ସିଏଏକୁ ନେଇ ପ୍ରତିକ୍ରିୟା ରଖିଲେ ଉର୍ମିଳା

ମୁମ୍ବାଇ,୩୧।୧: ସାରା ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଏପର୍ଯ୍ୟନ୍ତ ସ୍ଥାନେ ସ୍ଥାନେ ବିରୋଧ ପ୍ରଦର୍ଶନ ଜାରି ରହିଛି। ଶୁକ୍ରବାର ବଲିଉଡ୍‌ ରଙ୍ଗିଲା ଗର୍ଲ ଉର୍ମିଲା ମାତୋଣ୍ଡକର ସିଏଏକୁ ନେଇ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ ସିଏଏକୁ ବିରୋଧ କରି କହିଛନ୍ତି ଏହା ହେଉଛି ବ୍ଲାକ୍‌ ଆକ୍ଟ ବା କଳା ଆଇନ। ସେ ଏହାକୁ ଇଂରେଜମାନଙ୍କ ଦ୍ୱାରା ଆସିଥିବା ରୋଲାଟ୍‌ ଆକ୍ଟ ସହ ତୁଳନା କରିଛନ୍ତି। ଉର୍ମିଳା ଆହୁରି ମଧ୍ୟ କହିଛନ୍ତି, ଇଂରେଜମାନେ ଜାଣିଥିଲେ ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଭାରତରେ ବିରୋଧ ବଢିବ। ସେଥିପାଇଁ ସେମାନେ ରୋଲାଟ୍‌ ଆକ୍ଟ ଆଣିଥିଲେ। ୧୯୧୯ର ଏହି ଆଇନ ଓ ୨୦୧୯ର ସିଏଏ ଉଭୟକୁ ବ୍ଲାକ ଆକ୍ଟ ଭାବେ ଗ୍ରହଣ କରିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବଶୀଘ୍ର ଆସିବ ଖୁସି ଖବର!

ମୁମ୍ବାଇ: ବଲିଉଡର ଚୁଲବୁଲି ନାୟିକା ଆଲିଆ ଭଟ୍ଟ ଖୁବଶୀଘ୍ର ମାଆ ହେବାକୁ ଯାଉଛନ୍ତି । ରବିବାର ସକାଳ ୭ଟା ୩୦ରେ ସେ ଡେଲିଭରି ପାଇଁ ରିଲାଏନ୍ସ...

ଏରିକାଙ୍କୁ ଛାଡ଼ି ଏବେ ଆରିୟାଙ୍କ ପ୍ରେମରେ ପାର୍ଥ

ମୁମ୍ବାଇ: ଲୋକପ୍ରିୟ ଟେଲିଭିଜନ ଧାରାବାହିକ ‘କସୌଟି ଜିନ୍ଦେଗୀ କି’ରେ ନାଏକ ସାଜିଥିବା ପାର୍ଥ ସମନ୍ଥାନ ଗୋଟିଏ ପରେ ଗୋଟିଏ ପ୍ରେମିକା ବଦଳାଉଛନ୍ତି। ନିକଟରେ ସେ ଏରିକାଙ୍କ...

ଭାରତୀୟ ସେନା ଉପରେ ଆତଙ୍କବାଦୀ ଆକ୍ରମଣ: ୪ ଯବାନ ଆହତ

ଶ୍ରୀନଗର, ୨୭।୧: ଜମ୍ମୁ-କଶ୍ମୀରରେ ସେନା ଯବାନଙ୍କ ଉପରେ ବୁଧବାର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ୪ ଜଣ ଯବାନ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଚିକିତ୍ସା...

ଆସନ୍ତା ୩ ବର୍ଷ ମଧ୍ୟରେ ୟୁରୋପୀୟ ଦେଶ ଭଳି ଭାରତର ରାସ୍ତା ହେବ ଚକାଚକ୍‌

ନୂଆଦିଲ୍ଲୀ,୨୬।୩: ଆଗାମୀ ୩ ବର୍ଷ ମଧ୍ୟରେ ଦେଶର ସବୁ ରାସ୍ତା ୟୁରୋପୀୟ ଦେଶ ଭଳି ଚକାଚକ ହେବ ବୋଲି କେନ୍ଦ୍ର ମନ୍ତ୍ରୀ ନିତିନ ଗଡକରୀ ପ୍ରତିଶ୍ରୁତି...

ଦରଦାମ ବୃଦ୍ଧିକୁ ନେଇ ଘେରିବେ ବିରୋଧୀ

ନୂଆଦିଲ୍ଲୀ,୧୮ା୭: କୋଭିଡ୍‌ କଟକଣା ମଧ୍ୟରେ ସୋମବାର ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ଆରମ୍ଭ ହେବ। ସପ୍ତଦଶ ଲୋକ ସଭାର ଷଷ୍ଠ ଅଧିବେଶନରେ ୨୦ଟି କାର୍ଯ୍ୟଦିବସ ରହିବ। ଲୋକ...

ବାହା ହେଲେ ଉର୍ବଶୀ !

ମୁମ୍ବାଇ: ବଲିଉଡ୍‌ ନାୟିକା ଉର୍ବଶୀ ରୌତେଲାଙ୍କ ବିବାହକୁ ନେଇ ଏବେ ଚର୍ଚ୍ଚା ଯୋର ଧରିଛି। ନିଜର ହଟ୍‌ ଅନ୍ଦାଜକୁ ନେଇ ଦର୍ଶକଙ୍କ ଦୃଷ୍ଟି ଆକର୍ଷଣ କରୁଥିବା...

ଭାରତ ଯୁଦ୍ଧ-ହିଂସାକୁ କେବେ ମଧ୍ୟ ସମର୍ଥନ କରେ ନାହିଁ : ପ୍ରତିରକ୍ଷାମନ୍ତ୍ରୀ…

ନୂଆଦିଲ୍ଲୀ,୩।୧୨ : ଭାରତ ଅନ୍ୟ ଦେଶର କୌଣସି ଅନିଷ୍ଟ କରେ ନାହିଁ କିମ୍ବା ସମସ୍ୟା ସୃଷ୍ଟି କରୁଥିବା ଲୋକଙ୍କୁ ସୁରକ୍ଷା ଦିଏ ନାହିଁ। ଭାରତ ଯୁଦ୍ଧ...

କନ୍ୟା ସନ୍ତାନର ବାପା ହେଲେ ଜୟ ଭାନୁଶାଳୀ

ଛୋଟ ପରଦାର ଚର୍ଚ୍ଚିତ କଳାକାର ଜୟ ଭାନୁଶାଳୀ ବାପା ହୋଇଛନ୍ତି। ସ୍ତ୍ରୀ ମାହି ବିଜ ବୁଧବାର ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ମାହି ଏବଂ...

Advertisement
Archives

Model This Week