ସାମ୍‌ସଙ୍ଗ ଦେଲା ୨୦ କୋଟି

ନୂଆଦିଲ୍ଲୀ,୧୮।୪: କରୋନା ପାଇଁ ଉପୁଜିଥିବା ସ୍ଥିତିର ମୁକାବିଲା ଲାଗି ସାମ୍‌ସଙ୍ଗ ପକ୍ଷରୁ ୨୦ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। କମ୍ପାନୀ ପିଏମ୍‌ କେୟାର୍ସ ପାଣ୍ଠିକୁ ୧୫ କୋଟି ଟଙ୍କା ପ୍ରଦାନ କରିଥିବା ବେଳେ ଉତ୍ତର ପ୍ରଦେଶ ଏବଂ ତାମିଲନାଡୁ ସରକାରଙ୍କ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୫ କୋଟି ଟଙ୍କା ପ୍ରଦାନ କରିଛି। ଏହି ରାଶି ମଧ୍ୟରେ ସାରା ଦେଶରୁ କମ୍ପାନୀର କର୍ମଚାରୀଙ୍କ ଯୋଗଦାନ ମଧ୍ୟ ସାମିଲ ରହିଛି। ଏହାବାଦ କମ୍ପାନୀ ସାରା ଦେଶରେ ବିଭିନ୍ନ ସ୍ଥାନରେ ପିଇଇ କିଟ୍ସଏବଂ ପର୍ସନାଲ ପ୍ରିଭେଣ୍ଟିଭ୍‌ ଇକ୍ୱିପମେଣ୍ଟ ମଧ୍ୟ ପ୍ରଦାନ କରିଛି। ଏହାବାଦ ବିଭିନ୍ନ ହସ୍ପିଟାଲକୁ କମ୍ପାନୀ ଏହାର ଏୟାର ପ୍ୟୁରିଫାୟର ମଧ୍ୟ ପ୍ରଦାନ କରିଛି। ସେହିଭଳି ଡିଜିଟାଲ ଏକ୍ସରେ, ଡିଜିଟାଲ ଅଲ୍ଟାସାଉଣ୍ଡ ସହ ଫସି ରହିଥିବା ଲୋକମାନଙ୍କୁ ଖାଦ୍ୟ ପ୍ୟାକେଟ ଯୋଗାଇ ଦିଆଯାଇଛି ବୋଲି କମ୍ପାନୀ ପକ୍ଷରୁ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ଏସ୍‌ଏମ୍‌ଇର ସଶକ୍ତୀକରଣ ଜରୁରୀ

ଭୁବନେଶ୍ୱର,୧୪-୭(ବ୍ୟୁରୋ): ଦେଶର ଜିଡିପି ଅଭିବୃଦ୍ଧି କ୍ଷେତ୍ରରେ ଅଣୁକ୍ଷୁଦ୍ର ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ଗୁଡିକ ପ୍ରମୁଖ ଅଂଶୀଦାର ହୋଇପାରିବେ। ବର୍ତ୍ତମାନ ସ୍ଥିତିରେ ଏହି ଶିଳ୍ପଗୁଡିକର ଜିଡିପିକୁ ଯୋଗଦାନ...

୧୭ ଦିନ ଗାଡ଼ି ଉତ୍ପାଦନ ବନ୍ଦ ରଖିବ ମହିନ୍ଦ୍ରା

ନୂଆଦିଲ୍ଲୀ,୧୪-୯: ଅଟୋ ସେକ୍ଟରରେ ଦେଖାଦେଇଥିବା ମାନ୍ଦାବସ୍ଥା ପ୍ରଭାବ ଅଧିକ ଗୁରୁତର ହୋଇଛି। ଏହି କାରଣରୁ ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ବର୍ତ୍ତମାନ ତ୍ରୈମାସରେ ନିଜର କାରଖାନାରେ ଗାଡ଼ି...

