ସିଏଏକୁ ନେଇ ପ୍ରତିକ୍ରିୟା ରଖିଲେ ଉର୍ମିଳା

ମୁମ୍ବାଇ,୩୧।୧: ସାରା ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଏପର୍ଯ୍ୟନ୍ତ ସ୍ଥାନେ ସ୍ଥାନେ ବିରୋଧ ପ୍ରଦର୍ଶନ ଜାରି ରହିଛି। ଶୁକ୍ରବାର ବଲିଉଡ୍‌ ରଙ୍ଗିଲା ଗର୍ଲ ଉର୍ମିଲା ମାତୋଣ୍ଡକର ସିଏଏକୁ ନେଇ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ ସିଏଏକୁ ବିରୋଧ କରି କହିଛନ୍ତି ଏହା ହେଉଛି ବ୍ଲାକ୍‌ ଆକ୍ଟ ବା କଳା ଆଇନ। ସେ ଏହାକୁ ଇଂରେଜମାନଙ୍କ ଦ୍ୱାରା ଆସିଥିବା ରୋଲାଟ୍‌ ଆକ୍ଟ ସହ ତୁଳନା କରିଛନ୍ତି। ଉର୍ମିଳା ଆହୁରି ମଧ୍ୟ କହିଛନ୍ତି, ଇଂରେଜମାନେ ଜାଣିଥିଲେ ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଭାରତରେ ବିରୋଧ ବଢିବ। ସେଥିପାଇଁ ସେମାନେ ରୋଲାଟ୍‌ ଆକ୍ଟ ଆଣିଥିଲେ। ୧୯୧୯ର ଏହି ଆଇନ ଓ ୨୦୧୯ର ସିଏଏ ଉଭୟକୁ ବ୍ଲାକ ଆକ୍ଟ ଭାବେ ଗ୍ରହଣ କରିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ଗାର୍ଡେନିଂରେ ବିତୁଛି ସମୟ

ଏବେ ସମଗ୍ର ବିଶ୍ୱ କରୋନା କବଳିତ। ଏଥିରୁ ନିଜକୁ ରକ୍ଷା କରିବା ପାଇଁ ଆମ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ସମସ୍ତେ ଘରେ ହିଁ...

ସୁସ୍ଥ ସନ୍ତାନ ପ୍ରସବ ପରେ ସ୍ବାଇନ୍‌ ଫ୍ଲୁ ରୋଗୀଙ୍କ ମୃତ୍ୟୁ

ହାଇଦ୍ରାବାଦ,୨୫।୨: ତେଲେଙ୍ଗାନା କରିମନଗର ଜିଲା ଜମିକୁନ୍ତା ମଣ୍ଡଳ ଅଞ୍ଚଳର ଶେହନାଜ ନାମକ ଜଣେ ଗର୍ଭବତୀ ସ୍ବାଇନ ଫ୍ଲୁରେ ଆକ୍ରାନ୍ତ ଥିଲେ। ଚିକିତ୍ସିତ ଅବସ୍ଥାରେ ସୋମବାର ହସ୍ପିଟାଲରେ...

୫୭ ମଡେଲ ରାଜପଥ ବିକଶିତ କରିବ ଏନ୍‌ଏଚ୍‌ଏଆଇ

ନୂଆଦିଲ୍ଲୀ,୧।୬: ଦେଶ ମଧ୍ୟରେ ୫୭ ମଡେଲ ରାଜପଥ ବିକଶିତ କରାଯିବ। ନ୍ୟାଶନାଲ ହାଇଓ୍ବେ ଅଥରିଟି ଅଫ୍‌ ଇଣ୍ଡିଆ(ଏନ୍‌ଏଚ୍‌ଏଆଇ) ପକ୍ଷରୁ ଏ ନେଇ ସ୍ପଷ୍ଟ କରାଯାଇଛି। ବିକାଶ...

ଦିଲ୍ଲୀରେ ଏନ୍‌ଆର୍‌ସି ଲାଗୁ ପାଇଁ ଭାଜପାର ଦାବି

ନୂଆଦିଲ୍ଲୀ,୩୧।୮: ଆସାମର ଏନ୍‌ଆର୍‌ସି ତାଲିକା ଶନିବାର ପ୍ରକାଶ ପାଇବା ପରେ ଭାଜପା ପକ୍ଷରୁ ଦିଲ୍ଲୀରେ ଏନ୍‌ଆର୍‌ସି ଲାଗୁ ପାଇଁ ଦାବି କରାଯାଇଛି। ଭାଜପା ପକ୍ଷରୁ ମନୋଜ...

୨୦୨୪ ନିର୍ବାଚନ ପୂର୍ବରୁ ହଟିବେ ଅନୁପ୍ରବେଶକାରୀ

କୈଠାଲ, ୧୦ା୧୦: ଆଗାମୀ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭାରତରେ ରହୁଥିବା ସମସ୍ତ ବେଆଇନ ଅନୁପ୍ରବେଶକାରୀଙ୍କୁ ହଟାଯିବ ବୋଲି ବୁଧବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ପ୍ରକାଶ...

ଲକ୍‌ଡାଉନ୍‌କୁ ଉଲ୍ଲଂଘନ: ଗୋଟିଏ ଦିନରେ ୩ଲକ୍ଷ ଜରିମାନା; ୪୬ଙ୍କ ବିରୋଧରେ ମାମଲା ଦାଏର

ମୁମ୍ବାଇ,୭।୪: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଦେଶବ୍ୟାପୀ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଜାରି ହୋଇଛି। ତେବେ ଏହାକୁ କେତେକ...

ଲୋକ ସଭା ନିର୍ବାଚନ ପରେ ଘୋଷଣା ହେବ ୬୬ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତାଙ୍କ ନାଁ

ମୁମ୍ବାଇ,୨୫।୪: ଆସନ୍ତା ମେ’ରେ ଲୋକ ସଭା ନିର୍ବାଚନ ଥିବାରୁ ଏହାପରେ ୬୬ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତାଙ୍କ ନାଁ ଘୋଷରା କରାଯିବ ବୋଲି ବୁଧବାର...

ମୁଁ ଗୋବରରେ ଜନ୍ମ ହୋଇଛି, ଏଣୁ କରୋନା ମୋ ଆଖପାଖକୁ ଆସିପାରିବ ନାହିଁ: ଏହି ମନ୍ତ୍ରୀଙ୍କ ଅଜବ ଯୁକ୍ତି

ଭୋପାଳ,୮।୯: ଗୋଟିଏ ପଟେ ଦେଶରେ ମହାମାରୀ କରୋନା ଜନିତ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଥିବା ବେଳେ କିଛି ନେତା ଅଜବ ଯୁକ୍ତି କରୁଥିବା...

Coronavirus Update


Archives

Model This Week

Why Dharitri