ସାରା ଦେଶରେ ବିଏସ୍‌-୬ ଇନ୍ଧନ ଯୋଗାଇଲା ଆଇଓସିଏଲ୍‌

ନୂଆଦିଲ୍ଲୀ,୨୩-୩: ସାରା ଦେଶରେ ବିଏସ୍‌-୬ ଇନ୍ଧନ ଯୋଗାଇବା କ୍ଷେତ୍ରରେ ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ (ଆଇଓସିଏଲ୍‌) ପ୍ରଥମ କମ୍ପାନୀ ହୋଇ ପାରିଛି। ବିଏସ୍‌-୬କୁ ବର୍ତ୍ତମାନ ପର୍ଯ୍ୟନ୍ତ ସବୁଠାରୁ ସ୍ବଚ୍ଛ ଇନ୍ଧନ ଭାବେ ବିବେଚିତ କରାଯାଉଥିବା ବେଳେ ଏହା କମ୍ପାନୀର ୨୮,୦୦୦ ପେଟ୍ରୋଲ ପମ୍ପରେ ଉପଲବ୍ଧ ହେବ ବୋଲି ଜଣାପଡିଛି। ବିଏସ୍‌-୬ ଲାଗୁ କରିବା ନେଇ ଏପ୍ରିଲ-୧ ସମୟ ସୀମା ଧାର୍ଯ୍ୟ କରାଯାଇଛି। ଏହାର ୨ ସପ୍ତାହ ଆଗରୁ ସାରା ଦେଶରେ ଉକ୍ତ ଇନ୍ଧନ ଲାଗୁ କରାଇବାକୁ ସକ୍ଷମ ହୋଇଥିବା କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ସଫଳ ଭାବେ ସାରା ଦେଶରେ ବିଏସ୍‌-୬ ମାନକଯୁକ୍ତ ଇନ୍ଧନ ଲାଗୁ କରାଇବା ଲାଗି ସକ୍ଷମ ହୋଇଛୁ ବୋଲି ଆଇଓସିର ଅଧ୍ୟକ୍ଷ ସଞ୍ଜୀବ ସିଂ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଷ୍ଟା ଲୋନ୍‌ ପ୍ରଦାନରେ ଏଲ୍‌ଟିଏଫ୍‌ଏସ୍‌ର ଅଭିବୃଦ୍ଧି

ଭୁବନେଶ୍ୱର,୧୧।୨: ଗତ କିଛି ମାସ ହେବ ଇନ୍‌ଷ୍ଟା ଲୋନ୍‌ ପ୍ରଦାନ କ୍ଷେତ୍ରରେ ଏଲ୍‌ ଆଣ୍ଡ ଟି ଫାଇନାନସିଆଲ ସର୍ଭିସେସ୍‌ (ଏଲ୍‌ଟିଏଫ୍‌ଏସ୍‌)ର ଦମ୍‌ଦାର ଅଭିବୃଦ୍ଧି ଦେଖିବାକୁ ମିଳିଛି।...

ସିସିଡିର ଅଂଶଧନ କିଣିପାରେ ଆଇଟିସି

ନୂଆଦିଲ୍ଲୀ,୨୨।୮: ଏସିଆର ସର୍ବବୃହତ୍‌ ସିଗାରେଟ ନିର୍ମାତା ତଥା ଭାରତର ଅନ୍ୟତମ ପ୍ରମୁଖ ଏଫ୍‌ଏମ୍‌ସିଜି କମ୍ପାନୀ ଇଣ୍ଡିଆନ ଟବାକୋ କମ୍ପାନୀ (ଆଇଟିସି) ଏବେ କ୍ୟାଫେ କଫି ଡେ(ସିସିଡି)ର...

ଲକ୍‌ଡାଉନ୍‌ର ପ୍ରଭାବ: ଭାରତର ଅଭିବୃଦ୍ଧି ହାର ରହିବ ଶୂନ ପ୍ରତିଶତ; ୨୩୪,୦୦ କୋଟି ଡଲାର କ୍ଷତି ସହିବ ଦେଶ

ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣକୁ ଦୂରେଇବା ପାଇଁ ଭାରତରେ ଲକ୍‌ଡାଉନ୍‌ରେ ଜାରି ହୋଇଛି। ତେବେ ଏହାଦ୍ୱାରା ଭାରତୀୟ ଅର୍ଥନୀତିର ମେରୁଦଣ୍ଡ ଦୋହଲି ଯିବାର ଆଶଙ୍କା ରହିଛି ବୋଲି...

