ସାହାରପଡ଼ା ବ୍ଲକର ଦ୍ୱିତୀୟ କରୋନା ପଜିଟିଭ ଚିହ୍ନଟ

ପାଟଣା,୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ସିଲିପଦା ପଞ୍ଚାୟତର ଜଣେ ୫୫ ବର୍ଷୀୟ ବ୍ୟକ୍ତି କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ମଙ୍ଗଳବାର ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଏହାକୁ ମିଶାଇ ସାହାରପଡ଼ା ବ୍ଲକରେ ପଜିଟିଭ ସଂଖ୍ୟା ୨ରେ ପହଞ୍ଚିଛି।
ତେବେ ନୂଆ ଆକ୍ରାନ୍ତ ଜଣଙ୍କ ଗୁଜୁରାଟ ବରଡ଼ା ଜିଲାରେ ଏକ କ୍ୟାଣ୍ଟିନରେ ରୋଷେୟା ଭାବେ କାମ କରୁଥିଲେ। ମେ’ ୩୦ରେ ସେ ଓଡ଼ିଶା ଆସି ପଞ୍ଚାୟତସ୍ଥିତ କ୍ୱାରାଣ୍ଟାଇନ ସେଣ୍ଟରରେ ରହୁଥିଲେ। ବିଡିଓ ଭାଗିରଥି ମଲ୍ଲିକ, ଡା. ଶ୍ୟାମସୁନ୍ଦର ଟୁଡୁ, ଡା. ସୁମନ ସାନୁଜିତ ଆଚାର୍ଯ୍ୟ, ପାଟଣା ଥାନାଧିକାରୀ ସୋମନାଥ ଜେନା ଓ ବିପିଏମ୍‌ ବିରେନ କୁମାର ମହାନ୍ତଙ୍କ ଉପସ୍ଥିତିରେ ସୋମବାର ରାତିରେ ତାଙ୍କୁ କେନ୍ଦୁଝର ରାଙ୍କିସ୍ଥିତ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତରେ ୪ ଗୋରୁ ମୃତ

କେନ୍ଦୁଝର, ୨୧।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ସଦର ବ୍ଲକ ରାଇକଳା ପଞ୍ଚାୟତ ସଣ୍ଡିଆପୋଷି ଗ୍ରାମରେ ସୋମବାର ଅପରାହ୍ନରେ ବଜ୍ରପାତ ହୋଇ ଭଦ୍ରୁ ନାଏକଙ୍କର ୩ଟି ଗାଈ ଏବଂ ଶରତ...

ସରକାରଙ୍କ କରୋନା ଚିନ୍ତା: ଗଞ୍ଜାମ ଜିଲାକୁ ଗଲେ ୪ ଡିଏସ୍‌ପି

କଟକ ଅଫିସ,୫।୭- ଗଞ୍ଜାମ ଜିଲାରେ ବଢୁଥିବା କରୋନା ସଂକ୍ରମଣ ଏବେ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇ ଦେଇଛି। ସରକାରଙ୍କ କଟକଣାକୁ ଲୋକମାନେ ମାନିବାରେ ଅବହେଳା କରୁଛନ୍ତି।...

ରେକର୍ଡ କଲା ଭାରତ, ୭୫ ପ୍ରତିଶତ ବୟସ୍କଙ୍କ ଟିକାକରଣ…

ନୂଆଦିଲ୍ଲୀ, ୩୦।୧ : ଭାରତ ପୁଣି ନୂଆ ରେକର୍ଡ କରିଛି। ସାର୍ବଜନୀକ ଟିକାକରଣ ଅଭିଯାନରେ ଦେଶର ୭୫ ପ୍ରତିଶତ ବୟସ୍କଙ୍କୁ ଟିକା ପ୍ରଦାନ କରାଯାଇଛି। ଏନେଇ...

ମନୋଜ ଜେନା ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତ ଭାଲୁ ଗିରଫ

ବ୍ରହ୍ମପୁର ଅଫିସ,୨୯ା୬: ଆସିକା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ତଥା ମଦ ବ୍ୟବସାୟୀ ମନୋଜ ଜେନାଙ୍କୁ ଗୁଳିକରି ହତ୍ୟା ଘଟଣାରେ ବ୍ରହ୍ମପୁର ପୋଲିସ ଶୁକ୍ରବାର ମୁଖ୍ୟ...

ଛାତ୍ରୀଙ୍କ ମୃତ୍ୟୁ ନେଇ ଉତ୍ତେଜନା

କପ୍ତିପଦା,୩୦।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧିନସ୍ଥ ନୂତନ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରୀନିବାସରେ ଜଣେ ଛାତ୍ରୀଙ୍କର ମୃତ୍ୟୁ ଘଟିଛି। ମୃତା ଛାତ୍ରୀ ଜଣକ ହେଲେ...

CORONAVIRUS UPDATE: ରାଜ୍ୟରୁ ଆଜି ୩,୯୧୩ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧,୫୦, ୮୦୭ବୃଦ୍ଧି

ଭୁବନେଶ୍ୱର,୧୩ା୯(ବ୍ୟୁରୋ): ରବିବାର ମୋଟ୍‌ ୩୦ ଜିଲାରୁ ୩,୯୧୩ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୦, ୮୦୭ରେ ପହଞ୍ଚିଥିବା...

ଗଡୁନି ଗାଡ଼ି, ଚିନ୍ତାରେ ଚାଳକ

ବଇଣ୍ଡା, ୮ା୬(ଡି.ଏନ.ଏ.)  ବଞ୍ଚିବା ପାଇଁ ବାଛିଥିବା ବାଟରୁ ରୋଜଗାର ମିଳୁନି। କରୋନା କଟକଣା ଯୋଗୁ ବୃତ୍ତିରେ ତାଲା ପଡିଛି। ଏବେ ସଂକ୍ରମଣ ଭୟଠାରୁ ବଳିଯାଇଛି ପେଟପାଟଣା ଚିନ୍ତା।...

ରେଳ ବିଭାଗ ଅଧୀନ ରାସ୍ତାର ଦୁରବସ୍ଥା

କେନ୍ଦୁଝର,୨୪।୮ (ସ୍ବ.ପ୍ର.)- ରେଳପଥ ବିକାଶରେ ସହାୟକ ହେଉଥିବା କୁହାଯାଉଥିବା ବେଳେ ରେଳ ବିଭାଗ ଅଧୀନରେ ଥିବା ରାସ୍ତାର ଦୁରବସ୍ଥା ଏକ ଭିନ୍ନ ଚିତ୍ର ବୟାନ କରୁଛି।...

Advertisement
Archives

Model This Week