Posted inଜାତୀୟ

ସିଆଚେନ୍‌ରେ ସେନାମୁଖ୍ୟ ନରାଓ୍ବଣେ: ଯବାନଙ୍କୁ କଲେ ପ୍ରଶଂସା

ଲେହ,୯।୧: ଭାରତୀୟ ସେନାମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଗୁରୁବାର ସିଆଚେନ୍‌ରେ ପହଞ୍ଚିଛନ୍ତି। ସେଠାରେ ମୁତୟନ ଥିବା ଯବାନଙ୍କୁ ନୂଆବର୍ଷର ଅଭିନନ୍ଦନ ଜଣାଇବା ସହିତ ସୁରକ୍ଷା ସ୍ଥିତି ଅନୁଧ୍ୟାନ କରିଛନ୍ତି। ଖରାପ ପାଗ ସତ୍ତ୍ୱେ ଭାରତୀୟ ଯବାନ ସେଠାରୁ ମୁତୟନ ଥିବାରୁ ସେ ସେମାନଙ୍କୁ ପ୍ରଶଂସା କରିଛନ୍ତି। ମୁତୟନ ଥିବା ଯବାନଙ୍କ ପାଖରେ ଆବଶ୍ୟକ ଖାଦ୍ୟ ପଦାର୍ଥ ଏବଂ ପୋଷାକ ଯେଭଳି ଠିକ୍‌ ସମୟରେ ପହଞ୍ଚିପାରିବ ସେ ନେଇ ଉଦ୍ୟମ ଅବ୍ୟାହତ ରହିଥିବା ସେ କହିଛନ୍ତି। ସୂଚନାଯୋଗ୍ୟ, ସେନାମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନରାଓ୍ବଣେ ପ୍ରଥମ ଥର ପାଇଁ ସିଆଚେନ୍‌ ପରିଦର୍ଶନରେ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କୁ ରାସ୍ତାରେ ବୁଲୁଥିବା ବେଘର-ରୋଗାକ୍ରାନ୍ତଙ୍କ ରିପୋର୍ଟ ତଲବ…

ଚେନ୍ନାଇ,୧୪।୧୦: ରାସ୍ତାରେ ବୁଲୁଥିବା ବେଘର ମାନସିକ ରୋଗୀ ତଥା ରୋଗାକ୍ରାନ୍ତଙ୍କ ରିପୋର୍ଟ ସରକାରଙ୍କୁ ତଲବ କରିଛନ୍ତି ମାଡ୍ରାସ୍‌ ହାଇକୋର୍ଟ। ଏହା ସହିତ ସରକାରୀ ଆଶ୍ରୟ ଶିବିରର...

ରାହୁଲଙ୍କ ‘ରେପ କ୍ୟାପିଟାଲ’ ବୟାନକୁ ନେଇ ଦୁଃଖ ପ୍ରକାଶ କଲେ ରାଜନାଥ

ନୂଆଦିଲ୍ଲୀ,୧୩।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ରେପ କ୍ୟାପିଟାଲ’ ବୟାନକୁ ନେଇ ଶୁକ୍ରବାର ଲୋକ ସଭାରେ ହଙ୍ଗାମା ହୋଇଛି। ଲୋକ ସଭାରେ ମହିଳା ଏମ୍‌ପିମାନେ ଏହା...

ଦୁର୍ଦ୍ଦାନ୍ତ ମାଓବାଦୀ ଦମ୍ପତି ଗିରଫ

ରାଞ୍ଚି,୧୨।୧୧: ସିପିଆଇ ମାଓବାଦୀ ସଙ୍ଗଠନର ଦ୍ୱିତୀୟ ସର୍ବୋଚ୍ଚ ନେତା ପ୍ରଶାନ୍ତ ବୋଷ ଏବଂ ତାଙ୍କ ସ୍ତ୍ରୀ ଶୀଲା ମାରାଣ୍ଡିଙ୍କୁ ଶୁକ୍ରବାର ଝାଡ଼ଖଣ୍ଡ ପୋଲିସ ଗିରଫ କରିଛି। ...

‘ସବୁ ଧର୍ମର ଲୋକଙ୍କୁ ସ୍କୁଲ ଡ୍ରେସ୍‌ କୋଡ୍‌ ମାନିବାକୁ ପଡ଼ିବ’

ନୂଆଦିଲ୍ଲୀ,୨୧।୨: ଶିକ୍ଷାନୁଷ୍ଠାନରେ ହିଜାବ ପିନ୍ଧିବା ପ୍ରସଙ୍ଗ ଉପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ସମସ୍ତ ଧର୍ମ ସ୍କୁଲ...

କୃଷି ଆଇନ ଫେରାଇ ନେବାକୁ କଂଗ୍ରେସର ଦାବି: ସୁପ୍ରିମ୍‌କୋର୍ଟର ଦ୍ୱାରସ୍ଥ

ନୂଆଦିଲ୍ଲୀ, ୨୮।୯: କୃଷି ଆଇନ ଫେରାଇ ନେବାକୁ କଂଗ୍ରେସ ଦାବି କରିଛି। ଏହା ବିରୋଧରେ କେରଳର କଂଗ୍ରେସ ସଦସ୍ୟ ଟି.ଏନ୍‌. ପ୍ରତାପନ କୃଷି ଅଧିନିୟମକୁ ଚ୍ୟାଲେଞ୍ଜ୍‌...

‘ତେଜସ ବିମାନ କିଣିବା ଦ୍ବାରା ୫୦ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ’

ନୂଆଦିଲ୍ଲୀ,୧୪।୧: ସେନାର ଭେଟେରାନ୍ସ ଡେ’ ପାଳନ ଅବସରରେ ଅନୁଷ୍ଠିତ ସମାରୋହରେ ଗୁରୁବାର କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଯୋଗ ଦେଇଥିଲେ। ଏହି ଅବସରରେ ସେ...

ମଣିପୁରରେ ଭୂକମ୍ପ ଝଟକା

ଇମ୍ଫାଲ: ମଣିପୁରରେ ବିଳମ୍ବିତ ରାତିରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୮ ରେକର୍ଡ କରାଯାଇଥିବା ବେଳେ ଏହାର ଗଭୀରତା ୯୪ କିମି...

ଓଡ଼ିଶାର ନବମ ଶ୍ରେଣୀ ଛାତ୍ରଙ୍କୁ ପୁରସ୍କୃତ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୫।୧: ଚଳିତ ବର୍ଷ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ପାଇଛନ୍ତି ଓଡ଼ିଶାର ନବମ ଶ୍ରେଣୀ ଛାତ୍ର ଅନ୍ବେଷ ଶୁଭମ ପ୍ରଧାନ। ମେଧାବୀ ଛାତ୍ର ଭାବେ ତାଙ୍କୁ...

Advertisement
Archives

Model This Week