ସିଆରପିଏଫ୍‌ ଆଇଜିଙ୍କ ମୁନିଗୁଡ଼ା ଗସ୍ତ: ମାଓବାଦୀ ଅପରେଶନର କଲେ ସମୀକ୍ଷା

ମୁନିଗୁଡ଼ା,୧୨।୧୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ନିକଟସ୍ଥ ଝିଲିଗୁଡ଼ାଠାରେ ଥିବା ୮ମ ବାଟାଲିୟନ ସିଆର୍‌ପିଏଫ୍‌ କ୍ୟାମ୍ପ୍‌ ପରିଦର୍ଶନରେ ଆସି ମାଓବାଦୀ ଅପରେଶନର ସମୀକ୍ଷା କରିଛନ୍ତି ଆଇଜି ଏସ୍‌ କେ ମହାନ୍ତି । ପ୍ରଥମ ଥର ପାଇଁ ନୂତନ ଭାବେ ଓଡ଼ିଶା ସେକ୍ଟର ଦାୟିତ୍ୱ ନେବା ପରେ ଦିନିକିଆ ମୁନିଗୁଡ଼ା ଗସ୍ତରେ ଆସି ସିଆରପିଏଫ୍‌ କ୍ୟାମ୍ପ ପରିସରରେ ଏକ ସମୀକ୍ଷା ବୈଠକରେ ଯୋଗଦେଇଛନ୍ତି। ବୈଠକରେ ଜିଲାରେ ମାଓବାଦୀଙ୍କ ସ୍ଥିତି ଓ ଆଗାମୀ ଦିନର ରଣନୀତି ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଅବସରରେ ରାୟଗଡ଼ା ରେଞ୍ଜ ଡିଆଇଜି ସିଆର୍‌ପିଏଫ୍‌ ଏସ୍‌ ଡି ପାଣ୍ଡେ, ୮ମ ବାଟାଲିୟନ ସେକେଣ୍ଡ୍‌ କମାଣ୍ଡାଣ୍ଟ ରାମ ଅବତାର ବାଲତିଆ, ଡେପୁଟୀ କମାଣ୍ଡାଣ୍ଟ ଅରବିନ୍ଦ ସିଂ ଯାଦବଙ୍କ ସମେତ ଜିଲାର ଚନ୍ଦ୍ରପୁର, ରାଇବିଜ, ଡାଙ୍ଗସୋରଡ଼ା ଓ କନ୍ଧମାଳ ଜିଲାର କୋଟଗଡ଼, ଶ୍ରୀରାମପୁର ଆଦି କ୍ୟାମ୍ପର ବହୁ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ତାଲା ପକାଇଲେ ଅଭିଭାବକ:ବାତ୍ୟା ଆଶ୍ରୟସ୍ଥଳୀରେ ପାଠପଢ଼ିଲେ ଛାତ୍ରୀଛାତ୍ର

ମହାକାଳପଡ଼ା,୯।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ସୁନିତି ପଞ୍ଚାୟତ ଅନ୍ତର୍ଗତ ଓଲ୍ଡ ଫିଲ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକମାନେ ତାଲା ପକାଇବା ଘଟଣାକୁ…

ପ୍ରଧାନ ଶିକ୍ଷକଙ୍କ ବଦଳି ନିଷ୍ପତ୍ତି ପ୍ରତ୍ୟାହାର ଦାବି: ଧାରଣାରେ ବସିଲେ ଅଭିଭାବକ

ବରୀ,୯।୯(ମହେନ୍ଦ୍ର ସ୍ବାଇଁ):ସରକାର ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ ଦେଉଥିବାବେଳେ ବରୀ ଶିକ୍ଷାମଣ୍ଡଳ ଅଧୀନସ୍ଥ କୃଷ୍ଣନଗର ପ୍ରାଥମିକ ବିଦ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ,…

ଏସିଆ କପ୍‌ ଚାଲିଥିବାବେଳେ ସ୍ମୃତି ମନ୍ଧାନାଙ୍କୁ ମିଳିଲା ବଡ଼ ଖୁସିଖବର

ନୂଆଦିଲ୍ଲୀ,୯।୯: ମହିଳା ଏସିଆ କପରେ ହଂକଂ ବିପକ୍ଷରେ ଏକ ଚମତ୍କାର ଶତକ ମାରିଥିବା ସ୍ମୃତି ମନ୍ଧାନା ICC T20 ରାଙ୍କିଙ୍ଗର ଶୀର୍ଷ ୫ରେ ସ୍ଥାନ ପାଇଛନ୍ତି। ହଂକଂ…

ଅଧ୍ୟାପକ ନିଯୁକ୍ତି ଓ ବିଭିନ୍ନ ଦାବିରେ କଲେଜ ଫାଟକରେ ତାଲା: ଧାରଣାରେ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ପାଟଣା, ୯/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାରେ ଅଧ୍ୟାପକ ନିଯୁକ୍ତି ସହ କଲେଜର ବିଭିନ୍ନ ସମସ୍ୟାର ସମାଧାନ…

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍‌ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri