Posted inଜାତୀୟ

ସିଆଚେନ୍‌ରେ ହାତୁଡ଼ିରେ ପିଟିଲେ ଅଣ୍ଡା ବି ଫାଟୁନି: ଖାଦ୍ୟ ପାଇଁ ହନ୍ତସନ୍ତ ଯବାନ

ସିଆଚେନ୍‌, ୯।୬: ସିଆଚେନ୍‌ରେ ୨୦ ହଜାର ମିଟର ଉପରେ ଦେଶର ସୁରକ୍ଷା ପାଇଁ ମୁତୟନ ରହିଛନ୍ତି ସେନା ଯବାନ। ଯବାନଙ୍କ ପାଇଁ ବିଭିନ୍ନ ଖାଦ୍ୟ ସାମଗ୍ରୀ ହେଲିକପ୍ଟରରେ ପଠାଯାଉଛି। ତେବେ ମାଇନସ୍‌ ୬୦ ଡିଗ୍ରୀ ତାପମାତ୍ରାରେ ଅଣ୍ଡା ଭଜା ଲାଗି ଫଟାଇ ହେଉନି ଅଣ୍ଡା। ହାତୁଡ଼ିରେ ପିଟିଲେ ମଧ୍ୟ ଅଣ୍ଡା ଫାଟୁନି। ଏହାର ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହୋଇଛି। ସେହିପରି ଜୁସ୍‌ ବୋତଲ ବରଫ ପାଲଟି ଯାଉଛି। ଆଳୁ, ଟମାଟୋ ସମେତ ଅନ୍ୟ ପନିପରିବାର ଅବସ୍ଥା ମଧ୍ୟ ସମାନ ଏହାକୁ କାଟି ହେଉନି। ପ୍ରଥମେ ଏସବୁକୁ ଗରମ ପାଣିରେ ପକାଇ ପରେ ଏହାକୁ ରାନ୍ଧିବାକୁ ପଡୁଛି। କିଛି ଯବାନଙ୍କ ଦ୍ୱାରା ଅପଲୋଡ୍‌ କରାଯାଇଥିବା ଏହି ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI)…

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?