Posted inଜାତୀୟ

ସିଆରପିଏଫ୍‌ ପାଟ୍ରୋଲିଂ ଟିମ୍‌ ଉପରେ ଆତଙ୍କବାଦୀ ଆକ୍ରମଣ: ୩ ଯବାନ ଶହୀଦ

ଶ୍ରୀନଗର,୪।୫: ଜମ୍ମୁ-କଶ୍ମୀରର ହନ୍ଦଓ୍ବାରାରେ ସୋମବାର ପୁଣି ଏକ ଆତଙ୍କବାଦୀମାନେ ଆକ୍ରମଣ କରନdନ୍ତି।ହୋଇଛି। କଶ୍ମୀର ଘାଟିର କୁପଓ୍ବାରା ଜିଲା ହନ୍ଦଓ୍ବାରାରେ ସିଆରପିଏଫ୍‌ର ପାଟ୍ରୋଲିଂ ଟିମ୍‌ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ଏହି ଏନ୍‌କାଉଣ୍ଟରରେ ୩ ଜଣ ଯବାନ ଶହୀଦ ହୋଇଥିବା ବେଳେ ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ହନ୍ଦଓ୍ବାରା କାଜିବାଦ ଅଞ୍ଚଳରେ ଯାଉଥିବା ସିଆରପିଏଫ୍‌ର ଏକ ପାଟ୍ରୋଲିଂ ଟିମ୍‌ ଉପରକୁ ଆତଙ୍କବାଦୀମାନେ ଅତର୍କିତ ଆକ୍ରମଣ କରିଥିଲେ। ଏହାର ପ୍ରତି ଜବାବରେ ସିଆରପିଏଫ୍‌ ପକ୍ଷରୁ ମଧ୍ୟ ଆକ୍ରମଣ କରାଯାଇଥିଲା। ଏହି ଗୁଳିବିନିମୟରେ ୩ ଯବାନ ଶହୀଦ ହୋଇଥିବା ବେଳେ ଜଣେ ଆତଙ୍କବାଦୀଙ୍କ ମୃତୁ୍ୟୁ ହୋଇଛି। ଘଟଣାସ୍ଥଳରେ ଏବେ ବି ଗୁଳିବିନିମୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍‌ଓ୍ବାଚୌଥରେ ମୁସଲମାନ କଳାକାରଙ୍କ ହାତରୁ ମେହେନ୍ଦୀ ନ ଲଗାଇବାକୁ ହିନ୍ଦୁ ମହିଳାଙ୍କୁ ପରାମର୍ଶ ଦେଲେ ଭାଜପା ବିଧାୟକ

ଲକ୍ଷ୍ନୌ,୧୩।୧୦: କର୍‌ଓ୍ବାଚୌଥରେ ମୁସଲମାନ କଳାକାରଙ୍କ ହାତରୁ ମେହେନ୍ଦୀ ନ ଲଗାଇବାକୁ ହିନ୍ଦୁ ମହିଳାଙ୍କୁ ପରାମର୍ଶ ଦେଇଛନ୍ତି ଭାଜପା ବିଧାୟକ ବିକ୍ରମ ସଇନି। ସେ କହିଛନ୍ତି, ମେହେନ୍ଦୀ...

୧୯୨୭ରୁ ପାର୍ଲାମେଣ୍ଟ ବିଲ୍ଡିଂର ଯାତ୍ରା

ନୂଆଦିଲ୍ଲୀ,୨୭ା୫: ପୁରୁଣା ପାର୍ଲାମେଣ୍ଟ ବିଲ୍ଡିଂ ସ୍ଥାପତ୍ୟ ଉତ୍କର୍ଷର ଐତିହାସିକ ପ୍ରତୀକ, ଯାହାକି ଭାରତର ଭାଗ୍ୟକୁ ପ୍ରାୟ ୧ ଶତାବ୍ଦୀ ଧରି ନିର୍ଦ୍ଧାରିତ କରିଆସିଛି। ଏହାର ଜାଜୁଲ୍ୟମାନ...

କେମିତି ଆରମ୍ଭ ହୋଇଥିଲା ରାଜୀବ-ସୋନିଆଙ୍କ ପ୍ରେମ ସମ୍ପର୍କ

ନୂଆଦିଲ୍ଲୀ, ୨୧।୫: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୨୮ତମ ପୁଣ୍ୟତିଥି ମଙ୍ଗଳବାର ସାରା ଦେଶରେ ପାଳନ କରାଯାଉଛି। ଦିଲ୍ଲୀର ବୀରଭୂମିରେ ଥିବା ତାଙ୍କ ସମାଧିପୀଠରେ...

ଯୋଜନା ଥିଲା ୧୯୯୩ ଭଳି ସିରିଜ୍‌ ବିସ୍ଫୋରଣ

ନୂଆଦିଲ୍ଲୀ, ୧୭।୯: ୧୯୯୩ ମସିହା ମାର୍ଚ୍ଚ ୧୨ ତାରିଖରେ ମୁମ୍ବାଇକୁ ଥରାଇ ଦେଇଥିଲା ସିରିଜ୍‌ ବସ୍ଫୋରଣ। ମୁମ୍ବାଇର ବିଭିନ୍ନ ସ୍ଥାନରେ ୧୨ ବୋମା ବିସ୍ଫୋରଣ ଅନେକଙ୍କ...

ରାଜ ଠାକରେଙ୍କୁ ରାଲି କରିବାକୁ ମିଳିଲା ଅନୁମତି

ମୁମ୍ବାଇ,୨୯।୪: ମହାରାଷ୍ଟ୍ର ନବନିର୍ମାଣ ସେନା(ଏମ୍‌ଏନ୍‌ଏସ୍‌)ର ମୁଖ୍ୟ ରାଜ ଠାକରେଙ୍କୁ ବହୁପ୍ରତିକ୍ଷୀତ ରାଲି କରିବାକୁ ଅନୁମତି ମିଳିଛି। ମେ’୧ରେ ଔରଙ୍ଗାବାଦର ସାଂସ୍କୃତିକ ଖେଳ ପଡ଼ିଆରେ ହେବାକୁ ଥିବା...

ସଂକ୍ରମଣର କେନ୍ଦ୍ର ପାଲଟିଛି ବିଦର୍ଭ

ମୁମ୍ବାଇ/ଭୋପାଳ, ୨୪।୨ : ମହାରାଷ୍ଟ୍ରର ମୁମ୍ବାଇ ଏବଂ ପୁଣେ ପରେ ଏବେ ବିଦର୍ଭ ଅଞ୍ଚଳ କରୋନା ସଂକ୍ରମଣର କେନ୍ଦ୍ରସ୍ଥଳ ପାଲଟିଛି। ଏହି ଅଞ୍ଚଳର ୟାଭତମାଲ, ଆକୋଲା,...

ବିରୋଧୀଙ୍କ ମୁଣ୍ଡରେ ‘ତେଲ’ ଅଠା

ନୂଆଦିଲ୍ଲୀ,୨୮ା୪ : ସାରା ଦେଶରେ ପେଟ୍ରୋଲ ଓ ଡିଜେଲର ଅହେତୁକ ଦର ବୃଦ୍ଧିକୁ ନେଇ ବିରୋଧୀ ଦଳଗୁଡ଼ିକ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରୁଥିବାବେଳେ...

୨୭.୫ ଲକ୍ଷ ମନରେଗା ଶ୍ରମିକଙ୍କ ଖାତାରେ ୬୧୧କୋଟି ଟଙ୍କା ଜମା କଲେ ଯୋଗୀ ସରକାର

ଲକ୍ଷ୍ନୌ, ୩୦।୧: କରୋନା ଭାଇରସ୍‌ ଯୋଗୁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏଥିରେ ସବୁଠାରୁ ଶ୍ରମିକ ଓ ଦିନ ମଜୁରିଆ ପ୍ରଭାବିତ ହୋଇଛନ୍ତି। ଲକ୍‌ଡାଉନ୍‌...

Advertisement
Archives

Model This Week