Posted inଜାତୀୟ

ସିଏଏକୁ ନେଇ ଭାରତ ବନ୍ଦ: ପଶ୍ଚିମବଙ୍ଗରେ ହିଂସା; ୨ ମୃତ

କୋଲକାତା,୨୯।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଏବଂ ରାଷ୍ଟ୍ରୀୟ ନାଗରିକତ୍ୱ ପଞ୍ଜିକା(ଏନ୍‌ଆର୍‌ସି)କୁ ନେଇ ହୋଇଥିବା ଭାରତବନ୍ଦରେ ପଶ୍ଚିମବଙ୍ଗରେ ହିଂସାକାଣ୍ଡ ଘଟିଛି। ସ୍ଥାନୀୟ ମୁର୍ଶିଦାବାଦ୍‌ରେ ଭାରତବନ୍ଦ ହିଂସାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ହିଂସାକାଣ୍ଡରେ ୫ ଜଣ ଆହତ ହୋଇଛନ୍ତି। ଜଲାଙ୍ଗି ଅଞ୍ଚଳରେ ତୃଣମୂଳ କଂଗ୍ରେସ କର୍ମୀଙ୍କ ପକ୍ଷରୁ ସିଏଏ ଏବଂ ଏନ୍‌ଆର୍‌ସିକୁ ବିରୋଧ କରି ରାସ୍ତା ରୋକୋ କରାଯାଇଥିଲା। ତେବେ ଏହାକୁ କିଛି ସ୍ଥାନୀୟ ଲୋକେ ବିରୋଧ କରିବାରୁ ହିଂସାକାଣ୍ଡ ଘଟିଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ହିଂସାକାଣ୍ଡ ପରେ ସୁରକ୍ଷାକୁ ଦୃଷ୍ଟିରେ ରଖି ସେଠାରେ ପୋଲିସଙ୍କୁ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପଷ୍ଟ କଲେ ରାହୁଲ ଗାନ୍ଧୀ: କହିଲେ, ମୁଁ ଏବେ ଦଳର ଅଧ୍ୟକ୍ଷ ନାହିଁ, କଂଗ୍ରେସ ଯେତେଶୀଘ୍ର ସମ୍ଭବ ଅଧ୍ୟକ୍ଷ ବାଛୁ

ନୂଆଦିଲ୍ଲୀ, ୩।୭: ଗୋଟେ ପଟେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଇସ୍ତଫା ଦେବାପାଇଁ ଜିଦ ଧରିଛନ୍ତି, ଅନ୍ୟପକ୍ଷରେ ପୂରା କଂଗ୍ରେସ ତାଙ୍କୁ ମନାଇବାରେ ଲାଗିଛି। କିନ୍ତୁ...

ଭାରତ ପକ୍ଷରୁ ସୟାନୀ ଗୁପ୍ତାଙ୍କ ‘ଶେମଲେସ୍‌’ ଓସ୍କାର ପାଇଁ ମନୋନୀତ

ମୁମ୍ବାଇ ୩୦।୧୧: ବଲିଉଡ୍‌ ଅଭିନେତ୍ରୀ ସୟାନି ଗୁପ୍ତା, ହୁସୈନ ଦଲାଲା ଓ ରିଷଭ କପୁରଙ୍କ ଭଳି ଷ୍ଟାରର ଫିଲ୍ମ ‘ଶେମଲେସ୍‌’କୁ ଓସ୍କାର ପାଇଁ ଚୟନ କରାଯାଇଛି।...

ଛାତ୍ରୀଙ୍କୁ ଗଣବଳାତ୍କାର ପରେ ହତ୍ୟା ଅଭିଯୋଗ

କୋଲକାତା, ୨୦।୭ : ପଶ୍ଚିମବଙ୍ଗରେ ଜଣେ ସ୍କୁଲ୍‌ ଛାତ୍ରୀଙ୍କୁ ଗଣବଳାତ୍କାର ପରେ ହତ୍ୟା ଅଭିଯୋଗ ପ୍ରତିବାଦରେ ସ୍ଥାନୀୟ ଲୋକେ ରାସ୍ତାରୋକୋ ଓ ପୋଡ଼ାଜଳା କରିଥିଲେ। ହିଂସାତ୍ମକ...

ନିରାମିଷ ଖାଦ୍ୟକୁ ପ୍ରୋତ୍ସାହନ ମିଳୁ: ମୋଦିଙ୍କୁ ଚିଠି ଲେଖିଲେ ପାମେଲା

ନୂଆଦିଲ୍ଲୀ: ବଓ୍ବୋଚ୍‌ ଆଇକନ୍‌ ତଥା ବିଗ୍‌ବସ୍‌ର ପୂର୍ବତନ ଗେଷ୍ଟ ପାମେଲା ଆଣ୍ଡରସନ୍‌ ନିରାମିଷ ଖାଦ୍ୟକୁ ପ୍ରୋତ୍ସାହନ ଦେବା ପାଇଁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ...

ଭାରତରେ ଷ୍ଟେଜ ୨ରେ କରୋନା ଭାଇରସ

ନୂଆଦିଲ୍ଲୀ,୧୪।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ସାରା ବିଶ୍ୱରେ ତା’ର ଉପସ୍ଥିତି ଜାହିର କରି ସାରିଲାଣି। ହାତ ଗଣତି କିଛି ଦେଶକୁ ଛାଡିଦେଲେ...

ଶହେ କୋଟି ଭାରତୀୟ କରୋନାରେ ଆକ୍ରାନ୍ତ ହେବା ଆଶଙ୍କା: ନୀତି ଆୟୋଗ

ନୂଆଦିଲ୍ଲୀ, ୨୪।୯: ଦେଶରେ କରୋନା ସଂକ୍ରମଣ ଥମିବାର ନା ଧରୁନି। ଏବେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ହଜାରରୁ ଅଧିକ ରହୁଛି। ଏଭଳି ଧାରା...

ନିର୍ଭୟା ମାମଲା: ଫେବୃୟାରୀ ୧ରେ ଦୋଷୀଙ୍କୁ ଦିଆଯିବନି ଫାଶୀ

ନୂଆଦିଲ୍ଲୀ,୩୧।୧: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାକୁ ନେଇ ଦିଲ୍ଲୀର ପଟିଆଲା ହାଉସକୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଫେବୃୟାରୀ ୧ରେ ଏହି ମାମଲାର...

ଟାର୍ଗେଟରେ ମନ୍ଦିର, ରେଳଷ୍ଟେଶନ

ଚଣ୍ଡିଗଡ଼/ରୋହତକ,୧୬ା୯ : ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ହଟାଯିବା ପରେ ଭାରତ ବିରୋଧରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ ବିଷ ଓକାଳୁଥିବାବେଳେ ପଡ଼ୋଶୀ ଦେଶର ଆତଙ୍କବାଦୀ ସଙ୍ଗଠନଗୁଡ଼ିକ...

Advertisement
Archives

Model This Week