Posted inଜାତୀୟ

ସିଆଚେନ୍‌ ପହଞ୍ଚିଲେ ରାଜନାଥ

ନୂଆଦିଲ୍ଲୀ,୩।୬: ପ୍ରତିରକ୍ଷା ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ରାଜନାଥ ସିଂ ସୋମବାର ସିଆଚେନ୍‌ ଗ୍ଲାସିୟର ପହଞ୍ଚିଛନ୍ତି। ସେଠାରେ ସେ ସୁରକ୍ଷା ବ୍ୟବସ୍ଥା ଓ ଯବାନମାନଙ୍କ ସୁବିଧା ଅସୁବିଧା ସମ୍ପର୍କରେ ଆଲୋଚନା କରିବେ। ତାଙ୍କ ସହ ସେନା ମୁଖ୍ୟ ବିପିନ ରାଓ୍ବତ ମଧ୍ୟ ରହିଛନ୍ତି। ବିଶ୍ୱର ସର୍ବୋଚ୍ଚ ମିଲିଟାରୀ ପୋଷ୍ଟ ଭାବେ ପରିଚିତ ସିଆଚେନ୍‌ ଗ୍ଲାସିୟରରୁ ସେ ଶ୍ରୀନଗର ଯିବାର କାର୍ଯ୍ୟକ୍ରମ ରହିଛି। ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ନିରୋଧ ଅଭିଯାନ ସମ୍ପର୍କରେ ମଧ୍ୟ ଆଲୋଚନା ହେବ। ଏହାସହ ପାକିସ୍ତାନ ସୀମାକୁ ଲାଗିରହିଥିବା ଭାରତର ବିଭିନ୍ନ ଅଂଶରେ ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ନଜର ପକାଇବେ ରାଜନାଥ। ମୋଦି ସରକାରରେ ଦ୍ୱିତୀୟ ଥର ମନ୍ତ୍ରୀ ପଦ ମିଳିଥିବା ବେଳେ ଏଥର ପ୍ରତିରକ୍ଷା ଭଳି ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ବହନ କରିବାକୁ ପଡିବ ରାଜନାଥଙ୍କୁ।


Enter your email to get our daily news in your inbox.

All Right Reserved By Dharitri.Com

ପିଛା ଛାଡୁନି ସମସ୍ୟା: ଜନ୍ତରମନ୍ତର ଛାଡି ପ୍ରଧାନମନ୍ତ୍ରୀଙ୍କ ବାସଭବନ ସାମ୍ନାରେ ହଙ୍ଗାମା, ମୋଦିଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ,୨୧।୭: ନିଟ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ବିରୋଧରେ ସୋମବାର କକ୍ରୋଚ ଜନତା ପାର୍ଟି (CJP)ର ସଂସଦ ମାର୍ଚ୍ଚ ସମୟରେ ଦିଲ୍ଲୀ ପୋଲିସ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ କରାଯିବା…

CJP ଆନ୍ଦୋଳନକୁ ନେଇ ମମତାଙ୍କ ବଡ଼ ଘୋଷଣା, ବିରୋଧୀ ହେଲେ କାବା!

ନୂଆଦିଲ୍ଲୀ,୨୧।୭: ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ (TMC) ପ୍ରମୁଖ ମମତା ବାନାର୍ଜୀ ଦଳର ବିଦ୍ରୋହୀ ନେତାମାନଙ୍କ ଉପରେ ଏପର୍ଯ୍ୟନ୍ତର ସବୁଠାରୁ କଡ଼ା ଆକ୍ରମଣ କରିଛନ୍ତି। ସେ ସ୍ପଷ୍ଟ ଶବ୍ଦରେ…

ଆସିଲା ଆଜ୍ଞାମାଳ: ରଥ ନେବ ଦକ୍ଷିଣ ମୋଡ଼

ପୁରୀ,୨୧ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା…

ଭିଟାମାଟି ଛାଡ଼ିଲେ ନାହିଁ ଗ୍ରାମବାସୀ: ଅସ୍ତ୍ର ଶସ୍ତ୍ର ପୂଜାର୍ଚ୍ଚନା କରି ନେଲେ ଶପଥ, ପ୍ରଶାସନ ନାକେଦମ

ବଲାଙ୍ଗୀର, ୨୧।୭ ( ସୁନିଲ କୁମାର ମହାନ୍ତି): ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ସକାଳୁ ଜିଲା ପ୍ରଶାସନ ପକ୍ଷରୁ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ…

ଆନ୍ଦୋଳନ ଭିତରେ ବଡ଼ ଖବର: କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ମାନିନେଲେ ୨ ଦାବି…

ନୂଆଦିଲ୍ଲୀ,୨୧।୭: କକରୋଚ ଜନତା ପାର୍ଟି (CJP) ର ବିକ୍ଷୋଭ ପ୍ରଦର୍ଶନ ମଧ୍ୟରେ ମଙ୍ଗଳବାର ଦିନ ବହୁ ସଂଖ୍ୟାରେ ଭାରତ-ଆମେରିକା ମଧ୍ୟରେ ପ୍ରସ୍ତାବିତ ଟ୍ରେଡ୍ ଡିଲ୍ (ବ୍ୟବସାୟିକ ଚୁକ୍ତି)…

ବିଜୟଙ୍କ ଶେଷ ଚଳଚ୍ଚିତ୍ର ନୁହେଁ ‘ଜନ ନାୟକନ’! ମୁଖ୍ୟମନ୍ତ୍ରୀ ହେବା ପରେ ବି ଜାରି ରହିବ ଅଭିନୟ? ସସପେନ୍ସ ବଢାଇଲେ…

ମୁମ୍ବାଇ: ତାମିଲନାଡୁର ମୁଖ୍ୟମନ୍ତ୍ରୀ ତଥା ଅଭିନେତା ଥଲାପତି ବିଜୟଙ୍କ ଚଳଚ୍ଚିତ୍ର ‘ଜନ ନାୟକନ’ ଉପରେ ଦୀର୍ଘ ସମୟରୁ କଟକଣା ଲାଗି ରହିଥିଲା। ଏହି ଚଳଚ୍ଚିତ୍ରଟି ଏହି ବର୍ଷ…

୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ 

ସୁନ୍ଦରଗଡ/ କୁଆଁରମୁଣ୍ଡା,୨୧।୭(ଜୟ ନାରାୟଣ ମେଣ୍ଡୁଳି/ ମହେନ୍ଦ୍ର କୁମାର ସାହୁ ): ସୁନ୍ଦରଗଡ ଜିଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ ଲାଞ୍ଚ ନେଉଥିବା ବେଳେ…

ଭିସୁଟ୍‌ରେ ତେଜୁଛି ଛାତ୍ର ଆନ୍ଦୋଳନ: ହଷ୍ଟେଲ ସମସ୍ୟା-ନିମ୍ନମାନର ଖାଦ୍ୟକୁ ନେଇ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ସମ୍ବଲପୁର,୨୧।୭(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ଦ୍ୱିତୀୟ ବର୍ଷର ଛାତ୍ରୀଛାତ୍ର ବ୍ୟାପକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ବିଶ୍ୱବିଦ୍ୟାଳୟ ଓ ଛାତ୍ରାବାସରେ ଦେଖାଦେଇଥିବା ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri