙ୍ଗିଲେ ସୋନମ ୱାଙ୍ଗଚୁକ: ମାନିବାକୁ ସରକାର ଦେଲେ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୨୪।୭: ପରିବେଶବିତ୍‌ ସୋନମ ୱାଙ୍ଗଚୁକ ଜନ୍ତର ମନ୍ତରରେ ଅନଶନ ମାଧ୍ୟମରେ ଶିକ୍ଷା ବ୍ୟବସ୍ଥା ସଂସ୍କାର ପାଇଁ ଏକ ଅଭିଯାନ ଆରମ୍ଭ କରିଥିଲେ। ସେ ୨୩ ଜୁଲାଇରେ ତାଙ୍କର…

ଗଣତନ୍ତ୍ର ବିରୋଧୀ ଭାବନା

ବିଂଶ ଶତାବ୍ଦୀର ରାଜନୈତିକ ବିପର୍ଯ୍ୟୟଗୁଡ଼ିକରୁ ମିଳିଥିବା ଏକ ପ୍ରମୁଖ ଶିକ୍ଷା ଆପାତତଃ ବିରୋଧାଭାସପୂର୍ଣ୍ଣ ମନେହୁଏ। ତାହା ହେଉଛି, ଯେଉଁମାନେ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ଚତୁରତାର ସହ ବ୍ୟବହାର କରି…

ଏହି ପ୍ରସଙ୍ଗରେ ଜବାବ ରଖିଲେ ନବୀନ-ପାଣ୍ଡିଆନ୍‌: ରାଜନୈତିକ ଉଦ୍ଦେଶ୍ୟ…

ଭୁବନେଶ୍ୱର,୨୪।୭(ତ୍ରିନାଥ ମହାନ୍ତି):ତତ୍କାଳୀନ ୫ଟି ସଚିବ ଥିବା ଭିକେ ପାଣ୍ଡିଆନଙ୍କ ହେଲିକପ୍ଟରରେ ବୁଲିବା ଖର୍ଚ୍ଚ ମାମଲାରେ କୋର୍ଟରେ ଜବାବ ରଖିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ପାଣ୍ଡିଆନ।…

ପୂର୍ବତନ ଆଇଏଏସ୍‌ ଅଫିସର ଉପେନ୍ଦ୍ରଙ୍କୁ ହାଜିରା ନୋଟିସ

ଭୁବନେଶ୍ୱର,୨୪।୭ (ସୁନିତ୍‌ ମିଶ୍ର):: ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟାକାଣ୍ଡ ଏବଂ ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡ ସମ୍ପର୍କିତ ତଦନ୍ତ ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଚୋରି ଘଟଣାକୁ ନେଇ ଜଣକ…

ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଆଜି ବାହୁଡ଼ିବେ ଦାରୁବିଗ୍ରହ

ପୁରୀ,୨୪ା୭(ଅଜିତ୍‌ କୁମାର ମହାନ୍ତି): ଦାରୁବିଗ୍ରହମାନେ ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶୁକ୍ରବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ। ଏଥିପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖରେ ତିନିରଥ ପ୍ରସ୍ତୁତ…

ସପ୍ତାହେ ଯାଏ ଛେଚିବ: ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୪ା୭ (ବନ୍ଦନା ସେଠୀ):ସମୁଦ୍ର ପତ୍ତନରେ ଜାରି ରହିଥିବା ଟ୍ରଫ୍‌ ଲାଇନ୍‌ ପ୍ରଭାବରେ ରାଜ୍ୟରେ ଆହୁରି ସପ୍ତାହେ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ସମ୍ଭାବନା ରହିଛି। ସେହିପରି…

ପେପର ଲିକ୍‌ ମାମଲାରେ ସରକାରଙ୍କ ପକ୍ଷରୁ ବଡ଼ ଧରଣର ଅଦଳବଦଳ: ଶିକ୍ଷା ମନ୍ତ୍ରଣାଳୟରୁ ହଟିଲେ…

ନୂଆଦିଲ୍ଲୀ,୨୪।୭: ଜନ୍ତର ମନ୍ତରରେ ଛାତ୍ର ଆନ୍ଦୋଳନ ମଧ୍ୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଧରଣର ଅଦଳବଦଳ କରାଯାଇଛି। କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କ୍ୟାବିନେଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri