ସାମ୍‌ନାକୁ ଆସିଲେ ରାଖୀ ସାଓ୍ବନ୍ତଙ୍କ ଝିଅ

ମୁମ୍ବାଇ : ନିଜର ଅଜବ୍‌ କାର୍ଯ୍ୟକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିବାକୁ ପସନ୍ଦ କରୁଥିବା ବଲିଉଡ୍‌ର ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ ଏବେ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ବାହାହେବାର ୩ ମାସ ପରେ ତାଙ୍କ ଝିଅ ସାମ୍‌ନାକୁ ଆସିଛନ୍ତିି। ହଠାତ୍‌ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରି ବ୍ରିଟେନ୍‌ ବ୍ୟବସାୟୀ ରୀତେଶ୍‌ଙ୍କୁ ବିବାହ କରିଥିବା କିଛିମାସ ତଳେ ରାଖୀ କହିଥିଲେ। ରୀତେଶ୍‌ଙ୍କ ସହ କେବେ ଫଟୋ ଶେୟାର୍‌ କରି ନ ଥିବା ରାକ୍ଷୀ ଏବେ ସ୍ବାମୀଙ୍କ ସହ ଲଣ୍ଡନରେ ରହୁଥିବା କହିଛନ୍ତି। ବେଶ୍‌ ଖୁସି ଅଛନ୍ତି ଓ ରୋଷେଇ ଶିଖୁଛନ୍ତି ବୋଲି ସେ ପ୍ରକାଶ କରିଛନ୍ତି। ହେଲେ ଗୁରୁବାର ସେ ଇନ୍‌ଷ୍ଟାଗ୍ରାମ୍‌ ପୋଷ୍ଟରେ ନିଜ  ଝିଅକୁ ସାମ୍‌ନାକୁ ଆଣିଛନ୍ତି। ଝିଅଟି ମଧ୍ୟ ରାଖୀଙ୍କୁ ମମ୍‌ ବୋଲି ସମ୍ବୋଧନ କରୁଛି। ଏଥିରେ ନିଜ ଝିଅକୁ ଆଶୀର୍ବାଦ ଦେବା ଲାଗି ରାଖୀ ଫ୍ୟାନମାନଙ୍କୁ ଅନୁରୋଧ କରିଛନ୍ତି। ଏହାକୁ ନେଇ ରାଖୀଙ୍କୁ ଟ୍ରୋଲ୍‌ କରାଯାଇଛି। ପ୍ରକୃତରେ ସେ ଝିଅ କିଏ ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟିହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି-କେଜରିଓ୍ବାଲଙ୍କ ସହାୟତା ଲୋଡ଼ିଲେ ଟିଭି ଅଭିନେତ୍ରୀ ଦୀପିକା ସିଂ

ମୁମ୍ବାଇ, ୧୩।୬: ଟିଭି ଅଭିନେତ୍ରୀ ଦୀପିକା ସିଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସହାୟତା ଲୋଡ଼ିଛନ୍ତି। ତାଙ୍କ ମା’ଙ୍କର ନମୁନା...

ପରଲୋକରେ ଇରଫାନ୍‌

ବମ୍ବେ: ପରଲୋକରେ ବଲିଉଡ୍‌ର ଖ୍ୟାତନାମା ଅଭିନେତା ଇରଫାନ୍‌ ଖାନ୍‌। ୫୪ ବର୍ଷ ବୟସରେ ବମ୍ବେର କୋକିଲାବେନ୍‌ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ନିର୍ଦ୍ଦେଶକ...

ଜାହ୍ନବୀଙ୍କ ଘରେ କରୋନା

ମୁମ୍ବାଇ: ସାରା ଦୁନିଆକୁ ବର୍ତ୍ତମାନ ହଇରାଣ କରୁଛି କୋଭିଡ୍‌-୧୯ ଭୂତାଣୁ। ଭାରତକୁ ବି ଏଥିରୁ ତ୍ରାହି ମିଳିନି। ଗତ ୨ମାସ ହେଲା ଦେଶରେ ଲକ୍‌ଡାଉନ୍‌ ଚାଲିଥିବାବେଳେ...

ରାଗିଲେ ସୁଶାନ୍ତଙ୍କ ପରିବାର

ମୁମ୍ବାଇ: ବଲିଉଡ୍‌ ଅଭିନେତା ସ୍ବର୍ଗତ ସୁଶାନ୍ତ ସିଂ ରାଜପୁତଙ୍କ ଅଭିନୀତ ଶେଷ ଫିଲ୍ମର ରିଲିଜ୍‌ ଡେଟ୍‌ ଏବେ ସାମ୍ନାକୁ ଆସିଛି। ଏହି ଫିଲ୍ମର ପ୍ରିମିୟର ଜୁଲାଇ...

‘ଦ ଜୋୟା ଫ୍ୟାକ୍ଟର’ ଫିଲ୍ମ ଟ୍ରେଲରକୁ ପ୍ରଶଂସା କଲେ ସଚିନ ତେନ୍ଦୁଲକର

ଅଭିନେତ୍ରୀ ସୋନମ କପୁରଙ୍କ ଅଭିନୀତ ‘ଦ ଜୋୟା ଫ୍ୟାକ୍ଟର’ ଫିଲ୍ମର ଟ୍ରେଲର ରିଲିଜ୍‌ ହୋଇଯାଇଛି। ଏହି ଫିଲ୍ମଟି କ୍ରିକେଟ ଏବଂ ଭାଗ୍ୟ ଉପରେ ଆଧାରିତ ହୋଇଥିବାରୁ...

୩୨ ବର୍ଷରେ ପାଦ ଦେଲେ ସୋନାକ୍ଷୀ

ମୁମ୍ବାଇ, ୨।୬: ବଲିଉଡ୍‌ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ରବିବାର ୩୨ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୮୭ ଜୁନ୍‌ ୨ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ପ୍ରଥମେ...

ଫିଟ୍‌ନେସ୍‌ର ସିକ୍ରେଟ୍‌ ବାସ୍କେଟ୍‌ବଲ

ଏଫ୍‌ବିବି ଫେମିନା ମିସ୍‌ ଇଣ୍ଡିଆ ଫାଇନାଲିଷ୍ଟ୍‌ ଟାଇଟଲ୍‌ ସହ ମିସ୍‌ ଓଡ଼ିଶା ଓ ମିସ୍‌ ରୂପଶ୍ରୀ ଟାଇଟଲ୍‌। କେବଳ ଏତିକି ନୁହେଁ, ଭାରତରେ ପ୍ରଥମଥର ପାଇଁ...

ହରଭଜନ ସିଂଙ୍କ ପ୍ରଥମ ଚଳଚ୍ଚିତ୍ରର ପୋଷ୍ଟର ରିଲିଜ୍‌, ଫିଲ୍ମ ଷ୍ଟାଇଲ୍‌ରେ ପ୍ରମୋଶନ କଲେ ସଚିନ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଫ୍‌ସ୍ପିନର୍‌ ହରଭଜନ ସିଂ ଦ୍ୱିତୀୟ ପାଳି ଆରମ୍ଭ କରିବାକୁ ଯାଉଛନ୍ତି। କ୍ରିକେଟରେ ସଫଳ ହେବା ପରେ ସେ ଏବେ ଚଳଚ୍ଚିତ୍ର...

Coronavirus Update


Archives

Model This Week

Why Dharitri