ସାହି ଗଳିରେ ବାଡ଼ ପଡ଼ିଲା

ପୁରୀ ଅଫିସ,୪।୪: ପୁରୀ ଜିଲାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲାବାସୀ ଭୟଭୀତ ହୋଇପଡିଛନ୍ତି। ଏହି ପ୍ରାଣଘାତି ଭୂତାଣୁକୁ ନେଇ ସବୁଠି ଚାଲିଛି ଚର୍ଚ୍ଚା। ତେବେ ପୁରୀ ସହରରେ ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳିଛି। ବିଭିନ୍ନ ସାହିଗଳି ପ୍ରବେଶ ପଥରେ ବାଡ଼ ପକାଯାଇଛି। ବାହାର ଲୋକେ ଯେପରି ସେମାନଙ୍କ ସାହିଗଳିକୁ ନ ପଶିବେ ସେଥିପାଇଁ ଏହି ବାଡ଼ ପକାଇଛନ୍ତି। ଏପରିକି ସହର ଉପକଣ୍ଠରେ ବି ଗ୍ରାମବାସୀ ଗାଁ ପ୍ରବେଶ ପଥରେ ବାଡ଼ ପକାଇ ଅବରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଜଙ୍ଗରେ ମରୁଡିର ପଦଧ୍ୱନୀ : ତଳିକୁ ଦେଖି ଟଳିପଡ଼ିଲେ ଚାଷୀ

କୁଜଙ୍ଗ,୨୩ା୭(ସ୍ବ.ପ୍ର.): ଶ୍ରାବଣ ମାସ ଆରମ୍ଭ ହୋଇଯାଇଥିଲେ ମଧ୍ୟ ବର୍ଷା ଦେଖାନାହିଁ। ଏଥିଯୋଗୁ ଜଗତ୍‌ସିଂହପୁର ଜିଲାର ଉପକୂଳ କୁଜଙ୍ଗ ଅଞ୍ଚଳରେ ମରୁଡ଼ିର ପଦଧ୍ୱନୀ ଶୁଣାଗଲାଣି। ବହୁ କଷ୍ଟରେ...

ହାତୀଙ୍କ ପାଇଁ ବନ ବିଭାଗର ନୂଆ ପଦକ୍ଷେପ

କେନ୍ଦୁଝର,୨୩ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଦେଇ ଯାଇଥିବା ୨୦ ଏବଂ ୪୯ ନମ୍ବର ଜାତୀୟ ରାଜପଥରେ ହାତୀମାନଙ୍କ ଯାତାୟାତରେ ବାଧକ ସୃଷ୍ଟି ହୋଇଛି। ଏଥିପାଇଁ ଅନେକ ସ୍ଥାନରେ...

ବନ୍ୟାରେ ୧୨ ପାନୀୟ ଜଳ ପ୍ରକଳ୍ପ କ୍ଷତିଗ୍ରସ୍ତ

ସୋନପୁର,୧୮।୮(ନି.ପ୍ର.):ଲଘୁଚାପ ଜନିତ ଲଗାଣ ବର୍ଷା ଓ ବନ୍ୟା ଯୋଗୁଁ ସୁବର୍ଣ୍ଣପୁର ଜିଲାରେ ବ୍ୟାପକ କ୍ଷତି ଘଟିଛି। ପାଣି ଜମି ରହିବା ଫଳରେ ହଜାର ହଜାର ଏକର...

୪୪ ଦିନ ଧାରଣାରେ ପୂର୍ଣ୍ଣଚ୍ଛେଦ: ସୁମିତଙ୍କ ଘରେ ରହିବେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୪।୧: ଶେଷରେ ୪୪ ଦିନ ଧାରଣାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ। ବହୁଚର୍ଚ୍ଚିତ ତପସ୍ବିନୀ ଦାଶ-ସୁମିତ ସାହୁ ବୈବାହିକ ଜୀବନରେ ବିବାଦ ମାମଲାରେ ଛତ୍ରପୁର ଜିଲା କୋର୍ଟ...

ଉଗ୍ରତାରା ଛକରୁ ଲୁଟ୍‌ ହୋଇଥିବା କୋଟିଏରୁ ଊର୍ଦ୍ଧ୍ୱ ମୂଲ୍ୟର ସିଗାରେଟ୍‌ ଦିଲ୍ଲୀରୁ ଜବତ: ୨ ଗିରଫ

ଖୋର୍ଦ୍ଧା ଅଫିସ, ୪।୧୨: ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଉଗ୍ରତାରା ଛକରୁ ଚୋରି ହୋଇଥିବା ୧ କୋଟି ୨ ଲକ୍ଷ ଟଙ୍କାର ୨୩୮ କାର୍ଟୁନ ସିଗାରେଟ୍‌...

ମାନସଙ୍କ ମାରାଥନ୍‌ ପ୍ରଚାର: ଘରକୁ ଘର ବୁଲି ଭୋଟଭିକ୍ଷା

ବାଲେଶ୍ୱର ଅଫିସ, ୨୧।୪-ବାଲେଶ୍ୱର ସଦର ନିର୍ବାଚନମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ମାନସ ଦାସପଟ୍ଟନାୟକ ପ୍ରଚାରକୁ ଜୋରଦାର୍‌ କରିବା ସହ ନେତା ଓ କର୍ମୀଙ୍କ ସହ ମିଶି ଘରକୁ...

୫ ବର୍ଷ ଧରି ଶୁଣୁନି ଜିଲା ପ୍ରଶାସନ: ସହାୟତାରୁ ବଞ୍ଚିତ ଦିବ୍ୟାଙ୍ଗ ଦେବରାଜ

ଗୋପ, ୧୫।୯(ଡି.ଏନ୍‌.ଏ.): ଗୋପ ବ୍ଲକ୍‌ ଅଧୀନ ଜଙ୍ଗଲବୋରି ପଞ୍ଚାୟତସ୍ଥିତ ମଧୁବନ ଗ୍ରାମର ଦିବ୍ୟାଙ୍ଗ ଦେବରାଜ ସାହୁ ୫ବର୍ଷ ଧରି ମୋଟରଚାଳିତ ଟ୍ରାଇସାଇକେଲ ପାଇଁ ଆବେଦନ କରି...

ଅଭିଯୁକ୍ତ ଟିଉଶନ ସାର୍‌ ଗିରଫ

ଭୁବନେଶ୍ୱର/ ସମ୍ବଲପୁର,୨୩।୧୨(ବ୍ୟୁରୋ): ଭୁବନେଶ୍ୱର ବଡ଼ଗଡ଼ ଥାନା ଅଞ୍ଚଳରୁ ଦୁଇ ଛାତ୍ରୀଙ୍କୁ ଅପହରଣ କରି ନେଇଥିବା ଟିଉଶନ୍‌ ସାର୍‌ ଗୋପାଳକୃଷ୍ଣ ବାଡ଼ତିଆଙ୍କୁ ପୋଲିସ ସମ୍ବଲପୁର ଅଇଁଠାପାଲି ଅଞ୍ଚଳରୁ...

Advertisement
Archives

Model This Week