ଟିଭିଏସ୍‌କୁ ଲକ୍ଷେ ମାସ୍କ ଦେଲା ଦକ୍ଷିଣ କୋରିଆ

ନୂଆଦିଲ୍ଲୀ : ଦକ୍ଷିଣ କୋରିଆର ଅଙ୍ଗୁକ ଜେନ ସେଣ୍ଟର ପକ୍ଷରୁ ଟିଭିଏସ୍‌ ମୋଟର କମ୍ପାନୀକୁ ୧ଲକ୍ଷ ମାସ୍କ ପ୍ରଦାନ କରାଯାଇଛି। ଏହି ମାସ୍କ ଭାରତରେ ମାଗଣା...

ଭାରତରେ ରିଟେଲ ଷ୍ଟୋର୍‌ ଖୋଲିବ ଆପଲ୍‌

ନୂଆଦିଲ୍ଲୀ,୩୦-୮: ମହଙ୍ଗା ଫୋନ ଏବଂ ସଫ୍ଟଓ୍ବେର ତିଆରି କରୁଥିବା ଆମେରିକା କମ୍ପାନୀ ଆପଲ୍‌ ଭାରତରେ ଏହାର ରିଟେଲ ଷ୍ଟୋର୍‌ ଖୋଲିବାକୁ ନେଇ ଉତ୍ସୁକ ବୋଲି କହିଛି।...

ଆଜିଠାରୁ ୧୯ କୋଇଲା ବ୍ଲକ ନିଲାମ

ନୂଆଦିଲ୍ଲୀ: ସୋମବାରଠାରୁ ୧୯ କୋଇଲା ବ୍ଲକ ନିଲାମ ଆରମ୍ଭ ହେଉଛି। ବାଣିିଜି୍ୟକ ଖଣି ଅଧୀନରେ ଏହି ନିଲାମ ପ୍ରକ୍ରିୟା ସମ୍ପାଦନ ହେବ। ଏହି ବର୍ଗରେ ଏହା...

ରପ୍ତାନିକାରୀଙ୍କ ଲାଗି ଅନିବାର୍ଯ୍ୟ ହେବ ଜିଏସ୍‌ଟିଇନ୍‌ ତଥ୍ୟ

ନୂଆଦିଲ୍ଲୀ,୧୦-୨: ରପ୍ତାନିକାରୀ ଏବଂ ଆମଦାନୀକାରୀଙ୍କ ଲାଗି ଫେବୃୟାରୀ ୧୫ରୁ ଜିଏସ୍‌ଟିଇନ୍‌ ତଥ୍ୟ ପ୍ରଦାନ କରିବା ଅନିବାର୍ଯ୍ୟ ହେବ। ସାମଗ୍ରୀ ଓ ସେବା ଟିକସ କ୍ଷେତ୍ରରେ ହେଉଥିବା...

ଦିଲ୍ଲୀରେ ପେଟ୍ରୋଲ ୮ ଟଙ୍କା କମିଲା

ନୂଆଦିଲ୍ଲୀ,୨।୧୨:  ୨୬ ଦିନ ପରେ ଦିଲ୍ଲୀର କ୍ଷମତାସୀନ କେଜ୍‌ରିୱାଲ ସରକାର ବୁଧବାର ପେଟ୍ରୋଲ ଉପରେ ଲାଗୁ ହେଉଥିବା ଭାଟ୍‌କୁ ଏକା ଥରକେ ୮ ଟଙ୍କା ହ୍ରାସ...

ଫ୍ୟୁଚର ଗ୍ରୁପ୍‌ରେ ଅଂଶଧନ କିଣିପାରେ ରିଲାଏନ୍ସ

ନୂଆଦିଲ୍ଲୀ,୨୭।୭: ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ମୁକେଶ ଅମ୍ବାନୀ ବର୍ତ୍ତମାନ ଚର୍ଚ୍ଚାରେ ରହି ଆସିଛନ୍ତି। ରିଟେଲ କାରବାରରେ ନିଜର ଉପସ୍ଥିତିକୁ ଦୃଢ କରିବା ଲାଗି ରିଲାଏନ୍ସ ଫ୍ୟୁଚର ଗ୍ରୁପ୍‌ରେ...

Advertisement
Archives

Model This Week