ସାହାଯ୍ୟ ମାଗିଲେ ଗୁପ୍‌ଚୁପ୍‌, ଆଖୁରସ ବ୍ୟବସାୟୀ

ସମ୍ବଲପୁର,୧୦।୪(ବ୍ୟୁରୋ) ବର୍ତ୍ତମାନ କରୋନା କଟକଣା ଓ ଲକ୍‌ ଡାଉନ ଯୋଗୁ ସମ୍ବଲପୁରରେ ଗୁପ୍‌ଚୁପ୍‌ ଓ ଆଖୁ ରସ ବିକ୍ରି ବନ୍ଦ ରହିଛି। ଏହାଦ୍ୱାରା ଆଖୁରସ ଓ ଗୁପଚୁପ ବିକ୍ରି କରି ପରିବାର ପ୍ରତିପୋଷଣ କରୁଥିବାର ଦୋକାନୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏଣୁ ସହରର ବିଭିନ୍ନ ଅଞ୍ଚଳର ଗୁପ୍‌ଚୁପ୍‌ ଓ ଆଖୁରସ ବ୍ୟବସାୟୀ ଏବଂ ପରିବାରର ସଦସ୍ୟ ଏକଜୁଟ ହୋଇ ଶୁକ୍ରବାର ସମ୍ବଲପୁର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଲକ୍‌ ଡାଉନରେ ସେମାନଙ୍କ ଠେଲା ବନ୍ଦ ରହିଛି । ପରିବାର ପ୍ରତିପୋଷଣ କରିବା କଷ୍ଟକର ହୋଇପଡିଛି ବୋଲି ଦର୍ଶାଇ ସେମାନେ ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ। ଜିଲାପାଳ ଶୁଭମ୍‌ ସକ୍‌ସେନାଙ୍କୁ ଫୋନ୍‌ ଯୋଗେ ସମସ୍ୟା ଜଣାଇବା ପରେ ସମ୍ବଲପୁର ମହାନଗର ନିଗମର ଅଧିକାରୀ ଯୁଗଳେଶ୍ୱରୀ ଦାଶଙ୍କ ସହ ଯୋଗାଯୋଗ କରିବା ପାଇଁ ପରାମର୍ଶ ଦେଇଥିଲେ।ତେବେ ମହାନଗର ନିଗମ କର୍ତ୍ତୃପକ୍ଷ ସମସ୍ୟାର ସମାଧାନ କରି ସୁବିଧା ଯୋଗାଇ ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧ ଭିତରକୁ ପଶିଗଲା କୁକୁଡା ବୋଝେଇ ପିକଅପ ଭ୍ୟାନ

ପୁରୁଣାକଟକ, ୨୬ା୪(ଡି.ଏନ.ଏ.): ବୌଦ୍ଧ ଜିଲା ଖୋର୍ଦ୍ଧା-ବଲାଙ୍ଗୀର ୫୭ନମ୍ବର ଜାତୀୟ ରାଜପଥର ପୁରୁଣାକଟକ ଥାନା ଅଧୀନ ବଡବନ୍ଧ ନିକଟରେ ଏକ କୁକୁଡା ବୋଝେଇ ଭ୍ୟାନ ରବିବାର ସକାଳେ...

ଦକ୍ଷିଣ ଓଡ଼ିଶାରେ ଭୂମିକମ୍ପ

ଦାରିଙ୍ଗବାଡି/ଜି.ଉଦୟଗିରି/ଭଞ୍ଜନଗର/ପାରଳାଖେମୁଣ୍ଡି,୮ା୧: କନ୍ଧମାଳ ଜିଲା ଦାରିଙ୍ଗବାଡି, ଜି. ଉଦୟଗିରି, ବାଲିଗୁଡା, ରାଇକିଆ ସମେତ ଗଞ୍ଜାମର ଭଞ୍ଜନଗର ଓ ଗଜପତି ଜିଲା ମୋହନା ବ୍ଲକର କେତେକ ଅଞ୍ଚଳରେ ଶୁକ୍ରବାର...

