ସାରାଙ୍କୁ କେବେ ଉପଦେଶ ଦିଅନ୍ତି ନାହିଁ ଶୈଫ

ମୁମ୍ବାଇ: ବଲିଉଡ୍‌ ଷ୍ଟାର କିଡ୍‌ ତଥା ନବାଗତା ନାୟିକା ସାରା ଅଲ୍ଲି ଖାଁ ଏବେ ଜଣେ ଚର୍ଚ୍ଚିତ ଚେହେରା। ପିତାଙ୍କଠାରୁ ଅଲଗା ହେବା ପରେ ଏବେ ସେ ମା’ ଅମ୍ରିତାଙ୍କ ନିକଟରେ ରହୁଛନ୍ତି। ହେଲେ ପିତା ତଥା ଛୋଟେ ନଓ୍ବାବ ଶୈଫ ଅଲ୍ଲି ଖାଁଙ୍କ ସହ ତାଙ୍କର ଭଲ ସମ୍ପର୍କ ରହିଛି। କିନ୍ତୁ ଶୈଫ କେବେ ଝିଅ ସାରାଙ୍କୁ ଉପଦେଶ ଦିଅନ୍ତି ନାହିଁ ବୋଲି ନିକଟରେ ଏକ ସାକ୍ଷାତ୍‌କାରରେ କହିଛନ୍ତି। ସେ କହିଛନ୍ତି ସମସ୍ତଙ୍କର ନିଜର କିଛି ନା କିଛି ପସନ୍ଦ ରହିଛି। ତେଣୁ ସେ ସେହି ଅନୁଯାୟୀ ସିଦ୍ଧାନ୍ତ ନେବା ଭଲ। ସେଥିପାଇଁ ସେ ସାରାଙ୍କୁ କିଛି ଉପଦେଶ ଦିଅନ୍ତି ନାହିଁ ବୋଲି କହିଛନ୍ତି। ଫିଲ୍ମ ‘କେଦାରନାଥ’ରେ ସାରାଙ୍କ ଦମ୍‌ଦାର ଅଭିନୟ ଦେଖିବାକୁ ମିଳିଥିବା ବେଳେ ଆଗାମୀ ଦିନରେ ବି ସେ ଭଲ ଅଭିନୟ କରିବେ ବୋଲି ଶୈଫ ବିଶ୍ୱାସ ରଖିଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନଆକ୍ରୋଶ ସମାବେଶରେ ହଜାର ହଜାର ମହିଳା ହେଲେ ଏକଜୁଟ୍‌

ହାଟଡିହୀ,୬ା୫(ଶୁଭକାନ୍ତ ନାୟକ): ଭାଜପା ତରଫରୁ କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ୩୭ ନଂ ଜୋନ୍‌ରେ ଜନଆକ୍ରୋଶ ମହିଳା ସମାବେଶ ବୁଧବାର ଅନୁଷ୍ଠିତ ହୋଇଛି।…

ଜନଗଣନାରେ ସାମିଲ ହେଲେ ଜିଲାପାଳ

ଭବାନୀପାଟଣା,୬ା୫(ଉତ୍ତମ କୁମାର ଦାଶ)-ରାଜ୍ୟରେ ଗତ ଏପ୍ରିଲ ୧୫ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ଆରମ୍ଭ ହୋଇଛି। ଆସନ୍ତା ୧୬ ତାରିଖରେ ଏହା ଶେଷ ହେବ। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି…

ତାମିଲନାଡୁରେ ଭାଙ୍ଗିଲା କଂଗ୍ରେସ-ଡିଏମକେ ମେଣ୍ଟ, ନୂତନ ସରକାର ଗଠନ ପାଇଁ ବିଜୟଙ୍କ ସହ ହାତ ମିଳାଇଲେ ରାହୁଲ

ଚେନ୍ନାଇ,୬।୫: ତାମିଲନାଡୁରେ ନୂତନ ସରକାର ଗଠନ ପାଇଁ ବିଜୟଙ୍କ ଟିଭିକେକୁ ସମର୍ଥନ ଜଣାଇ କଂଗ୍ରେସ ବୁଧବାର ରାଜ୍ୟରେ ଡିଏମକେ ସହିତ ଦୀର୍ଘକାଳୀନ ମେଣ୍ଟ ଭାଙ୍ଗି ଦେଇଛି। କଂଗ୍ରେସ…

ବିଜୟଙ୍କ ଗୋଟି ଚାଳନା! ସରକାର ଆସିବା ପୂର୍ୱରୁ ରାଜନୀତିରେ ଖେଳିଲେ ବଡ଼ ଗେମ୍‌

ଚେନ୍ନାଇ,୬।୫: ତାମିଲନାଡୁରେ କଂଗ୍ରେସ ଏବଂ ଡିଏମକେ ମଧ୍ୟରେ ମେଣ୍ଟ ଭାଙ୍ଗିବାକୁ ବସିଛି। କଂଗ୍ରେସ ଅଭିନେତା ବିଜୟଙ୍କ ଦଳ ଟିଭିକେକୁ ସମର୍ଥନ ଦେବାକୁ ସଙ୍କେତ ଦେଇଛି। କଂଗ୍ରେସ ମହାସଚିବ…

ବାପାଙ୍କ ହାତ ଛାଡ଼ିଦେଲେ ଥଲାପତି ବିଜୟଙ୍କ ପୁଅ! ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୬।୫: ଚଳଚ୍ଚିତ୍ର ଶିଳ୍ପରୁ ରାଜନୀତିରେ ପ୍ରବେଶ କରିଥିବା ଅଭିନେତା ଥଲାପତି ବିଜୟ ତାଙ୍କର ପ୍ରଥମ ନିର୍ବାଚନରେ ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ତାମିଲନାଡୁ ବିଧାନସଭା ନିର୍ବାଚନରେ…

ଇସ୍ତଫା ଦେଲେ ହିମନ୍ତ ବିଶ୍ୱଶର୍ମା

ଦିଶପୁର,୬ା୫: ଇସ୍ତଫା ଦେଇଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ସେ ରାଜ୍ୟପାଳଙ୍କୁ ଭେଟି ତାଙ୍କର ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ରାଜଭବନରେ ଲକ୍ଷ୍ମଣ ଆଚାର୍ଯ୍ୟଙ୍କୁ ଭେଟି ସେ ଇସ୍ତଫାପତ୍ର…

ଥାଲାପତିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, ପ୍ରଶଂସକ କାବା!

ଚେନ୍ନାଇ, ୬।୫: ଦକ୍ଷିଣ ଭାରତୀୟ ସିନେମା ଜଗତର ‘ଥଲାପତି’ ବିଜୟ ଏବଂ ଗ୍ଲାମର କୁଇନ୍ ତ୍ରିଷା କୃଷ୍ଣନଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି…

ଭାଗ୍ୟ ହେବ ତ ବିଜୟଙ୍କ ଭଳି: ପ୍ରଥମେ TVKକୁ ଜିତାଇଲେ, ଆଉ ଏବେ ମିଳିଲା ପୁଣି ଖୁସିଖବର

ଚେନ୍ନାଇ,୬।୫: ସତରେ, ଯଦି ଭାଗ୍ୟ ହେବ ଥଲାପଥି ବିଜୟଙ୍କ ଭଳି। ସିନେମାରୁ ରାଜନୀତିରେ ନୂତନ ଭାବରେ ପ୍ରବେଶ କରିଥିବା ଜଣେ ବ୍ୟକ୍ତି, ସେ ତାମିଲନାଡୁରେ ରାଜନୈତିକ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri