ସିଏଏକୁ ଛାତ୍ର କଂଗ୍ରେସର ବିରୋଧ

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ଶୁକ୍ରବାର ଭୁବନେଶ୍ୱରରେ ଓଡ଼ିଶା ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ଏକ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସ ଭବନରୁ ଏହି ମଶାଲ ଶୋଭାଯାତ୍ରା ବାହାରି ମାଷ୍ଟର କ୍ୟାଣ୍ଟିନ ଛକ ନିକଟରେ ପହଞ୍ଚିଥିଲା। ସେଠାରେ ଶତାଧିକ ଛାତ୍ର କଂଗ୍ରେସ କର୍ମୀ କେନ୍ଦ୍ର ସରକାରଙ୍କ ବିରୋଧରେ ବିଭିନ୍ନ ସ୍ଲୋଗାନ ଦେଇଥିଲେ। ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ କୁଶପୁତ୍ତଳିକା ଦାହ କରିଥିଲେ। ଏହି କାର୍ଯ୍ୟକ୍ରମରେ ଆଦିତ୍ୟ ପ୍ରୀତମ ଦାସ, ନିରଞ୍ଜନ ଦାସ, ସୌମ୍ୟରଞ୍ଜନ ଜେନା ପ୍ରମୁଖ ଶତାଧିକ ଛାତ୍ର କଂଗ୍ରେସ କର୍ମୀ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦର୍ଶକଙ୍କ ମନ ମୋହିଲା କଳାହାଣ୍ଡି ଘୁମୁରା ନୃତ୍ୟ

ତାଳଚେର,୨୫ା୪(ନି.ପ୍ର.)- ତାଳଚେର ଗୋପାଳପ୍ରସାଦସ୍ଥିତ ମା’ ହିଙ୍ଗୁଳା ପୀଠରେ ଚାଲିଥିବା ୧୭ତମ ଲୋକ ମହୋତ୍ସବର ଷଷ୍ଠ ସନ୍ଧ୍ୟାରେ ମୁଖ୍ୟଅତିଥି ଭାବେ ପୁରୀର ସ୍ବାମୀ ଅଖଣ୍ଡରାଜ ମହାରାଜ ଯୋଗ...

୧୪ରୁ ଆହୁରି ବଢ଼ିବ ତାତି

ଭୁବନେଶ୍ୱର,୧୦।୫(ବ୍ୟୁରୋ): ରାଜ୍ୟରେ ଦୁଇଦିନ ହେବ ପାରଦ ଉପର ମୁହାଁ ହୋଇଛି। କେତେକ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ଉପରକୁ ଉଠି ଯାଇଛି। ୧୦...

‘ବିଶ୍ୱରେ ଓଡ଼ିଶା ଯୁବତୀଯୁବକଙ୍କ ଚାହିଦା ବଢ଼ିବ’

ଭୁବନେଶ୍ୱର,(ବ୍ୟୁରୋ)/ପୁରୀ ଅଫିସ/କୃଷ୍ଣପ୍ରସାଦ, ୬ା୧(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନଫରେନ୍ସରେ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ ବିଜୁ ପଟ୍ଟନାୟକ ଶିଳ୍ପ ତାଲିମ କେନ୍ଦ୍ର ଉଦ୍‌ଘାଟନ...

ରାଜ୍ୟ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡ଼ି

ଭୁବନେଶ୍ୱର,୨୯।୫(ବ୍ୟୁରୋ): ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଲା। ୪ ରାଜ୍ୟ ସଭା ଆସନ ପାଇଁ ବିଜେଡ଼ି ରବିବାର ପ୍ରାର୍ଥୀ ଘୋଷଣା କରିଛି। ସୁଲତା ଦେଓ, ମାନସ ରଞ୍ଜନ...

ରେକର୍ଡ ଭାଙ୍ଗିଲା କରୋନା: ଦିନକରେ କରୋନା ନେଲା ୬୯ ଜୀବନ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୬୯ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୩୭୭ ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ...

ମହାନଦୀ ଜଳରେ ଭାସୁଛି ନବଜାତ ଶିଶୁପୁତ୍ରର ମୃତଦେହ

ଭାପୁର,୧୭।୧(ଡି.ଏନ୍‌.ଏ.): ନୟାଗଡ଼ ଜିଲା ଫତେଗଡ଼ ଥାନା କରବର ପଞ୍ଚାୟତ ନଣ୍ଡାବର ଗ୍ରାମ ନିକଟ ମହାନଦୀର ଘାଟତୁଠରେ ଶୁକ୍ରବାର ଏକ ନବଜାତ ଶିଶୁପୁତ୍ରର ମୃତଦେହ ଭାସୁଥିବା ଦେଖାଯାଇଛି।...

ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ ପାଇଁ କାଠ ଚିହ୍ନଟ ଆରମ୍ଭ

ପୁରୁଣା ଭୁବନେଶ୍ୱର,୨୦।୧(ଡି.ଏନ.ଏ.): ଶ୍ରୀଲିଙ୍ଗରାଜଙ୍କ ରୁକୁଣା ତଥା ଅଶୋକାଷ୍ଟମୀ ରଥଯାତ୍ରା ଆସନ୍ତା ଏପ୍ରିଲ ୧ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ...

‘ଜନତା କର୍ଫ୍ୟୁ’କରୋନା କବଳରୁ ଦେଶ ଓ ରାଜ୍ୟକୁ ସୁରକ୍ଷିତ ରଖିବ

ଭୁବନେଶ୍ୱର,୨୧ା୩(ବ୍ୟୁରୋ): ସାରା ବିଶ୍ୱରେ କରୋନା ଆତଙ୍କ ସୃଷ୍ଟି କରିଛି। ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନାକୁ ବିଶ୍ୱ ମହାମାରୀଭାବେ ଘୋଷଣା କରାଯାଇଥିବା...

Advertisement
Archives

Model This Week