Posted inଜାତୀୟ

ସାହସିକତା ପୁରସ୍କାର ପ୍ରାପ୍ତ ଯବାନ ପଞ୍ଜାବ ପୋଲିସରେ ଭର୍ତ୍ତି ହୋଇ ପାରିବେ: ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୨୯।୭: ସାହସିକତା ପୁରସ୍କାର ପାଇଥିବା ଯବାନମାନେ ଏବେ ଚାହିଁଲେ ପଞ୍ଜାବ ପୋଲିସରେ ଯୋଗ ଦେଇ ପାରିବେ ବୋଲି ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ସୋମବାର ପ୍ରକାଶ କରିଛନ୍ତି। ସେ କହିଛନ୍ତି ଏମାନେ ସେନାରେ ଯେଉଁ ପଦବୀରେ ଥିବେ ତା’ଠାରୁ ଆଉ ଗୋଟିଏ ଉଚ୍ଚ ପଦବୀ ଦିଆଯିବ। ସରକାର ସେମାନଙ୍କୁ ସବୁ ସୁବିଧା ଯୋଗାଇ ଦେବେ ବୋଲି ଅମରିନ୍ଦର କହିଛନ୍ତି। ଏମିତି ଏକ ପ୍ରସ୍ତାବ ନେଇ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିବେ ବୋଲି କହିଛନ୍ତି। ଅନ୍ୟ ରାଜ୍ୟମାନେ ମଧ୍ୟ ସାହସିକତା ପୁରସ୍କାର ପ୍ରାପ୍ତ ଯବାନଙ୍କୁ ପୋଲିସରେ ସାମିଲ କରିବାକୁ ଚେଷ୍ଟା କରିବେ ବୋଲି ଉକ୍ତ ଚିଠିରେ ଉଲ୍ଲେଖ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ସହ କୁକୁରକୁ ହତ୍ୟା କଲେ ଡାକ୍ତର, କ୍ଲିନିକ୍‌ ପରିସରରେ ଗାତ କରି ପୋତିଦେଲେ

ଭୋପାଳ,୨୧।୨: ମଧ୍ୟପ୍ରଦେଶରେ ଏକ ଲୋମହର୍ଷଣକାରୀ ଘଟଣା ସାମ୍ନାକୁ ଆସିଛି। ଜଣେ ଡାକ୍ତର ଅବୈଧ ସମ୍ପର୍କକୁ ଲୁଚାଇବା ପାଇଁ ପ୍ରେମିକାଙ୍କୁ ହତ୍ୟା କରି ପୋତି ପକାଇଥିଲେ। ତେବେ...

ହ୍ବାଟସ୍‌ ଆପ୍‌ ଗ୍ରୁପ୍‌ରେ ସଦସ୍ୟ ଆପତ୍ତିଜନକ ପୋଷ୍ଟ୍‌ କଲେ ଦାୟୀ ନୁହନ୍ତି ଆଡମିନିଷ୍ଟ୍ରେଟର, ହାଇକୋର୍ଟ…

ଚେନ୍ନାଇ, ୨୭।୧୨: ହ୍ବାଟସ୍‌ ଆପ୍‌ ଗ୍ରୁପ୍‌ରେ ସଦସ୍ୟଙ୍କ ଦ୍ୱାରା କରାଯାଉଥିବା ଆପତ୍ତିଜନକ ପୋଷ୍ଟ୍‌ ପାଇଁ ଆଡମିନିଷ୍ଟ୍ରେଟର ଦାୟୀ ହେବେ ନାହିଁ। ମାଡ୍ରାସ୍‌ ହାଇକୋର୍ଟ ଏକ ମାମଲାର...

ବିକ୍ରମସିଙ୍ଘେଙ୍କୁ ଭେଟିଲେ ଭାରତୀୟ ପ୍ରତିନିଧି ଦଳ:…

କଲମ୍ବୋ,୨୭।୩ : ଭାରତର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଶ୍ରୀଲଙ୍କା ରାଷ୍ଟ୍ରପତି ରାନିଲ ବିକ୍ରମସିଙ୍ଘେଙ୍କୁ ଭେଟିଛନ୍ତି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ସଚିବ ପଙ୍କଜ...

ସ୍ଥିତି ସମୀକ୍ଷା ପରେ ଲକ୍‌ଡାଉନ ନେଇ ନିଆଯିବ ନିଷ୍ପତ୍ତି: ପାଓ୍ବାର

ମୁମ୍ବାଇ,୨୨।୧୧: ଭାରତରେ କରେନା ସଂକ୍ରମଣ ଥମିବାରେ ନାଁ ନେଉନି। କିଛି ଦିନର ବ୍ୟବଧାନ ପରେ ଭାରତରେ ପୁଣି କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ...

ବନ୍ଦେ ଭାରତ ରୁଟ୍‌ ପାର୍ଶ୍ୱରେ ବାଡ଼ ହେବ

ଚେନ୍ନାଇ,୨୩ା୯: ଆଗାମୀ ଦିନରେ ଅଧିକ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଚଳାଚଳ ପାଇଁ ରେଲ୍‌ଓ୍ବେ ଯୋଜନା କରୁତ୍ଛି। ଘଣ୍ଟାପ୍ରତି ୧୬୦ କିଲୋମିଟର ବେଗରେ ଯିବାକୁ ଥିବା ଏହି...

ଫ୍ରିଜ ବିସ୍ଫୋରଣ: ଜିଅନ୍ତା ଜଳିଗଲେ ନଣନ୍ଦ-ଭାଉଜ

ପାଟ୍‌ନା,୨୭ା୮: ମୁଜାଫରପୁର ଜିଲାରେ ଏକ ଦୁଃଖଦ ଘଟଣା ଘଟିଛି। ଫ୍ରିଜ୍‌ ବିସ୍ଫୋରଣ ହୋଇ ନଣନ୍ଦ ଏବଂ ଭାଉଜଙ୍କ ମୃତ୍ୟୁ ଘଟିଛି। ଜିଲାର ଦେଓରିଆ ଥାନା ଅନ୍ତର୍ଗତ...

କଂଗ୍ରେସରେ ଗଡ୍‌ସେ ଭକ୍ତଙ୍କ ଏଣ୍ଟ୍ରି ପରେ ଉଠିଲା ବିବାଦ

ଭୋପାଳ,୨୬।୨: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗୋଡସେଙ୍କ ଭକ୍ତ ବାବୁଲାଲ ଚୌରସିଆ କଂଗ୍ରେସରେ ଯୋଗ ଦେଇଛନ୍ତି। ଏହାକୁ ନେଇ କଂଗ୍ରେସରେ ବିବାଦ ଉଠିଛି।...

ମୋଷ୍ଟଓ୍ବାଣ୍ଟେଡ୍‌ ଗ୍ୟାଙ୍ଗଷ୍ଟାର ବିକାଶ ଦୁବେ ଏନ୍‌କାଉଣ୍ଟରରେ ନିହତ!

ଲକ୍ଷ୍ନୌ,୧୦।୭: ଉତ୍ତର ପ୍ରଦେଶର ମୋଷ୍ଟ ୱାଣ୍ଟେଡ ଗ୍ୟାଙ୍ଗଷ୍ଟର ବିକାଶ ଦୁବେ ଗିରଫ ହେବାର ଗୋଟିଏ ଦିନ ପରେ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ଉତ୍ତର ପ୍ରଦେଶ ପୋଲିସ...

Advertisement
Archives

Model This Week