Posted inଜାତୀୟ

ସିଏଏକୁ ନେଇ ମୋଦିଙ୍କୁ ଧନ୍ୟବାଦ ଦେବାକୁ ଲେଖାହେଲା ୫.୫ ଲକ୍ଷ ଚିଠି

ଅହମ୍ମଦାବାଦ,୧୨।୧: ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ନେଇ ଦେଶର ବିଭିନ୍ନ ଭାଗରେ ବିରୋଧ ପ୍ରଦର୍ଶନ ଚାଲିଥିବା ବେଳେ ଅହମ୍ମଦାବାଦରେ ଦେଖିବାକୁ ମିଳିଛି ଏକ ନିଆରା ଦୃଶ୍ୟ। ଅହମ୍ମଦାବାଦବାସୀ ସିଏଏକୁ ସମର୍ଥନ ଜଣାଇବା ସହ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଦେବାକୁ ପ୍ରାୟ ୫.୫ ଲକ୍ଷ ଚିଠି ଲେଖିଛନ୍ତି। ଏହି ଚିଠିକୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପ୍ରଦର୍ଶିତ କରିଛନ୍ତି। ଯେଉଁ ମଞ୍ଚରେ ଶାହା ଭାରତୀୟ ଜନତା ପାର୍ଟି(ଭାଜପା)ର କର୍ମୀମାନଙ୍କୁ ଉଦ୍‌ବୋଧନ ଦେଉଥିଲେ ସେହି ମଞ୍ଚରେ ଉକ୍ତ ଚିଠି ଗୁଡିକୁ ରଖାଯାଇଥିବା ଦେଖିବାକୁ ମିଳିଥିଲା। ଏହି ଚିଠି ଗୁଡିକୁ ସିଏଏ ଆକାରରେ ସଜାଇ ରଖାଯାଇଥିବା ବେଳେ ଏହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଏହାକୁ ନେଇ ପ୍ରଦେଶ ଭାଜପା ଦାବି କରିଛି ସିଏଏ ସମର୍ଥନରେ ଏହା ଦଳର ସର୍ବବୃହତ୍ତ ସଚେତନତା। ଏହାକୁ ଲିମ୍‌କା ବୁକ୍‌ ଅଫ୍‌ ରେକର୍ଡସ୍‌ ଓ ଓ୍ବାର୍ଲଡ ରେକର୍ଡ ଅଫ୍‌ ଇଣ୍ଡିଆରେ ସ୍ଥାନ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଦ୍‌-ଉଲ୍‌-ଜୁହା ଅବସରରେ ଶ୍ରୀନଗରରେ ମିଠା ବାଣ୍ଟିଲେ ପୋଲିସ

ଶ୍ରୀନଗର,୧୨।୮: ଜମ୍ମୁ-କଶ୍ମୀରରେ ସୋମବାର କଡ଼ା ସୁରକ୍ଷା ବଳୟରେ ଇଦ୍‌-ଉଲ୍‌-ଜୁହା ପାଳନ କରାଯାଇଛି। ଅନୁଚ୍ଛେଦ ୩୭୦ ହଟିବା ପରେ ଘାଟିରେ ୧୪୪ ଧାରା ଲାଗୁ ରହିବା ସହ...

କରୋନାର ତୃତୀୟ ଲହର ପାଇଁ ଦାୟୀ ରହିବେ ସାଧାରଣ ଜନତା!

ନୂଆଦିଲ୍ଲୀ,୧୦ ।୭: ଯଦି ଦେଶରେ କରୋନାର ତୃତୀୟ ଲହର ଆସିବ ତେବେ ଏଥିପାଇଁ ସାଧାରଣ ଜନତାଙ୍କୁ ଦାୟୀ କରାଯାଇପାରେ । ଆଇଏଏନ୍‌ଏସ୍‌-ସି-ଭୋଟର-ସର୍ଭେ ଅନୁସାରେ ୫୭ ପ୍ରତିଶତ...

ସାନିଟାଇଜର ଅଭାବରୁ ପ୍ରାକୃତିକ ଉପାୟ ଆପଣାଉଛନ୍ତି ଲୋକେ

ଚେନ୍ନାଇ,୩୦।୩: କରୋନା ସଂକ୍ରମଣରୁ ରକ୍ଷା ପାଇବାକୁ ହେଲେ ହାତ ଧୋଇବାକୁ ପରାମର୍ଶ ଦିଆଯାଉଥିବା ବେଳେ ସାନିଟାଇଜର ବ୍ୟବହାର କରିବାକୁ ମଧ୍ୟ କୁହାଯାଉଛି। ହେଲେ ଲୋକଙ୍କ ଆବଶ୍ୟକତାକୁ...

କମୁଛି ସଂକ୍ରମଣ

ନୂଆଦିଲ୍ଲୀ,୬।୮: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୪୪,୬୪୩ଟି...

ଅନ୍ତିମ ସଂସ୍କାର ସମୟରେ ଭୁଶୁଡ଼ିଲା ଶ୍ମଶାନ ଘର ଛାତ: ଉଦ୍ଧାର କାର୍ଯ୍ୟ ଜାରି

ଗାଜିଆବାଦ୍‌,୩।୧: ଅନ୍ତିମ ସଂସ୍କାର ସମୟରେ ଶ୍ମଶାନ ଘର ଛାତ ଭୁଶୁଡ଼ିବାରୁ କେତେକ ଲୋକ ମାଟି ତଳେ ପୋତି ହୋଇଯାଇଛନ୍ତି। ମାଟିତଳୁ ୧୬ ମୃତଦେହ ଉଦ୍ଧାର କରାଯାଇଥିବାବେଳେ...

ଭୂତାଣୁ ପୁଣି ଉପରମୁହଁ।

ନୂଆଦିଲ୍ଲୀ/ ମୁମ୍ବାଇ/ ଅମୃତସର,୨୦।୩: ନୂଆ ଧାରାରେ ଭିନ୍ନ ଅବତାର ନେଇ ଫେରିଛି କରୋନାର ଆଉ ଏକ ପ୍ରବାହ । ମହାମାରୀର ଲେଉଟାଣିକୁ ରୋକିବା ପାଇଁ ପୂର୍ବଭଳି...

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିଂଙ୍କ ପରଲୋକ

ନୂଆଦିଲ୍ଲୀ,୨୭ ।୯: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି(ଭାଜପା)ର ବରିଷ୍ଠ ନେତା ମେଜର(ଅବସରୀପ୍ରାପ୍ତ) ଯଶୱନ୍ତ ସିଂଙ୍କର ରବିବାର ସକାଳ ପ୍ରାୟ ୬ଟା ୫୫ ମିନିଟରେ...

ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୪।୬: ରେପୋ ଓ ରିଭର୍ସ ରେପୋ ରେଟକୁ ଅପରିବର୍ତ୍ତିତ ରଖିଛି ଭାରତୀୟ ରିଜର୍ଭ ବ୍ୟାଙ୍କ। ଲଗାତର ଷଷ୍ଠଥର ପାଇଁ ଏହି ନିଷ୍ପତ୍ତି ନେଇଛି ଆରବିଆଇ। ଏପ୍ରିଲ-ଜୁନ...

Advertisement
Archives

Model This Week