ସାରଥୀଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

କଟକ ଅଫିସ, ୨୨।୭: କେନ୍ଦ୍ରାପଡ଼ା ଜିଲା ବାରିମୂଳ ଆଶ୍ରମର ପ୍ରତିଷ୍ଠାତା ସନ୍ତୋସ ରାଉଳ ଓରଫ ସାରଥୀଙ୍କୁ ସୋମବାର ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ୨ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ ତାଙ୍କୁ ଏହି ଜାମିନ ମିଳିଛି। ଏହା ସହିତ ସାକ୍ଷୀଙ୍କୁ ପ୍ରଭାବିତ ନ କରିବା ପାଇଁ ସାରଥୀଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଳ କୋର୍ଟ ଚାହିଁଲେ ତାଙ୍କ ଜାମିନ ଉପରେ ଅଧିକ ସର୍ତ୍ତ ରଖିପାରିବେ ବୋଲି ହାଇକୋର୍ଟ କହିଛନ୍ତି। ଜଣେ ମହିଳା ଓ ତାଙ୍କ ନାବାଳିକା କନ୍ୟାଙ୍କୁ ନିର୍ଯ୍ୟାତନା ଅଭିଯୋଗରେ ସାରଥୀଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। ପୂର୍ବରୁ ସେ ସମସ୍ତ ମାମଲାରେ ଜାମିନ ପାଇଥିବା ବେଳେ ଏହି ମାମଲାରେ ସେ ଜେଲରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

CORONAVIRUS UPDATE: ରାଜ୍ୟରେ ପୁଣି ୧୭୫ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୪୩୩୮ରେ ପହଞ୍ଚିଲା

ଭୁବନେଶ୍ୱର, ୧୭।୬(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୧୭୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୩୩୮ରେ ପହଞ୍ଚିଛି। ଏ...

ଚିକିତ୍ସାରେ ଅର୍ଥ ସାଜିଛି ବାଧକ: ସରକାରୀ ସହାୟତା ଅପେକ୍ଷାରେ ହରିହର

ଖଣ୍ଡପଡ଼ା,୨୪।୧୦(ସ୍ବ.ପ୍ର.): ଅର୍ଥ ଅଭାବରୁ ଆବଶ୍ୟକ ଚିକିତ୍ସା ପାଇପାରୁ ନାହାନ୍ତି। ଘରେ ରୋଗଶଯ୍ୟାରେ ପଡ଼ି ଯନ୍ତ୍ରଣାରେ ଛଟପଟ ହେଉଛନ୍ତି। ଏପରିସ୍ଥଳେ ସରକାରୀ ସହାୟତାକୁ ଆଶାକରି ରହିଛନ୍ତି ନୟାଗଡ...

ବଦଳିଲା ଯୁକ୍ତ ୩ ନାମଲେଖା ତାରିଖ

ଭୁବନେଶ୍ୱର,୩।୯: ବଦଳିଲା ଯୁକ୍ତ ୩ ନାମଲେଖା ପ୍ରଥମ ଚୟନ ପ୍ରକ୍ରିୟା। ସେପ୍ଟେମ୍ବର ୧୩ରୁ ଆରମ୍ଭ ହୋଇ ୧୬ ପର୍ଯ୍ୟନ୍ତ ଏହି ପ୍ରକ୍ରିୟା ଚାଲିବ। ଏ ନେଇ...

ଲୋକାର୍ପିତ ହେଲା ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରର ୱାଚ୍‌ ଟାୱାର

ପାଟଣା,୧୪।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ତହସିଲ ଡୁମୁରିଆ ରାଜସ୍ବ ନିରୀକ୍ଷକ ଅଧୀନ ଘାଟ ବାଲିଯୋଡ଼ି ରାଜସ୍ବ ମୌଜା ଅନ୍ତର୍ଗତ ପୌରାଣିକ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡ ଜଳ ପ୍ରପାତରେ...

ରାଜ୍ୟ ଭିତରେ ଚାଲିବ ଟ୍ରେନ୍‌

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟ ଭିତରେ ଟ୍ରେନ୍‌ ଚଳାଚଳ କରିପାରିବ। ଏଥିପାଇଁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ରେଳ ବିଭାଗ ଏବଂ ଗୃହ ମନ୍ତ୍ରଣାଳୟ ଏସ୍‌ଓପି ଅନୁସାରେ ଟ୍ରେନ୍‌...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ରୁଦ୍ର

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ଆସନ୍ତା ୩୦ ତାରିଖରେ ନାମାଙ୍କନପତ୍ର ଦାଖଲ କରିବେ। ମନ୍ତ୍ରୀ ସୁଶାନ୍ତ ସିଂଙ୍କ ସରକାରୀ...

ପିସିସି ସଭାପତିଙ୍କ ପ୍ରତିକ୍ରିୟାକୁ ସମାଲୋଚନା କଲେ ସମୀର

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଓଡ଼ିଶା କଂଗ୍ରେସ ସମର୍ଥନ କରିବନାହିଁ ବୋଲି କଂଗ୍ରେସ ପିସିସି ସଭାପତି ଶରତ ପଟ୍ଟନାୟକ କହିଛନ୍ତି। ଶରତଙ୍କ ଏଭଳି...

ବିଧାନ ପରିଷଦ ପାଇଁ ବାଟ ଫିଟୁଛି

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):ଓଡ଼ିଶାରେ ବିଧାନ ପରିଷଦ ପ୍ରତିଷ୍ଠା ନେଇ ବିଧାନସଭାରେ ସର୍ବସମ୍ମତ ପ୍ରସ୍ତାବ ଗୃହୀତ ହୋଇଯାଇଛି। ଏଥିପାଇଁ କେବଳ କେନ୍ଦ୍ରର ଅନୁମତି ଆବଶ୍ୟକ। ତେଣୁ ଆସନ୍ତା ବଜେଟ ଅଧିବେଶନରେ...

Advertisement
Archives

Model This Week