ସିଂଲା ଦୋଳବାଡ଼ ଗ୍ରାମରେ ୧୪୪ ଧାରା ଜାରି

ବସ୍ତା,୨୬।୯(ସ୍ବ.ପ୍ର)- ବାଲେଶ୍ୱର ଜିଲା ସିଂଲା ଥାନା ଅନ୍ତର୍ଗତ ଦୋଳବାଡ଼ ଗାଁରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଥିବା ଜଣାପଡ଼ିଛ। ଜନୈକ ପରିବାର ଗ୍ରାମରେ ଥିବା ମନ୍ଦିର ପାଖ ସରକାରୀ ରାସ୍ତାକୁ ଘରୋଇ ଭାବେ ବ୍ୟବହାର କରିବାକୁ କେନ୍ଦ୍ର କରି ଉତ୍ତେଜନା ପ୍ରକାଶ ପାଇଥିଲା। ଏ ନେଇ ଉପଜିଲାପାଳ ନୀଲୁ ମହାପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ବସ୍ତା ତହସିଲଦାର ନରେନ୍ଦ୍ର ଖମାରୀ, ଅତିରିକ୍ତ ତହସିଲଦାର ମୋହିନୀ କୁମାର ନାୟକ, ସିଂଲା ପୋଲିସ ସଦଳବଳେ ସେଠାରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ପରେ ଗଣ୍ଡଗୋଳ ଆଶଙ୍କାକୁ ଦୃଷ୍ଟିରେ ରଖି ୧୪୪ ଧାରା ଜାରି କରାଯାଇଥିବା ପ୍ରଶାସନ ପକ୍ଷରୁ କହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ବାଲେଶ୍ୱର ଅଫିସ, ୧୪।୪- କରୋନା ସଂକ୍ରମଣଜନିତ ପରିସ୍ଥିତିର ମୁକାବିଲା ପାଇଁ ବିଭିନ୍ନ ସ୍ବୟଂ ସହାୟିକା ଗୋଷ୍ଠୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ମଙ୍ଗଳବାର ସହାୟତା ରାଶି...

ଜନ୍ମବେଦିରେ ସରିଲା ଲୀଳାଖେଳା; ରତ୍ନବେଦିକୁ ଫେରିଲେ ତିନି ଠାକୁର

ବାରିପଦା ଅଫିସ,୧୫।୭- ଜନ୍ମବେଦିରେ ଲୀଲାଖେଳା ସାରି ତିନି ଠାକୁର ରବିବାର ବଡ ଦେଉଳକୁ ଫେରିଛନ୍ତିି। ରବିବାର ବିଳମ୍ବିତ ରାତିରେ ବଡ଼ ଦେଉଳକୁ ପହଣ୍ଡି ବିଜେ ହୋଇଛନ୍ତି...

ସଙ୍ଗରୋଧ କେନ୍ଦ୍ରରୁ ଲୁଚି ପଳାଉଥିବା ଯୁବକ ଅଟକ

ଖଇରା,୨୦।୫(ଡି.ଏନ.ଏ): ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ବଡ ଜୟିପୁର ହାଇସ୍କୁଲର ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର ବା ସଙ୍ଗରୋଧ କେନ୍ଦ୍ରରୁ ଲୁଚି ଘରକୁ ପଳାଇ ଯାଉଥିବା...

ବିଦ୍ୟୁତ ସଂସ୍ପର୍ଶରେ ଆସି କର୍ମଚାରୀ ଗୁରୁତର

ବସ୍ତା, ୧୪।୧(ଡି.ଏନ.ଏ.)-ବସ୍ତା ଥାନା ଅନ୍ତର୍ଗତ ସଦାନନ୍ଦପୁର ଗ୍ରାମ ନିକଟରେ ବସ୍ତା ବିଦ୍ୟୁତ୍‌ ବିଭାଗର କର୍ମଚାରୀ ହେମନ୍ତ କୁମାର ରଣା ଖୁଣ୍ଟରେ ଚଢ଼ି ମରାମତି କରୁଥିବା ବେଳେ...

ଜୀବନ, ଜୀବିକା ସୁରକ୍ଷା ଦାବିରେ ବିକ୍ଷୋଭ

ବାଲେଶ୍ୱର ଅଫିସ, ୨୯।୮-ବାଲେଶ୍ୱର ଫକୀରମୋହନ ଗୋଲେଇରେ କରୋନା ମହାମାରୀ ସମୟରେ ଜୀବନ ଓ ଜୀବିକାର ସୁରକ୍ଷା ଦାବିରେ ଉତ୍କଳ ମହିଳା ସମିତି, ଅଖିଳ ଭାରତ ଗଣତାନ୍ତ୍ରିକ...

ଛାତ୍ରଙ୍କୁ ମାଡ଼ ମାରିବା ଘଟଣା: ଶିକ୍ଷୟିତ୍ରୀ ନିଲମ୍ବିତ

ବସ୍ତା ୧୧।୭,(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ମୁଳିଦା ପ୍ରାଥମିକ ବିଦ୍ୟାଳୟର ଜଣେ ଛାତ୍ରଙ୍କୁ ମାଡ଼ ମାରିବା ଘଟଣାରେ ଗୁରୁବାର ଶିକ୍ଷୟିତ୍ରୀ ସଂଘମିତ୍ରା ବେହେରାଙ୍କୁ ନିଲମ୍ବନ...

ଅବକାରୀ ଭ୍ୟାନ୍‌କୁ ଧକ୍କା ଲଗାଇ ଖସିଗଲେ ମଦ ବେପାରୀ, ଡ୍ରାଇଭର

ଭଦ୍ରକ ଅଫିସ, ୧୬।୭ – କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗର ଏକ ସ୍ବତନ୍ତ୍ର ଟିମ୍‌ ସୋମବାର ଭୋର ସମୟରେ ଚଢ଼ାଉ କରି ୧୬ ନମ୍ବର ଜାତୀୟ...

ସରପଞ୍ଚଙ୍କୁ କରୋନା

ବାଲେଶ୍ୱର ଅଫିସ,୧୭ା୫: ରବିବାର ବାଲେଶ୍ୱର ଜିଲାରେ ୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସିମୁଳିଆ ବ୍ଲକର ଜଣେ ସରପଞ୍ଚ  ପଜିଟିଭ୍‌ ଚିହ୍ନଟ ହେବାସହ ଉକ୍ତ...

Advertisement
Archives

Model This Week