ମୃତ୍ୟୁଞ୍ଜୟଙ୍କ ଶିକ୍ଷାଦାନ ନିଶା

ହାଟଡିହୀ,୨୬ା୨(ଡି.ଏନ.ଏ.)-ମୃତ୍ୟୁଞ୍ଜୟଙ୍କ ବୟସ ୪୦ ବର୍ଷ। ପେସାରେ ଜଣେ ସରକାରୀ ଶିକ୍ଷକ। କିନ୍ତୁ ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ କରିବା ତାଙ୍କର ନିଶା। ଏଥିଲାଗି ସେ କୌଣସି ଅର୍ଥ ନିଅନ୍ତି...

ସହାୟତା ଦାବି କଲା କଳାକାର ସଂଘ

କଣ୍ଟାବାଞ୍ଜି, ୨୦ା୧୦(ଡି.ଏନ.ଏ.) ବଲାଙ୍ଗୀର ଜିଲା କଣ୍ଟାବାଞ୍ଜ ଏନଏସି ସହରାଞ୍ଚଳରେ ଥିବା କଳାକାରଙ୍କୁ ଚିହ୍ନଟ କରାଯାଇ ନାହିଁ। ଏଥିଯୋଗୁ ସେମାନେ ବିଭିନ୍ନ ସରକାରୀ ଯୋଜନାରୁ ବଞ୍ଚିତ ରହିଛନ୍ତି।...

ଦେବଗଡ଼ ପୌର ନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଝାରସୁଗୁଡ଼ା ଅଫିସ,୭।୭: ଦେବଗଡ଼ ପୌର ନିର୍ବାହୀ ଅଧିକାରୀଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଚଢ଼ାଉ କରିଛି। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦେବଗଡ଼ ପୌର ନିର୍ବାହୀ ଅଧିକାରୀ...

ପୋଖରୀ, ନାଳ ପାଣି ଭରସା

ପଦ୍ମପୁର, ୩୧।୮(ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ସାନକୃଷ୍ଣପୁର ପଞ୍ଚାୟତ ତେନ୍ତୁଳି ଆଡିଆ ଗ୍ରାମ ଲୋକଙ୍କୁ ଏବେ ଭରସା ପୋଖରୀ ଓ ନାଳ ପାଣି। ୮...

ପିତବାସପୁରରେ ବହପୁଛେ କିଡ଼୍‌ନୀ ରୋଗ୍‌: ଚେତି ଶୁଇଛେ ସୁଆସ୍‌ତିଅ ବିଭାଗ

କୋକସରା, ୮ା୭( ଡି.ଏନ୍‌.ଏ):  କୋକସରା ବ୍ଲକ ଲଡ଼ୁଗାଁ ପଁଚେତ୍‌ ପିତବାସପୁର ଗାଁରେ କିଡ଼୍‌ନୀ ରୋଗ୍‌ ବହପିବାରେ ଲାଗିଛେ। ଇ ରୋଗ୍‌ରେ ବଛ୍‌ରେ ଭିତରେ ଝନ୍‌କର ମୁରତୁ...

ସମ୍ବଲପୁର ବିଶ୍ୱବିଦ୍ୟାଳୟ କର୍ମଚାରୀଙ୍କ ଆତ୍ମାହୁତି ଘଟଣା: କୁଳପତିଙ୍କ ସମେତ ୩ ଜଣଙ୍କୁ ଆଗୁଆ ଜାମିନ

କଟକ ଅଫିସ, ୩ା୭: ସମ୍ବଲପୁର ବିଶ୍ୱବିଦ୍ୟାଳୟର ଠିକା କର୍ମଚାରୀ ଦୀନବନ୍ଧୁ ମିଶ୍ରଙ୍କ ଆତ୍ମାହୁତି ଘଟଣାରେ ଶୁକ୍ରବାର କୁଳପତି ପ୍ରଫେସର ସଞ୍ଜୀବ ମିତଲ, ୱାର୍ଡନ ବିଶ୍ୱଜିତ୍‌ ଶତପଥୀ...

Advertisement


Archives

Model This Week