ସାହିତ୍ୟ ବଞ୍ଚାଇବାକୁ ହେଲେ ଭାଷା ବଞ୍ଚିବା ଜରୁରୀ

ଫୁଲବାଣୀ ଅଫିସ,୧୦ା୨-ଆମ ସାହିତ୍ୟ, ସଂସ୍କୃତି ଓ ପରମ୍ପରା ବଞ୍ଚାଇବାକୁ ହେଲେ ଆମ ମାଟି ମା’ର ଭାଷାକୁ ବଞ୍ଚାଇବାକୁ ପଡ଼ିବ। ଫୁଲବାଣୀ ବିଜୁ କଲ୍ୟାଣ ମଣ୍ଡପ ପରିସରରେ ରବିବାର ଅନୁଷ୍ଠିତ କାଦମ୍ବିନୀ ସାହିତ୍ୟ ମହୋତ୍ସବରେ ଅତିଥି ଭାବେ ଯୋଗଦେଇ ପୂର୍ବତନ ଏମ୍‌ପି ତଥା ସିନେ ଅଭିନେତା ସିଦ୍ଧାନ୍ତ ମହାପାତ୍ର ଏହା କହିଛନ୍ତି। ମହୋତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ସାହିତି୍ୟକା ଡ. ପ୍ରବୀଣା ମହାନ୍ତି, ଜୟନ୍ତୀ ରଥ, ବିଧାୟକ ଅଙ୍ଗଦ କହଁର, ଜିଲା ପରିଷଦ ଅଧ୍ୟକ୍ଷା ଆକାଂକ୍ଷା ପ୍ରଧାନ, ଜିଲାପାଳ ଡା. ବୃନ୍ଦା ଡି. ପ୍ରମୁଖ ଅତିଥି ଭାବେ ଉପସ୍ଥିତ ରହି କନ୍ଧମାଳର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ନେଇ ଓଡ଼ିଆ ଓ କୁଇ ସାହିତ୍ୟ ରଚନା ଉପରେ ଆଲୋକପାତ କରିଥିଲେ ା ଜିଲା ଲେଖକ ସାମ୍ମୁଖ୍ୟ ସଭାପତି ରବୀନ୍ଦ୍ର ନାଥ ମିଶ୍ର ଏଥିରେ ପୌରହିତ୍ୟ କରିଥିବା ବେଳେ କାଦମ୍ବିନୀର ପ୍ରତିଷ୍ଠାତା ଏମ୍‌ପି ଅଚ୍ୟୁତ ସାମନ୍ତ ପ୍ରାରମ୍ଭିକ ସୂଚନା ଓ ସମ୍ପାଦିକା ଇତିଶ୍ରୀ ସାମନ୍ତ ଧନ୍ୟବାଦ ଅର୍ପଣ କରିଥିଲେ ା ଏହି ଅବସରରେ କାଦମ୍ବିନୀ ପତ୍ରିକା ସମେତ ଅନେକ ବହି ଉନ୍ମୋଚନ କରାଯାଇଥିଲା ା ଏଥିସହ କନ୍ଧମାଳ ଓ ବୌଦ୍ଧ ଜିଲାର ଲେଖିକା, ଲେଖକମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ା ପରେ କବି ଓ କବିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ା ଏଥିରେ ସାହିତି୍ୟକା ସୁଷମା ମିଶ୍ର ସଭାପତିତ୍ୱ କରିଥଲେ। ବହୁ କବି ସେମାନଙ୍କ ସ୍ବରଚିତ କବିତା ପାଠ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼

ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri