Posted inଜାତୀୟ

ସିଏଏକୁ ନେଇ ମୋଦିଙ୍କୁ ଧନ୍ୟବାଦ ଦେବାକୁ ଲେଖାହେଲା ୫.୫ ଲକ୍ଷ ଚିଠି

ଅହମ୍ମଦାବାଦ,୧୨।୧: ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ନେଇ ଦେଶର ବିଭିନ୍ନ ଭାଗରେ ବିରୋଧ ପ୍ରଦର୍ଶନ ଚାଲିଥିବା ବେଳେ ଅହମ୍ମଦାବାଦରେ ଦେଖିବାକୁ ମିଳିଛି ଏକ ନିଆରା ଦୃଶ୍ୟ। ଅହମ୍ମଦାବାଦବାସୀ ସିଏଏକୁ ସମର୍ଥନ ଜଣାଇବା ସହ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଦେବାକୁ ପ୍ରାୟ ୫.୫ ଲକ୍ଷ ଚିଠି ଲେଖିଛନ୍ତି। ଏହି ଚିଠିକୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପ୍ରଦର୍ଶିତ କରିଛନ୍ତି। ଯେଉଁ ମଞ୍ଚରେ ଶାହା ଭାରତୀୟ ଜନତା ପାର୍ଟି(ଭାଜପା)ର କର୍ମୀମାନଙ୍କୁ ଉଦ୍‌ବୋଧନ ଦେଉଥିଲେ ସେହି ମଞ୍ଚରେ ଉକ୍ତ ଚିଠି ଗୁଡିକୁ ରଖାଯାଇଥିବା ଦେଖିବାକୁ ମିଳିଥିଲା। ଏହି ଚିଠି ଗୁଡିକୁ ସିଏଏ ଆକାରରେ ସଜାଇ ରଖାଯାଇଥିବା ବେଳେ ଏହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଏହାକୁ ନେଇ ପ୍ରଦେଶ ଭାଜପା ଦାବି କରିଛି ସିଏଏ ସମର୍ଥନରେ ଏହା ଦଳର ସର୍ବବୃହତ୍ତ ସଚେତନତା। ଏହାକୁ ଲିମ୍‌କା ବୁକ୍‌ ଅଫ୍‌ ରେକର୍ଡସ୍‌ ଓ ଓ୍ବାର୍ଲଡ ରେକର୍ଡ ଅଫ୍‌ ଇଣ୍ଡିଆରେ ସ୍ଥାନ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଷୟ ତୃତୀୟାରେ ଆରତୀ କରିବେନି ରାଜ୍‌ ଠାକ୍‌ରେ

ମୁମ୍ବାଇ,୨।୫: ଅକ୍ଷୟ ତୃତୀୟା ଅବସରରେ ମହାଆରତୀ କରିବେନି ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍‌ଏନ୍‌ଏସ୍‌) ଅଧ୍ୟକ୍ଷ ରାଜ୍‌ ଠାକ୍‌ରେ। ମୁସଲମାନମାନେ ମଙ୍ଗଳବାର ନିର୍ବିଘ୍ନରେ ରମଜାନ ଇଦ୍‌ ପାଳନ...

୩୬ ଉପଗ୍ରହ ସହିତ ଭାରତର ସର୍ବବୃହତ ଏଲଭି-ଏମ୍‌-୩ ରକେଟ ଉତକ୍ଷେପଣ କଲା ଇସ୍ରୋ…

ଶ୍ରୀହରିକୋଟା,୨୬।୩ : ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ୩୬ଟି ଉପଗ୍ରହ ନେଇ ଭାରତର ସର୍ବବୃହତ ଏଲଭି-ଏମ୍‌-୩...

ଉଡିବା ଆରମ୍ଭ କରୁ କରୁ ରନ୍‌ୱେରୁ ଖସିଗଲା ଇଣ୍ଡିଗୋ ବିମାନ

ଜୋରହାଟ,୨୯ ।୭: ଇଣ୍ଡିଗୋ ଏୟାର ଲାଇନ୍ସର ଏକ ବିମାନ ଉଡିବା ଆରମ୍ଭ କରୁ କରୁ ରନୱେରୁ ଖସି ଯାଇଥିବା ଜଣାପଡିଛି । ତେବେ କୌଣସି ପ୍ରକାରେ...

ଅକ୍ସଫୋର୍ଡ ଟିକା ୯୦% ଫଳପ୍ରଦ

ନୂଆଦିଲ୍ଲୀ, ୨୪।୧୧(ପି.ଟି.): ଅକ୍ସଫୋର୍ଡ ଟିକା ପାଖାପାଖି ୯୦ ପ୍ରତିଶତ ଫଳପ୍ରଦ ହୋଇପାରିବ ଓ ଏହାର କୌଣସି ପାର୍ଶ୍ୱ ପ୍ରତିକ୍ରିୟା ନାହିଁ ବୋଲି ବ୍ରିଟେନ କମ୍ପାନୀ ଅଷ୍ଟ୍ରାଜେନିକା...

ମୋଦିଙ୍କ ଲେହ ଗସ୍ତକୁ ଦେଖି ଅଡୁଆରେ ପଡିଗଲାଣି ଚାଇନା

ନୂଆଦିଲ୍ଲୀ,୩।୭: ଲଦ୍ଦାଖର ବାସ୍ତବିକ ନିୟନ୍ତ୍ରଣ ରେଖା(ଏଲ୍‌ଏସି)ରେ ଭାରତ-ଚାଇନା ମଧ୍ୟରେ ଲାଗି ରହିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ଭିତରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହଠାତ୍‌ ଲେହ ଗସ୍ତ...

ଦିଲ୍ଲୀ ସିଂହାସନ: ୨୨ବର୍ଷ ଧରି ଦୂରରେ ଭାଜପା

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀରେ କ୍ଷମତା ଦଖଲ କରିବା ପାଇଁ ଭାଜପା ଦେଖିଥିବା ସ୍ବପ୍ନ ମଉଳି ଯାଇଛି। ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ପୁଣିଥରେ ଶାସନ ଡୋରି ଧରିବା ନିଶ୍ଚିତ...

ହିମାଚଳ ପ୍ରଦେଶରେ ଭୂକମ୍ପ ଝଟକା

ସିମଲା,୧୪।୧: ହିମାଚଳ ପ୍ରଦେଶରେ ଶନିବାର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୩.୨ମ୍ୟାଗ୍ନିଚ୍ୟୁଡ ରହିଛି। ଏହି ଭୂକମ୍ପର କେନ୍ଦ୍ର ଧରମଶାଲାଠାରୁ ୨୨ କିଲୋମିଟର...

ରାତି ୧୦ଟା ପରେ ମହିଳାଙ୍କୁ ଘରେ ପହଞ୍ଚାଇବ ପୋଲିସ

ବେଙ୍ଗାଲୁରୁ,୮।୧୨: କର୍ନାଟକର ଗଦାଗ ପୋଲିସ ଏବେ ମହିଳାମାନଙ୍କୁ ମାଗଣାରେ ଘରେ ପହଞ୍ଚାଇବାର ଯୋଜନା କରିଛି। ରାତି ୧୦ଟାରୁ ଭୋର ୬ଟା ମଧ୍ୟରେ ଯେଉଁ ମହିଳାମାନେ ବାହାରେ...

Advertisement
Archives

Model This Week