ସିଂହାସନୀ ପୀଠରେ ୧୪୪ ଧାରା: ପୂଜାର୍ଚ୍ଚନାରେ ସୀମିତ ରଜପର୍ବ

ପୋଲସରା,୧୪ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପୋଲସରା ବ୍ଲକ ପାଣ୍ଡିରିପଡ଼ା ପଞ୍ଚାୟତ କସିପଡ଼ାସ୍ଥିତ ସିଂହାସନୀ ପୀଠରେ ବେଶ୍‌ ଧୁମ୍‌ଧାମ୍‌ରେ ରଜପର୍ବ ପାଳିତ ହୋଇ ଆସୁଥିବାବେଳେ ଚଳିତବର୍ଷ କରୋନା କଟକଣା ଯୋଗୁ ବନ୍ଦ ପାଇଁ ନିଷ୍ପତ୍ତି ହୋଇଥିଲା। ବିଗତ ବର୍ଷ ମାନଙ୍କ ପରି ଚଳିତବର୍ଷ ଏଠାରେ ଗହଳିଚହଳି ଦେଖିବାକୁ ମିଳି ନ ଥିଲା। ପ୍ରଶାସନର କଟକଣା ଯୋଗୁ କେବଳ ମନ୍ଦିର ପରିସରରେ ପୂଜକଙ୍କ ଦ୍ୱାରା ପୂଜାର୍ଚ୍ଚନା ମଧ୍ୟରେ ସୀମିତ ରହିଗଲା ଐତିହାସିକ ରଜପର୍ବ। ମନ୍ଦିର ପରିସରରେ ୧୪୪ ଧାରା ଜାରି କରିଥିଲା ପ୍ରଶାସନ। ପୂଜକ କେବଳ ରୀତିନୀତି ଅନୁଯାୟୀ ଠାକୁରଙ୍କୁ ମାର୍ଜଣା ପରେ ଆଳତି କରିଥିଲେ। ବର୍ଷକର ଏହି ଦିନକୁ ଅପେକ୍ଷା କରିଥିବା ଅଞ୍ଚଳବାସୀ ଓ ଭକ୍ତ ମା’ଙ୍କ ଦର୍ଶନ ନ ପାଇ ନିରାଶ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଲିଭ ରିଡ୍‌ଲେଙ୍କ ଅଣ୍ଡାଦାନ

ଗଞ୍ଜାମ,୯।୨(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମସ୍ଥିତ ଋଷିକୁଲ୍ୟା ମୁହାଣଠାରେ ଗତ ଦୁଇଦିନ ତଳେ ସାମାନ୍ୟ ଦକ୍ଷିଣା ପବନ ବୋହିବା ପରେ ଗତ ୫ ତାରିଖ ବିଳମ୍ବିତ...

ଧରା ପଡିଲା ପିଡିଏସ୍‌ ସାମଗ୍ରୀ କଳା ବଜାର

ରାଉରକେଲା ଅଫିସ,୧ା୪: ଲକ୍‌ ଡାଉନ ଭଳି ଦୁର୍ଦ୍ଦିନ ସମୟରେ ସରକାର ଖାଉଟିଙ୍କୁ ୩ ମାସର ଆଗୁଆ ଖାଉଟି ସାମଗ୍ରୀ ଯୋଗାଇ ଦେଇଥିବା ବେଳେ ଏହାକୁ କେତେକ...

କରୋନା ସନ୍ଦିଗ୍ଧଙ୍କ ସେବାରେ ନିୟୋଜିତଙ୍କୁ ପିପିଇ କିଟ୍‌ ଦେବ ପ୍ରଶାସନ: ପ୍ରସ୍ତୁତ କରୁଛନ୍ତି ମହିଳା ସଂଘ

ଛତ୍ରପୁର,୬ା୪(ଡି.ଏନ୍‌.ଏ.)- କରୋନା ସନ୍ଦିଗ୍ଧଙ୍କ ସଂସ୍ପର୍ଶରେ ଆସି ସେବା କରୁଥିବା ବ୍ୟକ୍ତିଙ୍କୁ ପିପିଇ (ବ୍ୟକ୍ତିଗତ ସୁରକ୍ଷା ଇକ୍ୟୁପ୍‌ମେଣ୍ଟ) କିଟ୍‌ ପ୍ରଶାସନ ପକ୍ଷରୁ ପ୍ରଦାନ କରାଯିବ। କରୋନା ସଂକ୍ରମଣ...

ହୋଲି ଖେଳସାରି କାଠଯୋଡ଼ିରେ ଗାଧୋଇବା ବେଳେ ବାଳକ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ନରାଜ,୧୦।୩ (ଡି.ଏନ୍‌.ଏ.): ହୋଲିରେ ରଙ୍ଗ ଖେଳି ଗାଧୋଇବା ବେଳେ କଟକ ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ନରାଜ ବ୍ୟାରେଜ ଅରିଲ ଗ୍ରାମ ନିକଟ କାଠଯୋଡ଼ି ନଦୀରେ...

ବାପାଙ୍କୁ ବଞ୍ଚାଇବାକୁ ଯାଇ ଭାସିଗଲେ ପୁଅ

ରାୟଗଡ଼ା ଅଫିସ, ୧୭।୧୦: ପରିବାର ଓ ସମ୍ପର୍କୀୟଙ୍କ ସହ ଗଜପତି ଜିଲା ପାରଳାଖେମୁଣ୍ଡିରୁ ରାୟଗଡ଼ା ବୁଲିବାକୁ ଆସିଥିଲେ। ସେଠାରେ ମା’ ମଝି ଘରିଆଣୀଙ୍କ ଦର୍ଶନ କରି...

ଜାଲ ଚିଠିରେ ଦରମା ବୃଦ୍ଧି

କେନ୍ଦୁଝର,୫ା୭: କେନ୍ଦୁଝର ଜିଲା ଶିକ୍ଷା ବିଭାଗରେ ଜାଲ ଚିଠିରେ ଶିକ୍ଷକଙ୍କ ବେତନ ବୃଦ୍ଧି କରାଯିବା ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାକୁ ଚପାଇ ଦେବାକୁ ଉଦ୍ୟମ...

କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା ହେଲା ପାତ୍ରପୁର,ସାମନ୍ତିଆପଲ୍ଲୀ

ପାତ୍ରପୁର,୧୮ା୬(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ୍‌ ହେଡ଼କ୍ୱାର୍ଟର ପାତ୍ରପୁର ଗ୍ରାମରେ ୩ଦେକାନୀଙ୍କ କରୋନା ରିପୋର୍ଟ ପଜିଟିଭ ଆସିବାପରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା ଦେଖାଦେଇଛି। ପାତ୍ରପୁର ବ୍ଲକ ପ୍ରଶାସନ ଜିଲାପାଳଙ୍କୁ...

ବିପଦ ସଙ୍କେତ ଉପରେ ଜଳକା

ରୂପସା/ବସ୍ତା, ୯।୯(ଡି.ଏନ.ଏ.): ବାଲେଶ୍ୱର ଜିଲାରେ ଲଗାଣ ବର୍ଷା ଯୋଗୁ ଜଳକା ନଦୀରେ ଜଳସ୍ତର ବଢ଼ିବାରେ ଲାଗିଛି। ବସ୍ତା ବ୍ଲକ ଅଧୀନ ମଥାନୀଠାରେ ବିପଦ ସଂକେତ ୫.୫୦...

Advertisement
Archives

Model This Week