ରୁପେ ଡେବିଟ କାର୍ଡରେ ଶପିଂ ହେବ ଶସ୍ତା

ନୂଆଦିଲ୍ଲୀ,୧୫-୯: ନ୍ୟାଶନାଲ ପେମେଣ୍ଟସ କର୍ପୋରେଶନ ଅଫ୍‌ ଇଣ୍ଡିଆ(ଏନ୍‌ପିସିଆଇ) ଡିଜିଟାଲ ପେମେଣ୍ଟକୁ ପ୍ରୋତ୍ସାହିତ କରବାକୁ ଯାଇ ରୁପେ ଡେବିଟ୍‌ କାର୍ଡ ଜରିଆରେ ନେଣଦେଣ ଉପରେ ମର୍ଚ୍ଚେଣ୍ଟ ଡିସ୍‌କାଉଣ୍ଟ...

ଜିଇଏମ୍‌ ଦ୍ୱାରା କିଣାହେବ ଲକ୍ଷେ କୋଟିର ସାମଗ୍ରୀ

ନୂଆଦିଲ୍ଲୀ,୨୨।୨: ରାଷ୍ଟ୍ରାୟତ୍ତ ପ୍ରୋକ୍ୟୁଅରମେଣ୍ଟ ପୋର୍ଟାଲ ଗଭର୍ନମେଣ୍ଟ ଇ-ମାର୍କେଟ(ଜିଇଏମ୍‌) ଦ୍ୱାରା ଆର୍ଥତ୍କବର୍ଷ ୨୦୨୧-୨୨ରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ସାମଗ୍ରୀ କିଣାଯିବ। ପ୍ରତିରକ୍ଷା ଏବଂ ପିଏସ୍‌ୟୁଗୁଡିକରୁ କ୍ରୟ...

୧୦% କର୍ମଚାରୀଙ୍କୁ ଛଟେଇ କରିବ ଇଣ୍ଡିଗୋ

ନୂଆଦିଲ୍ଲୀ,୨୦।୭: କରୋନା ମହାମାରୀ ପ୍ରଭାବ ଦେଶର ବିମାନ ଚଳାଚଳ କ୍ଷେତ୍ରକୁ କ୍ଷତିଗ୍ରସ୍ତ କରିଛି। ବର୍ତ୍ତମାନ କଟକଣା ସହ ଘରୋଇ ବଜାରରେ ବିମାନ ସେବା ଉପଲବ୍ଧ ହେଉଥିବା...

ଅନୁଚିତ ଉପାୟରେ କାରବାର କରୁଛି ଗୁଗଲ

ନୂଆଦିଲ୍ଲୀ,୧୯।୯ – ବିଶ୍ୱର ସର୍ବବୃହତ୍‌ ଇଣ୍ଟରନେଟ୍‌ ସର୍ଚ୍ଚ ଇଞ୍ଜିନ ଗୁଗଲ ବିରୋଧରେ ନାନା ଅଭିଯୋଗ ଆସିବା ପରେ ଏହାର ଗୁରୁତ୍ୱକୁ ନଜରରେ ରଖି କମ୍ପିଟେଶନ କମିସନ...

ଏଲ୍‌ଜି ପକ୍ଷରୁ କୁକିଂ କଣ୍ଟେଷ୍ଟ

ଭୁବନେଶ୍ୱର,୧୭-୬(ବ୍ୟୁରୋ): ଏଲ୍‌ଜି ଇଲେକଟ୍ରୋନିକ୍ସ ଇଣ୍ଡିଆ ଲିମିଟେଡ ପକ୍ଷରୁ ସ୍ଥାନୀୟ ଏକ ହୋଟେଲରେ କୁକିଂ କଣ୍ଟେଷ୍ଟ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ କମ୍ପାନୀ ଘରୋଇ ବଜାରରେ ୨୨ତମ...

Advertisement
Archives

Model This Week