Posted inଜାତୀୟ

ସିଏଏକୁ ନେଇ ସାରା ଦେଶରେ ବିକ୍ଷୋଭ: ରେଲଓ୍ବେର ୮୮ କୋଟି ଟଙ୍କା କ୍ଷତି

ନୂଆଦିଲ୍ଲୀ,୨୧।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନିଆଁରେ ସାରା ଦେଶ ଏକ ପ୍ରକାର ଜଳୁଛି କହିଲେ ଚଳେ। ପାଖାପାଖି ୩ ଦିନ ହେବ ସାରା ଦେଶରେ ସିଏଏକୁ ନେଇ ଯେଉଁଭଳି ବିକ୍ଷୋଭ ପ୍ରଦର୍ଶନ କରାଯାଉଛି ତାହା ବେଳେକୁ ବେଳ ଉଗ୍ର ରୂପ ନେଲାଣି। ଏବେ ସୁଦ୍ଧା ଏଥିରେ କେବଳ ଉତ୍ତର ପ୍ରଦେଶରେ ୧୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଥିବା କୁହାଯାଉଥିବା ବେଳେ ହଜାର ହଜାର ଲୋକଙ୍କ ନାଁରେ ମାମଲା କଲାଣି ପୋଲିସ। ଏହି ବିକ୍ଷୋଭ ପ୍ରଦର୍ଶନକାରୀ ବିଭିନ୍ନ ସ୍ଥାନରେ ଗାଡ଼ି ମୋଟର ପୋଡି ଦେବା ସହ ପୋଲିସ ଉପରକୁ ପଥରମାଡ଼ କରିଥିବା ଖବର ମଧ୍ୟ ଆସିଛି। ଏଥିଯୋଗୁ ଏବେ ରେଲଓ୍ବେ ପ୍ରାୟ ୮୮କୋଟିରୁ ଊର୍ଦ୍ଧ୍ୱ ଟଙ୍କା କ୍ଷତି କରିଥିବା କୁହାଯାଇଛି। ଆନୁମାନିକ ଭାବେ ଇଷ୍ଟର୍ଣ୍ଣ ରେଲଓ୍ବେରେ ୭୭ କୋଟି ଟଙ୍କାର ସମ୍ପତି ନଷ୍ଟ ହୋଇଥିବା ବେଳେ ସାଉଥ୍‌ ଇଷ୍ଟର୍ଣ୍ଣ ରେଲଓ୍ବେର ୧୩କୋଟି ଓ ନର୍ଥଇଷ୍ଟ ଫ୍ରଣ୍ଟିୟର ଜୋନ୍‌ରେ ୩ କୋଟି ଟଙ୍କା କ୍ଷତି ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପେପର ବ୍ୟାଗ୍‌: ବର୍ତ୍ତମାନର ଜରୁରୀ ଆବଶ୍ୟକତା

ପ୍ରତିବର୍ଷ ଜୁଲାଇ ୧୨ରେ ସାରା ବିଶ୍ୱରେ ପାଳନ ହୋଇଆସୁଛି ‘ବିଶ୍ୱ ପେପର(କାଗଜ) ବ୍ୟାଗ ଦିବସ’। ଚଳିତ ମାସ ଜୁଲାଇ ୩ରେ ‘ଅନ୍ତର୍ଜାତୀୟ ପ୍ଲାଷ୍ଟିକ ବ୍ୟାଗ ମୁକ୍ତ ଦିବସ’…

ଜଟିଳ ପ୍ରକ୍ରିୟା

ଆଇନଶୂନ୍ୟ ଦେଶଗୁଡ଼ିକର ମନମୁଖି ଶାସନ ପ୍ରତି ଲୋକମାନଙ୍କ ମନରେ ଗଭୀର ଆତଙ୍କ ରହିଥାଏ। ଏଥିରେ ନିଷ୍ଠୁରତାକୁ ଏକ ପ୍ରକ୍ରିୟା ଭାବରେ ଦର୍ଶାଯାଇ ଲୋକଙ୍କୁ ନିର୍ଯାତନା ଦିଆଯାଇଥାଏ। ଏବେ…

୧୩ହଜାର ଫୁଟ ଉଚ୍ଚତାରେ ସ୍ୱାମୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ସ୍ତ୍ରୀ

ବର୍ଲିନ, ୧୨ା୭: ଏକ ଯାତ୍ରୀବାହୀ ବିମାନ ଝରକା ଦେଇ ଜଣେ ୬୧ ବର୍ଷିୟ ବୃଦ୍ଧ ହଠାତ୍‌ ଟାଣି ହୋଇଯାଉଥିବାବେଳେ ଜୀବନକୁ ବାଜି ଲଗାଇ ସ୍ୱାମୀଙ୍କୁ ମୃତ୍ୟୁ ମୁଖରୁ…

ପଛକୁ ପଛ ୨ ଲଘୁଚାପ; IMD କଲା ସତର୍କ

ଭୁବନେଶ୍ୱର, ୧୨ା୭(ବନ୍ଦନା ସେଠୀ): ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଏଥିସହ ଗାଙ୍ଗେଟିକ୍‌ ୱେଷ୍ଟବେଙ୍ଗଲ ଓ ପାଖାପାଖି ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ…

କିମ୍ୱଦନ୍ତୀ ଗାୟିକା ଏସ୍‌. ଜାନକୀଙ୍କ ପରଲୋକ

ଭୁବନେଶ୍ୱର,୧୨ା୭ (ସୌମ୍ୟରଞ୍ଜନ ରାଉତ): ଭାରତୀୟ ଚଳଚ୍ଚିତ୍ର ସଙ୍ଗୀତ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ ଘଟିଛି। ଦକ୍ଷିଣ ଭାରତର ପ୍ରଖ୍ୟାତ ପାର୍ଶ୍ୱଗାୟିକା ଏସ୍‌. ଜାନକୀଙ୍କର ଶନିବାର ମହୀଶୂରସ୍ଥିତ…

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri