ସାରାଙ୍କ ଫରେନ୍‌ ଟ୍ରିପ୍‌

ସାରା ଅଲ୍ଲୀ ଖଁ। ଏବେ ଶ୍ରୀଲଙ୍କାରେ ଡେରା ପକାଇଛନ୍ତି। ଶୁଟିଂ ବ୍ରେକ୍‌ ପାଇବା ମାତ୍ରେ ସେ ମାଇଣ୍ଡ ଫ୍ରି କରିବାକୁ ସେଠାକୁ ଯାଇଛନ୍ତି। କିଛିଦିନ ସେ ବିଦେଶରେ ରହି ବିଭିନ୍ନ ଦର୍ଶନୀୟ ସ୍ଥାନ ବୁଲିବେ। ”ବର୍ତ୍ତମାନ ମୋତେ ପାଖାପାଖି ତିନିସପ୍ତାହ ବ୍ରେକ୍‌ ମିଳିଛି। ତେଣୁ ଏହି ସମୟ ଭିତରେ ମୁଁ ଫରେନ୍‌ ଟ୍ରିପ୍‌ ପାଇଁ ପୂର୍ବରୁ ପ୍ଲାନିଂ କରିଥିଲି। ବିଦେଶର ବିଭିନ୍ନ ଦର୍ଶନୀୟ ସ୍ଥାନ ବୁଲିବି। କେବଳ ସେତିକି ନୁହେଁ, ଭବିଷ୍ୟତରେ ଏ ନେଇ ଏକ ପୁସ୍ତକ ରଚନା କରିବାକୁ ସ୍ଥିର କରିଛି“ ବୋଲି କହିଛନ୍ତି ସାରା।


Enter your email to get our daily news in your inbox.

All Right Reserved By Dharitri.Com

ସିଲ୍‌ ହେଲା ଧର୍ମେନ୍ଦ୍ରଙ୍କ ‘ହି ମ୍ୟାନ’ ରେସ୍ତୋରାଁ

ହରିୟାଣା,୮।୩: ବଲିଉଡ୍‌ର ହି ମ୍ୟାନ ଭାବେ ପରିଚିତ ଭେଟେରାନ ଆକ୍ଟର ଧର୍ମେନ୍ଦ୍ର ଭାଲେଣ୍ଟାଇନ୍ସ ଡେ’ ଅବସରରେ ଏକ ରେସ୍ତୋରାଁ ଖୋଲିଥିଲେ। ଆଉ ଏହାର ନାଁ ରହିଥିଲେ...

ଡିନର୍‌ ଲାଗି ଏକାଠି ପହଞ୍ଚିଲେ ବିକ୍କି-କଟ୍ରିନା

ବମ୍ବେ: ଲୁଚିଛି ନା ଗୋଡ଼ ଦୁଇଟା ଦିଶୁଛି। ଏପରି କିଛି ଲୋକକଥା ବଲିଉଡ୍‌ ଅଭିନେତା ବିକ୍କି କୌଶଲ- ଅଭିନେତ୍ରୀ କଟ୍ରିନା କୈଫଙ୍କ ସମ୍ପର୍କ ପାଇଁ ପ୍ରଯୁଜ୍ୟ...

ଗିନିଜ୍‌ ବୁକ୍‌ରେ ସ୍ଥାନ ପାଇଛନ୍ତି ଏହିସବୁ ବଲିଉଡ୍‌ ଷ୍ଟାର୍‌: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହିନ୍ଦୀ ସିନେମା ଏହାର ୧୦୦ ବର୍ଷ ପୂରଣ କରିସାରିଛି। ଏହାର ଯାଦୁ ଆଜି ବି ଦର୍ଶକଙ୍କ ହୃଦୟରେ ଅଛି। ବଲିଉଡ ତାରକାଙ୍କ ଗ୍ଲାମରସ ଜୀବନ ଏବଂ...

କପିଲଙ୍କ ଶୋ’ରେ ଦୀପିକା, ଭାଇରାଲ ହେଉଛି ଶୁଟିଂ ବେଳର ଫଟୋ

ବମ୍ବେ: କମେଡି କିଙ୍ଗ କପିଲ ଶର୍ମା ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ବଡ଼ ପ୍ରଶଂସକ। ଏପରିକି କପିଲ ଦୀପିକାଙ୍କୁ ପସନ୍ଦ କରୁଥିବା କଥା ସମସ୍ତେ ଜାଣନ୍ତି। ରଣବୀର...

ଆଜି ରିଲିଜ୍‌ ହେବ ବହୁ ପ୍ରତୀକ୍ଷିତ ଫିଲ୍ମ‘ବଚ୍ଚନ ପାଣ୍ଡେ’

ବହୁ ପ୍ରତୀକ୍ଷିତ ଫିଲ୍ମ‘ବଚ୍ଚନ ପାଣ୍ଡେ’ଆଜି ରିଲିଜ୍‌ ହେବାକୁ ଯାଉଛି। ଏହି ଫିଲ୍ମରେ ଅଭିନେତା ଅକ୍ଷୟ କୁମାର ଏବଂ ଅଭିନେତ୍ରୀ କ୍ରିତି ସାନନଙ୍କୁ ଦେଖିବାକୁ ପାଇବେ ଦର୍ଶକ।...

ଧର୍ମ ନିର୍ବିଶେଷରେ ମାନବିକତାକୁ ସମ୍ମାନ ଦିଅନ୍ତି ଜାଭେଦ ଅଖତର

ଗୀତ ହେଉ କି ଗଜଲ, ଭ୍ରମଣ କାହାଣୀ, ଆଲୋଚନା, ସାକ୍ଷାତକାର ସବୁକ୍ଷେତ୍ରରେ ଜଣେ ପାରଙ୍ଗମ ସ୍ରଷ୍ଟା ହେଉଛନ୍ତି ଜାଭେଦ ଅଖତର। ହିନ୍ଦୀ ସିନେମା ଜଗତର ଆଦ୍ୟ...

ଗୋଟିଏ ଦିନରେ ୪୦ ସିଗାରେଟ୍‌ ଟାଣୁଥିଲେ ଏହି ପ୍ରସିଦ୍ଧ ଗାୟକ: ଆଉ ତା’ପରେ..

ଜଣାଶୁଣା ଗାୟକ ତଥା ସଙ୍ଗୀତକାର ବିଶାଲ ଡଡଲାନି ଆଜି ତାଙ୍କ ଜନ୍ମଦିନ ପାଳନ କରୁଛନ୍ତି। ବିଶାଲ ୨୮ ଜୁନ ୧୯୭୩ ରେ ଜନ୍ମ ହୋଇଥିଲେ, ଅର୍ଥାତ୍‌...

ଫେରିଲା ମଞ୍ଜୁଲିକା

ମୁମ୍ବାଇ: ଚଳିତ ବର୍ଷର ସବୁଠାରୁ ବଡ ହରର କମେଡି ଫିଲ୍ମର ଟ୍ରେଲର ରିଲିଜ୍ ହୋଇସାରିଛି । କାର୍ତ୍ତିକ ଆର୍ଯ୍ୟନ, କିଆରା ଆଡଭାନୀ ଓ ତବୁଙ୍କ ଅଭିନୀତ...

Advertisement
Archives

Model This Week